< Від Матвія 16 >
1 І підійшли фарисеї та саддукеї, і, випробо́вуючи, просили Його показати ознаку їм із неба.
୧ଦିନେକ୍ କେତେଟା ପାରୁସିମନ୍ ଆରି ସାଦୁକିମନ୍ ଜିସୁର୍ ଦସ୍ ଦାର୍ବାକେ ତାର୍ ଲଗେ ଆଇଲାଇ । ସେମନ୍ ତାକେ କଇଲାଇ, “ପର୍ମେସର୍ ତକେ ବାଚ୍ଲା ଆଚେ ବଲି ଆମେ ଜାନ୍ବାକେ, ତୁଇ ଗଟେକ୍ ସରଗର୍ କାବାଅଇଜିବା ଚିନ୍ ଦେକା ।”
2 А Він відповів і промовив до них: „Ви зве́чора кажете: „Буде пого́да, — червоні́є бо небо“.
୨ଜିସୁ କଇଲା, “ତମେ ସଞ୍ଜ୍ ବେଲାଇ ବାଦଲ୍ ରଙ୍ଗ୍ ଡିସ୍ଲେ ପାଗ୍ ବଲ୍ ଅଇସି ବଲି କଇସା,
3 А ра́нком: „Сьогодні него́да, — червоніє бо небо похмуре“. Розпізна́ти небесне обличчя ви вмієте, ознак ча́су ж не можете!
୩ଆରି ସାକାଲ୍ ବେଲାଇ ରଙ୍ଗ୍ ଆରି ଆନ୍ଦାର୍ ଡିସ୍ଲେ ପାନି ମାର୍ସି ବଲି ଜାନାସ୍ । ବାଦଲ୍ ଦେକି ପାଗର୍ କାତା ଆଗ୍ତୁ ଜାନ୍ସା । ମାତର୍ ଆଜିକାଲିର୍ ଡିସ୍ବା ଚିନ୍ ତମେ ବୁଜିନାପାରାସ୍ ।
4 Рід лукавий і перелю́бний шукає озна́ки, та ознаки йому не дадуть, окрім озна́ки пророка Йони“. І, їх полишивши, Він відійшов.
୪ଏ ଜୁଗର୍ ଲକ୍ମନ୍ କେଡେ କାରାପ୍ ଆରି ପରମେସର୍କେ ବିସ୍ବାସ୍ ନ କରୁମନ୍! ତମେ ଗଟେକ୍ କାବାଅଇଜିବା କାମ୍ ଦେକ୍ବାକେ କଇଲାସ୍ନି? ମାତର୍ ନାଇ, ଜୁନସର୍ ଜିବନେ ଗଟ୍ଲାଟା ଚାଡି ଆରି ଗଟେକ୍ ମିସା କାବାଅଇଜିବା କାମ୍, ତମେ ମର୍ତେଇ ଦେକିନାପାରାସ୍ ।” ଏଟା କଇ ଜିସୁ ସେମନ୍କେ ଚାଡି ଉଟିଗାଲା ।
5 А учні Його, перейшовши на то́й бік, забули взяти хліба.
୫ସିସ୍ମନ୍ ଗାଡ୍ ସେପାଟେ ଜିବାବେଲେ ରୁଟି ନେବାକେ ପାସ୍ରି ଜାଇରଇଲାଇ ।
6 Ісус же промовив до них: „Стережіться ува́жливо фарисе́йської та саддуке́йської ро́зчини“!
୬ଜିସୁ ସେମନ୍କେ କଇଲା, “ଜାଗ୍ରତ୍, ପାରୁସି ଆରି ସାଦୁକିମନର୍ କମିର୍ତେଇଅନି ତରିକ୍ନା ଅଇ ରୁଆ ।”
7 Вони ж міркува́ли собі й говорили: „Ми ж хлібі́в не взяли́“.
୭ସେମନ୍ ନିଜର୍ ନିଜର୍ ବିତ୍ରେ କୁଆ ବଲା ଅଇଲାଇ, “ଆମେ ରୁଟି ଆନି ନ ରଇଲାର୍ ପାଇ ସେ ଏନ୍ତାରି କଇଲାନି ।”
8 А Ісус, знавши те, запита́в: „Чого між собою міркуєте ви, маловірні, що хлібі́в не взяли́?
୮ସେମନ୍ କାଇଟା କଇତେ ରଇଲାଇ ସେଟା ଜାନି ଜିସୁ ସେମନ୍କେ କଇଲା, “ତମର୍ ଲଗେ ରୁଟି ନାଇ ବଲି କାଇକେ କୁଆବଲା ଅଇଲାସ୍ନି? ତମର୍ ବିସ୍ବାସ୍ କେତେ ଦୁର୍ବଲ୍ ।
9 Чи ж ви ще́ не розумієте й не пам'ятаєте про п'ять хлібів на п'ять тисяч, — і скільки коші́в ви зібрали?
୯ଏବେ ଜାକ ତମେ ବୁଜାସ୍ ନାଇ କି? ପାଁଚ୍ ଅଜାର୍ ଲକ୍ମନର୍ ବିତ୍ରେ ମୁଇ ପାଁଚ୍ଟା ରୁଟି ବାଟାକରି ରଇବା କାତା ତମେ କାଇ ପାସ୍ରି ଗାଲାସ୍ କି? ସେଡ୍କିବେଲେ ତମେ କେତେଟା ଡାଲାଇ ବର୍ତି କରି ରଇଲାସ୍?
10 Ані про сім хлібів на чотири тисячі, — і скільки кошиків ви назбирали?
୧୦ଆରି ଚାରି ଅଜାର୍ ଲକ୍କେ ସାତ୍ଟା ରୁଟିର୍ କାତା ମନେ ନାଇ କି? ସେଡ୍କିବେଲେ କେତେ ଡାଲା ବର୍ତି କରି ରଇଲାସ୍?
11 Як ви не розумієте, що Я не про хліб вам сказав? Стережіться но ро́зчини фарисейської та саддукейської!“
୧୧“ମୁଇ ରୁଟିର୍ ବିସଇ ନ କଇତେ ରଇଲି, ତମେ କେନ୍ତି ବୁଜାସ୍ ନାଇ? ମୁଇ କଇଲିନି, ପାରୁସି ଆରି ସାଦୁକିମନର୍ କମିର୍ ପାରା ସିକିଆ ତେଇଅନି ତରିକ୍ନା ଅଇ ରୁଆ ବଲି ।”
12 Тоді зрозуміли вони, що Він не казав стерегтися їм ро́зчини хлібної, але фарисе́йської та саддуке́йської науки.
୧୨ସେଡ୍କିବେଲେ ସିସ୍ମନ୍ ବୁଜି ପାର୍ଲାଇ ଜେ, ଜିସୁ ରୁଟିର୍ କମିରର୍ କାତା ନ କଇତେ ରଇଲା, ମାତର୍ ପାରୁସି ଆରି ସାଦୁକିମନର୍ ସିକିଆ ତେଇ ତରିକ୍ନା ଅଇ ରୁଆ ବଲି କଇରଇଲା ।
13 Прийшовши ж Ісус до землі Кесарі́ї Пили́пової, питав Своїх учнів і казав: „За ко́го наро́д уважає Мене́, Сина Лю́дського?“
୧୩ଜିସୁ କାଇସେରିଆ ପିଲିପି ଗଡ୍ ପାକାପାକି ଜାଗାଇ ଗାଲା ପଚେ ସିସ୍ମନ୍କେ ପାଚାର୍ଲା, “ନର୍ପିଲା କେ ବଲି ଲକ୍ମନ୍ କାଇଟା କଇଲାଇନି?”
14 Вони ж відповіли́: „Одні за Івана Христителя, одні за Іллю́, інші ж за Єремі́ю або за одного з пророків“.
୧୪ସେମନ୍ କଇଲାଇ, “କେତେ ଲକ୍ କଇଲାଇନି, ସେ ଡୁବନ୍ ଦେଉ ଜଅନ୍ । ଆରି କେତେ ଲକ୍ ‘ସେ ଏଲିୟ’, ବିନ୍ ଲକ୍ମନ୍ କଇଲାଇନି, ‘ସେ ଜିରିମିୟ ନଇଲେ ବବିସତ୍ବକ୍ତାମନର୍ତେଇଅନି ଗଟେକ୍ ଲକ୍’ ।”
15 Він каже до них: „А ви за ко́го Мене маєте?“
୧୫ଜିସୁ ପାଚାର୍ଲା, “ମୁଇ କେ ବଲି ତମେ କାଇଟା ବଇଲାସ୍ନି?”
16 А Си́мон Петро відповів і сказав: „Ти — Христос, Син Бога Живого!“
୧୬ସିମନ୍ ପିତର୍ କଇଲା, “ତମେ କିରିସ୍ଟ, ମସିଅ, ଜିବନ୍ ରଇବା ପରମେସରର୍ ପିଲା ।”
17 А Ісус відповів і до ньо́го промовив: „Блаженний ти, Си́моне, сину Йо́нин, бо не тіло і кров тобі оце ви́явили, але Мій Небесний Отець.
୧୭ଜିସୁ କଇଲା, “ନିମାନ୍, ଜୁନସର୍ ପିଲା, ପିତର୍! ଏଟା ସତ୍, ତୁଇ ମୁନୁସର୍ଟାନେ ଅନି କଉସ୍ ନାଇ । ମର୍ ସରଗର୍ ବାବା ତକେ ଜାନାଇଲାକେ ତୁଇ କଇଲୁସ୍ ।
18 I кажу Я тобі, що Петро ти, і на скелі оцій побудую Я Церкву Свою, — і сили а́дові не переможуть її. (Hadēs )
୧୮ସେଟାର୍ପାଇ ମୁଇ ତକେ କଇଲିନି, ତୁଇ ପିତର୍, ଜାର୍ ଅରତ୍ କି ପାକ୍ନା । ଏ ପାକ୍ନା ଉପ୍ରେ ମୁଇ ମର୍ ମଣ୍ଡଲି ତିଆର୍ କର୍ବି । ଜେନ୍ତିକି ମରନ୍ ପାରା ବପୁ ମିସା ତାକେ କାଇ କରିନାପାରେ । (Hadēs )
19 І ключі тобі дам від Царства Небесного, і що́ на землі ти зв'яжеш, те зв'язане буде на небі, а що́ на землі ти розв'яжеш, те розв'язане буде на небі“!
୧୯“ମୁଇ ତକେ ସରଗ୍ ରାଇଜର୍ କୁଚିକାଡି ଦେବି । ତୁଇ ଜାଇଟା ଜଗତେ ନାଇ ବଲ୍ସୁ, ସେଟା ସରଗେ ମିସା ନାଇ ଅଇସି । ତୁଇ ଜଗତେ ଜାଇଟା କରା ବଲି କଇସୁ ସେଟା ସର୍ଗେ ମିସା କରାଅଇସି ।”
20 Тоді наказав Своїм учням, щоб ніко́му не казали, що Він — Христо́с.
୨୦ସେ ମସିଅ ବଲି କାକେ ନ କଇବାକେ, ସିସ୍ମନ୍କେ ଡାଟ୍କଲା ।
21 Із того ча́су Ісус став виказувати Своїм у́чням, що Він мусить іти до Єрусалиму, і постраждати багато від старших, і первосвящеників, і книжників, і вбитому бути, — і воскреснути третього дня.
୨୧ସେବେଲେଅନି ଜିସୁ ସିସ୍ମନ୍କେ ବୁଜ୍ଲାପାରା କଇବାର୍ ଦାର୍ଲା, “ମୁଇ ଜିରୁସାଲାମ୍ ଜାଇ ଦରମ୍ଗୁରୁମନ୍, ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନର୍ଟାନେ ବେସି କସ୍ଟ ପାଇବି । ସାରାସାରି ମକେ ମରାଇବାଇ, ମାତର୍ ତିନ୍ ଦିନ୍ ଗାଲାପଚେ ମୁଇ ଆରି ତରେକ୍ ଜିବନ୍ ଅଇ ଉଟ୍ବି ।”
22 І, на́бік відвівши Його, Петро став Йому́ докоря́ти й казати: „Змилуйся, Господи, — такого Тобі хай не бу́де!“
୨୨ପିତର୍ ଜିସୁକେ ଅଁତ୍ରେ ଡାକିନେଇ ସେନ୍ତି ନ ଅ ବଲି ଦମ୍କାଇଲା । “ପର୍ମେସର୍ ତମ୍କେ କାଇଟା ନ କର, ମାପ୍ରୁ, ତମ୍କେ ଏ ସବୁ କେବେ ମିସା ନଅ ।”
23 А Він обернувся й промовив Петрові: „Відступися від Мене, сатано́, — ти спокуса Мені, бо ду́маєш не про Боже, а про лю́дське!“
୨୩ଜିସୁ ପାସ୍ଲି କରି କଇଲା, “ମର୍ ମୁଆଟେଅନି ଦୁରିକେ ଜା ସଇତାନ୍ । ତୁଇ ମର୍ ବାଟ୍ ଚୁଟିଦେଲୁସ୍ନି । ମକେ ନିଚୁ ବଲି କଅ ନାଇ । କାଇକେ ବଇଲେ ତମର୍ ଚିନ୍ତା ମୁନୁସ୍ମନର୍ତେଇଅନି, ପର୍ମେସରର୍ତେଇ ଅନି ନାଇ ।”
24 Промовив тоді Ісус у́чням Своїм: „Коли хоче хто йти вслід за Мною, — хай зречеться самого себе, і хай ві́зьме свого хреста, та й іде вслід за Мною.
୨୪ତାର୍ପଚେ ଜିସୁ ସିସ୍ମନ୍କେ କଇଲା, “କେ ମିସା ମର୍ ସଙ୍ଗ୍ ଆଇବାକେ ମନ୍ କଲେ, ନିଜର୍ ମନ୍ କଲାଟା ସବୁ ଚାଡିଦେଇ, ନିଜର୍ କୁର୍ସ ବଇବାକେ ଅଇସି, ଆରି ମର୍ ପଚେ ପଚେ ଇଣ୍ଡ୍ବାକେ ଅଇସି ।
25 Бо хто хоче спасти́ свою душу, той погубить її, хто ж за Мене свою душу погубить, той зна́йде її.
୨୫କାଇକେ ବଇଲେ କେ ମିସା ନିଜର୍ ଜିବନ୍ ରକିଆ କର୍ବାକେ ମନ୍ କର୍ସି ବଇଲେ, ସେଟା ସେ ଆରାଇସି, ମାତର୍ ଜେ ମର୍ ଲାଗି ଜିବନ୍ ଦେଇସି, ସେ ସତଇସେ ସେଟା ରକିଆ କର୍ସି ।
26 Яка ж ко́ристь люди́ні, що здобуде ввесь світ, але душу свою занапа́стить? Або що́ дасть люди́на взамін за душу свою?
୨୬ଜଦି ଗଟେକ୍ ଲକ୍, ଗୁଲାଇ ଜଗତ୍ ଜିତିକରି ନିଜର୍ ଜିବନ୍ ଆରାଇଦେଇସି ବଇଲେ ସେଟା କାଇ ଲାବ୍? ଜିବନ୍ ବାଉଡାଇ ପାଇବାକେ ଆଲେ ସେ କାଇଟା ମିସା ଦେଇ ନାପାରେ ।
27 Бо при́йде Син Лю́дський у славі Свого Отця з ангола́ми Своїми, і тоді „віддасть кожному згідно з діла́ми його“.
୨୭ନର୍ପିଲା ମୁଇ ବାବା ପର୍ମେସରର୍ ଡାକ୍ପୁଟା ପାଇ ସରଗ୍ ଦୁତ୍ମନର୍ ସଙ୍ଗ୍ ଆରି ତରେକ୍ ଆଇବି । ସେଡ୍କି ବେଲେ ମୁଇ ସବୁ ଲକର୍ କରିରଇବା କାମ୍ ଦେକି ପୁରୁସ୍କାର୍ ଦେବି ।
28 Поправді кажу́ вам, що деякі з тут-о прия́вних не скушту́ють смерти, аж поки не побачать Сина Лю́дського, що йде в Царстві Своїм“.
୨୮ମୁଇ ତମ୍କେ ସତ୍ କଇଲିନି, ନର୍ପିଲା ମୁଇ ମର୍ ରାଇଜେ ରାଜା ଅଇ ଆଇବା ଜାକ, ଇତି ରଇଲା କେତେ ଲକ୍ ନ ମରତ୍ ।”