< Псалми 133 >

1 Пісня проча́н. Давидова.
ଆରୋହଣ ଗୀତ, ଦାଉଦଙ୍କ ରଚିତ। ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର!
2 Воно — як та добра оли́ва на го́лову, що сплива́є на бо́роду, Ааро́нову бо́роду, що спливає на кі́нці одежі його!
ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।
3 Воно — як хермо́нська роса́, що спадає на го́ри Сіо́ну, бо там наказав Господь благослове́ння, повікві́чне життя!
ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।

< Псалми 133 >