< आमाल 14 >
1 और इकुनियुम में ऐसा हुआ कि वो साथ साथ यहूदियों के इबादत खाने में गए। और ऐसी तक़रीर की कि यहूदियों और यूनानियों दोनों की एक बड़ी जमा'अत ईमान ले आई।
୧ଜନ୍ଟା ଆନ୍ଟିଅକିତେଇ ଗଟିରଇଲା, ସେ ସମାନ୍ ବିସଇ ଆକିଅଟାନେ ମିସା ଅଇଲା । ପାଉଲ୍ଆରି ବର୍ନବା ପାର୍ତନା ଗରେ ଏନ୍ତି ଡାଟ୍ ସଙ୍ଗ୍ ପର୍ଚାର୍ କଲାଇ ଜେ ବେସି ଜିଉଦି ଆରି ଗିରିକ୍ ଲକ୍ମନ୍ ଜିସୁକେ ବିସ୍ବାସ୍ କଲାଇ ।
2 मगर नाफ़रमान यहूदियों ने ग़ैर क़ौमों के दिलों में जोश पैदा करके उनको भाइयों की तरफ़ बदगुमान कर दिया।
୨ମାତର୍ ଜନ୍ ଜିଉଦିମନ୍ ସେ ବାକିଅ ବିସ୍ବାସ୍ କରତ୍ନାଇ, ସେମନ୍ ଜିଉଦି ନ ଅଇଲା ଲକ୍ମନ୍କେ ବେମ୍ଜା କରି, ବିସ୍ବାସି ବାଇମନ୍କେ ବିରଦ୍ କରାଇଲାଇ ।
3 पस, वो बहुत ज़माने तक वहाँ रहे, और ख़ुदावन्द के भरोसे पर हिम्मत से कलाम करते थे, और वो उनके हाथों से निशान और अजीब काम कराकर, अपने फ़ज़ल के कलाम की गवाही देता था।
୩ଏଲେମିସା ପାଉଲ୍ ଆରି ବର୍ନବା ତେଇ ବେସିଦିନ୍ ରଇକରି ଡାଟ୍ ସଙ୍ଗ୍ ମାପ୍ରୁର୍ ବିସଇ ଜାନାଇଲାଇ । ମାପ୍ରୁ ଏମନ୍କେ କାବା ଅଇଜିବା କାମ୍ମନ୍ କରି ଦେକାଇବାକେ ବପୁଦେଲା । ଏନ୍ତାରି ମାପ୍ରୁ ତାର୍ ଜିବନ୍ ଦୁକାଇଲା ବାକିଅ ସତ୍ବଲି ଦେକାଇଲା ।
4 लेकिन शहर के लोगों में फ़ूट पड़ गई। कुछ यहूदियों की तरफ़ हो गए। कुछ रसूलों की तरफ़।
୪ଇକନିଆ ନଅରର୍ ଲକ୍ମନ୍ ଦୁଇଟା ଦଲେ ବାଗ୍ ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ ଜିଉଦିମନର୍ ବାଟେ ଆରି କେତେ ଲକ୍ ପେରିତ୍ ସିସ୍ମନର୍ ବାଟେ ଅଇଲାଇ ।
5 मगर जब ग़ैर क़ौम वाले और यहूदी उन्हें बे'इज़्ज़त और पथराव करने को अपने सरदारों समेत उन पर चढ़ आए।
୫ତାର୍ପଚେ କେତେଟା ଜିଉଦି ନଇଲା ଲକ୍ ଆରି ଜିଉଦିମନ୍ ସେମନର୍ ନେତାମନର୍ ସଙ୍ଗ୍ ଏକ୍ଜୁଟ୍ ଅଇ ପେରିତ୍ ସିସ୍ମନ୍କେ ବେସି କାରାପ୍ ଚଲାଚଲ୍ତି କରି ସେମନର୍ ଉପ୍ରେ ପାକ୍ନା ମାରି ମରାଇଦେବାକେ ପାଁଚ୍ଲାଇ ।
6 तो वो इस से वाक़िफ़ होकर लुकाउनिया मुल्क के शहरों लुस्तरा और दिरबे और उनके आस — पास में भाग गए।
୬ମାତର୍ ପାଉଲ୍ ଆରି ବର୍ନବା ସେଟା ଜାନିକରି ଲୁକାନିଆଇ ରଇବା ଲୁସ୍ତାରା ଆରି ଦର୍ବି ଗଡର୍ ଚାରିବେଡ୍ତିର୍ ଜାଗାଇ ଦାପ୍ରେ ପାଲାଇଲାଇ ।
7 और वहाँ ख़ुशख़बरी सुनाते रहे।
୭ଆରି ସିତି ସୁବ୍ କବର୍ ଜାନାଇଲାଇ ।
8 और लुस्तरा में एक शख़्स बैठा था, जो पाँव से लाचार था। वो पैदाइशी लंगड़ा था, और कभी न चला था।
୮ଲୁସ୍ତାରାତେଇ ଜନ୍ମେଅନି ଗଡ୍ ବାଙ୍ଗ୍ଟି ରଇଲା ଗଟେକ୍ ଚଟା ଲକ୍ ରଇଲା । ସେ ବିଲ୍କୁଲ୍ ଇଣ୍ଡି ନାପାର୍ତେ ରଇଲା ।
9 वो पौलुस को बातें करते सुन रहा था। और जब इस ने उसकी तरफ़ ग़ौर करके देखा कि उस में शिफ़ा पाने के लायक़ ईमान है।
୯ତେଇ ବସି, ସେ ପାଉଲର୍ ସିକିଆ ସୁନ୍ତେ ରଇଲା । ତାର୍ ମନେ ବିସ୍ବାସ୍ ଅଇଲାଆଚେ ଆରି ସେ ନିମାନ୍ ଅଇପାର୍ସି ବଲି ପାଉଲ୍ ଜାନି ପାର୍ଲା । ସେଟାର୍ ପାଇ ତାର୍ବାଟେ ତିରିଆଇ ଦେକି,
10 तो बड़ी आवाज़ से कहा कि, “अपने पाँव के बल सीधा खड़ा हो पस, वो उछल कर चलने फिरने लगा।”
୧୦ଆଉଲିଅଇ କଇଲା, “ମଇତର୍ ପାଦ୍ ମାଣ୍ଡିକରି, ସିଦା ଟିଆ ଅ!” ସେ ଲକ୍ ଡେଗଇ କରି ଚାରିବେଟ୍ତି ଇଣ୍ଡ୍ବାର୍ ଦାର୍ଲା ।
11 लोगों ने पौलुस का ये काम देखकर लुकाउनिया की बोली में बुलन्द आवाज़ से कहा “कि आदमियों की सूरत में देवता उतर कर हमारे पास आए हैं
୧୧ତେଇ ରୁଣ୍ଡ୍ଲା ଲକ୍ମନ୍ ପାଉଲର୍ କାମ୍ ଦେକି ତାକର୍ ଲୁକାନିଆ ବାସାଇ ସାର୍ଦା ଅଇ ଆଉଲିଅଇବାର୍ ଦାର୍ଲାଇ । “ଦେକା, ଏ ଲକ୍ମନ୍ ସତଇସେ ଦେବ୍ତା ଅଇରଇବାଇ । ନିଜେ ମନସ୍ ରୁପ୍ ଦାରି ଉତ୍ରି ଆଇଲାଇ ଆଚତ୍ ।”
12 और उन्होंने बरनबास को ज़ियूस कहा, और पौलुस को हरमेस इसलिए कि ये कलाम करने में सबक़त रखता था।
୧୨ସେମନ୍ ବର୍ନବାକେ ଜିଅସ୍ ବଲି ଜେ କି ତାକର୍ ମୁକିଅ ଦେବ୍ତା ରଇଲା, ଆରି ପାଉଲ୍କେ ଏରମିସ୍ ବଲି ନାମ୍ଲାଇ । ଏରମିସ୍ କାଇକେବଇଲେ ସେ ବେସି କାତା ଅଇତେରଇଲା ।
13 और ज़ियूस कि उस मन्दिर का पुजारी जो उनके शहर के सामने था, बैल और फ़ूलों के हार फाटक पर लाकर लोगों के साथ क़ुर्बानी करना चहता था।”
୧୩ଗଡ୍ ବାଇରର୍ ମୁଆଟେ ରଇଲା ଜିଅସ୍ ମନ୍ଦିରର୍ ପୁଜାରି, ଦୁଆର୍ ଲଗେ କେତେଟା ପୁଲ୍ ମାଲା ପିନ୍ଦାଇକରି, କେତେଟା ସଣ୍ଡମନ୍କେ ଆନ୍ଲା । କାଇକେବଇଲେ ସେ ଆରି ସିତି ରୁଣ୍ଡ୍ଲା ଲକ୍ମନ୍ ପେରିତ୍ ସିସ୍ମନର୍ ପାଇ ବଲଦ୍ମନ୍କେ ବିରୁ କର୍ବାକେ ମନ୍ କରିରଇଲାଇ ।
14 जब बरनबास और पौलुस रसूलों ने ये सुना तो अपने कपड़े फाड़ कर लोगों में जा कूदे, और पुकार पुकार कर।
୧୪ସେମନ୍ ଜନ୍ କାମ୍ କର୍ବାକେ ଜାଇରଇଲାଇ, ବର୍ନବା ଆରି ପାଉଲ୍ ସେଟା ସୁନ୍ଲା ଦାପ୍ରେ, ନିଜର୍ ବସ୍ତର୍ ଚିରିପାକାଇଲାଇ, ଲକ୍ମନର୍ ବିତ୍ରେ ପାଲାଇଜାଇ ଆଉଲିଅଇ କରି କଇଲାଇ,
15 कहने लगे, लोगो तुम ये क्या करते हो? हम भी तुम्हारी हम तबी'अत इंसान हैं और तुम्हें ख़ुशख़बरी सुनाते हैं ताकि इन बातिल चीज़ों से किनारा करके ज़िन्दा ख़ुदा की तरफ़ फिरो, जिस ने आसमान और ज़मीन और समुन्दर और जो कुछ उन में है, पैदा किया।
୧୫“ଏ ଲକ୍ମନ୍ ତମେ କାଇକେ ଏଟା କଲାସ୍ନି? ଆମେ ତମର୍ ପାରା ଲକ୍ ସେ । ତମ୍କେ ସୁବ୍ କବର୍ ଜାନାଇବାକେ ଆଇଲୁଆଚୁ । ଆରି ଏ ଚୁଚାଇ ରଇବା ପୁତ୍ଲାମନ୍କେ ପୁଜା କର୍ବାଟା ଚାଡିକରି, ଜିବନ୍ ରଇବା ପର୍ମେସର୍କେ ଉପାସନା କରା ବଲି, କଇବାକେ ଆସିଆଚୁ । ଏ ପର୍ମେସର୍ ସରଗ୍, ଦର୍ତନି, ସମ୍ଦୁର୍ ଆରି ତାର୍ ବିତ୍ରେ ରଇବା ସବୁ ବିସଇ ତିଆର୍ କଲାଆଚେ ।
16 उस ने अगले ज़माने में सब क़ौमों को अपनी अपनी राह पर चलने दिया।
୧୬ପୁର୍ବେ ନିଜେ ମନ୍କରି ନିଜର୍ ବାଟେ ଜିବାକେ, ପରମେସର୍ ଲକ୍ମନ୍କେ ଚାଡିଦେଇ ରଇଲା ।
17 तोभी उस ने अपने आप को बेगवाह न छोड़ा। चुनाँचे, उस ने महरबानियाँ कीं और आसमान से तुम्हारे लिए पानी बरसाया और बड़ी बड़ी पैदावार के मौसम अता' किए और तुम्हारे दिलों को ख़ुराक और ख़ुशी से भर दिया।
୧୭ମାତର୍ ତାକର୍ ସବୁ ନିମାନ୍ କାମେଅନି ସେ ସବୁବେଲାଇ ଚିନ୍ ଦେକାଇଆଚେ; ସେ ଆକାସେଅନି ପାନି ଆରି ସମାନ୍ ବେଲାଇ କାଦି ପାଚାଇସି, ବେସି କାଦି ଜାଗାଇସି ଆରି ସାର୍ଦା ସଙ୍ଗ୍ ତମର୍ ମନ୍ ପୁରୁନ୍ ଅଇଜାଇସି ।”
18 ये बातें कहकर भी लोगों को मुश्किल से रोका कि उन के लिए क़ुर्बानी न करें।
୧୮ଏତ୍କି କଇଲେ ମିସା, ପାଉଲ୍ ଆରି ବର୍ନବାର୍ପାଇ ବଲି ଦେବାର୍ ଆଚେଆକା ବଲି କଇଲାଇ ।
19 फिर कुछ यहूदी अन्ताकिया और इकुनियुम से आए और लोगों को अपनी तरफ़ करके पौलुस पर पथराव किया और उसको मुर्दा समझकर शहर के बाहर घसीट ले गए।
୧୯ପଚେ ପିସିକିଆର୍ ଆନ୍ଟିଅକ ଆରି ଇକନିୟଅନି କେତେଟା ଜିଉଦିମନ୍ ଆଇଲାଇ । ସେମନ୍ ଲକ୍ମନ୍କେ ସୁତ୍ରାଇକରି ତାକର୍ବାଟେ ନେଲାଇ । ପାଉଲ୍କେ ପାକ୍ନାମାରାଇଲାଇ ଆରି ତାକେ ମଲାବଲି ବାବି ଗଡ୍ ବାଇରେ ଅର୍ଗଡି ଜିକିନେଲାଇ ।
20 मगर जब शागिर्द उसके आस पास आ खड़े हुए, तो वो उठ कर शहर में आया, और दूसरे दिन बरनबास के साथ दिरबे शहर को चला गया।
୨୦ମାତର୍ ବିସ୍ବାସିମନ୍ ଆସି ତାର୍ ଚାରିବେଟ୍ତି ଟିଆଅଇଲାକେ, ସେ ଉଟିକରି ତାକର୍ ସଙ୍ଗ୍ ଗଡ୍ ବିତ୍ରେ ବାଅଡ୍ଲା । ତାର୍ ଆର୍କର୍ ଦିନେ ସେ ଆରି ବର୍ନବା ଲୁସ୍ରା ଚାଡି ଦର୍ବିଏ ଗାଲାଇ ।
21 और वो उस शहर में ख़ुशख़बरी सुना कर और बहुत से शागिर्द करके लुस्तरा और इकुनियुम और अन्ताकिया को वापस आए।
୨୧ପାଉଲ୍ ଆରି ବରନ୍ବା ଦର୍ବିତେଇ ସୁବ୍ କବର୍ ଜାନାଇକରି ବେସି ଲକ୍ମନ୍କେ ସିସ୍କଲାଇ । ତାର୍ ପଚେ ସେମନ୍ ଲୁସ୍ତାରା, ଦର୍ବି, ଇକନିଅ ଆରି ପିସିଦିଆର୍ ଆନ୍ଟିଅକିତେଇ ବାଉଡି ଗାଲାଇ ।
22 और शागिर्दों के दिलों को मज़बूत करते, और ये नसीहत देते थे, कि ईमान पर क़ाईम रहो और कहते थे “ज़रूर है कि हम बहुत मुसीबतें सहकर ख़ुदा की बादशाही में दाख़िल हों।”
୨୨ସେମନ୍ ବିସ୍ବାସିମନ୍କେ ବିସ୍ବାସେ ଡାଟ୍ଅଇ ରଇବାକେ ସାର୍ଦା କଲାଇ । ସେମନ୍ ସିକିଆ ଦେଇ କଇଲାଇ, “ପରମେସରର୍ ରାଇଜେ କେଟ୍ବାକେ ଆଲେ ଆମ୍କେ ବେସି ଦୁକ୍କସ୍ଟ ଦେଇ ଜିବାକେ ଅଇସି ।”
23 और उन्होंने हर एक कलीसिया में उनके लिए बुज़ुर्गों को मुक़र्रर किया और रोज़ा रखकर और दुआ करके उन्हें दावन्द के सुपुर्द किया, जिस पर वो ईमान लाए थे।
୨୩ସବୁ ମଣ୍ଡଲିର୍ ପାର୍ଚିନ୍ମନ୍କେ ବାଚ୍ଲାଇ ଆରି ଜନ୍ ମାପ୍ରୁର୍ତେଇ ସେମନ୍ ବିସ୍ବାସ୍ କରି ରଇଲାଇ, ସେମନ୍କେ ପାର୍ତନା ଆରି ଉପାସ୍ ସଙ୍ଗ୍ ସର୍ପାଇଲାଇ ।
24 और पिसदिया मुल्क में से होते हुए पम्फ़ीलिया मुल्क में पहुँचे।
୨୪ପିସିଦିଆ ବାଟ୍ଦେଇ ସେମନ୍ ପପୁଲିଆଇ ଆଇଲାଇ ।
25 और पिरगे में कलाम सुनाकर अत्तलिया को गए।
୨୫ତାର୍ପଚେ ପର୍ଗାଇ କେଟ୍ଲାଇ । ଆରି ମାପ୍ରୁର୍ କାତା ଜାନାଇ ଆତାଲିଆତେଇ ଗାଲାଇ ।
26 और वहाँ से जहाज़ पर उस अन्ताकिया में आए, जहाँ उस काम के लिए जो उन्होंने अब पूरा किया ख़ुदा के फ़ज़ल के सुपुर्द किए गए थे।
୨୬ଆତାଲିଆଇ ସେମନ୍ ପାନିଜାଜେ ଚଗି ଆନ୍ଟିଅକିଅତେଇ ବାଉଡି ଆଇଲାଇ । ଏ ଆନ୍ଟିକିଅର୍ ବିସ୍ବାସିମନ୍ ପାଉଲ୍ ଆରି ବର୍ନବାକେ ପର୍ମେସର୍ଟାନେ ସର୍ପାଇଦେଇକରି ବିନ୍ ଜାଗାମନ୍କେ ମାପ୍ରୁର୍ ବାକିଅ ଜାନାଇବାକେ ପାଟାଇରଇଲାଇ ।
27 वहाँ पहुँचकर उन्होंने कलीसिया को जमा किया और उन के सामने बयान किया कि ख़ुदा ने हमारे ज़रिए क्या कुछ किया और ये कि उस ने ग़ैर क़ौमों के लिए ईमान का दरवाज़ा खोल दिया।
୨୭ସେମନ୍ ଆନ୍ଟିକିଅ କେଟି ମଣ୍ଡଲିର୍ ଲକ୍ମନ୍କେ ରୁଣ୍ଡାଇଲାଇ । ପରମେସର୍ ତାକର୍ଟାନେ କରିରଇବା ସବୁ କାମ୍ ସେମନ୍କେ ଜାନାଇଲାଇ । ଜିଉଦି ନ ଅଇଲା ଲକ୍ମନ୍ ଜିସୁଟାନେ ବିସ୍ବାସ୍ କର୍ବାକେ ପର୍ମେସର୍ କେନ୍ତି ବାଟ୍ ଉଗାଡ୍ଲା, ସେଟା ସବୁଜାକ ସେମନ୍କେ ଜାନାଇଲାଇ ।
28 और वो ईमानदारों के पास मुद्दत तक रहे।
୨୮ପାଉଲ୍ ଆରି ବର୍ନବା ତେଇ ବିସ୍ବାସିମନର୍ ସଙ୍ଗ୍ ବେସି ଦିନ୍ ଜାକ ରଇଲାଇ ।