< कुलुस्सियों 2 >
1 मैं चाहता हूँ कि तुम जान लो कि मैं तुम्हारे लिए किस क़दर जाँफ़िशानी कर रहा हूँ — तुम्हारे लिए, लौदीकिया शहर वालों के लिए और उन तमाम ईमानदारों के लिए भी जिन की मेरे साथ मुलाक़ात नहीं हुई।
୧କାଇକେବଇଲେ ତମର୍ପାଇ, ଲାଉଦିକିଆର୍ ଲକ୍ମନ୍କେ ଆରି ଏବେ ଜେତ୍କି ଲକ୍ ମକେ ନ ଦେକିରଇଲାଇ, ସେ ସବୁଲକର୍ ପାଇ, ମୁଇ କେତେକ୍ କସ୍ଟ କଲିନି, ସେଟା ତମେ ଜାନା ବଲିକରି ମନ୍କଲିନି ।
2 मेरी कोशिश यह है कि उन की दिली हौसला अफ़्ज़ाई की जाए और वह मुहब्बत में एक हो जाएँ, कि उन्हें वह ठोस भरोसा हासिल हो जाए जो पूरी समझ से पैदा होता है। क्यूँकि मैं चाहता हूँ कि वह ख़ुदा का राज़ जान लें। राज़ क्या है? मसीह ख़ुद।
୨ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।
3 उसी में हिक्मत और इल्म — ओ — 'इरफ़ान के तमाम ख़ज़ाने छुपे हैं।
୩ସେ ନିଜେ ଏ କବରର୍ ଅରତ୍ ବୁଜାଇପାର୍ସି । ସେଟା ଗଟେକ୍ ବେସି ମୁଲିଅ ରଇବା ବିସଇ ।
4 ग़रज़ ख़बरदार रहें कि कोई तुमको बज़ाहिर सही और मीठे मीठे अल्फ़ाज़ से धोखा न दे।
୪କେ ମିସା କାତାର୍ ଚାଲାକିସଙ୍ଗ୍ ତମ୍କେ ନ ନାଡାଅତ୍ ବଲି ଆସାକରି ଏଟା ମୁଇ ତମ୍କେ ଲେକ୍ଲିନି । ସେମନ୍ କଇବା କାତା ସତ୍ପାରା ଲାଗ୍ଲେମିସା ନାଡାଇ ଉଆନାଇ ।
5 क्यूँकि गरचे मैं जिस्म के लिहाज़ से हाज़िर नहीं हूँ, लेकिन रूह में मैं तुम्हारे साथ हूँ। और मैं यह देख कर ख़ुश हूँ कि तुम कितनी मुनज़्ज़म ज़िन्दगी गुज़ारते हो, कि तुम्हारा मसीह पर ईमान कितना पुख़्ता है।
୫କାଇକେବଇଲେ ଗାଗଡ୍ ଇସାବେ ମୁଇ ତମର୍ ସଙ୍ଗ୍ ନ ରଇଲେ ମିସା ଆତ୍ମା ଇସାବେ ଆଚି । ତମେ କିରିସ୍ଟକେ ଡାଟ୍ସଙ୍ଗ୍ ବିସ୍ବାସ୍ କଲାଟା ଆରି ଗଟେକ୍ ମନ୍ ଅଇରଇବାଟା ଦେକି ମୁଇ ବେସି ସାର୍ଦା ଅଇଲିନି ।
6 तुमने ईसा मसीह को ख़ुदावन्द के तौर पर क़बूल कर लिया है। अब उस में ज़िन्दगी गुज़ारो।
୬ତେବେ ଜିସୁକିରିସ୍ଟକେ ତମର୍ ମାପ୍ରୁ ଇସାବେ ଜେନ୍ତି ବିସ୍ବାସ୍ କରିଆଚାସ୍, ସେନ୍ତାରି ତାର୍ସଙ୍ଗ୍ ମିସିକରି ରୁଆ ।
7 उस में जड़ पकड़ो, उस पर अपनी ज़िन्दगी तामीर करो, उस ईमान में मज़्बूत रहो जिस की तुमको तालीम दी गई है और शुक्रगुज़ारी से लबरेज़ हो जाओ।
୭କିରିସ୍ଟର୍ ବିସଇ ବିସ୍ବାସ୍ କରିରଇବା କବର୍ ଡାଟ୍ସଙ୍ଗ୍ ଦାରିରୁଆ । ତାର୍ ବିସଇ ଅଦିକ୍ ଅଦିକ୍ ସିକା ଆରି ବିସ୍ବାସେ ଡାଟ୍ ଉଆ । ଜେନ୍ତିକି ତମ୍କେ ସିକାଇଲାପାରା, ପର୍ମେସର୍କେ ଦନିଅବାଦ୍ ଦେଇତେରୁଆ ।
8 होशियार रहो कि कोई तुम को फ़ल्सफ़ियाना और महज़ धोखा देने वाली बातों से अपने जाल में न फँसा ले। ऐसी बातों का सरचश्मा मसीह नहीं बल्कि इंसानी रिवायतें और इस दुनियाँ की ताक़तें हैं।
୮କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ ।
9 क्यूँकि मसीह में ख़ुदाइयत की सारी मा'मूरी मुजस्सिम हो कर सुकूनत करती है।
୯କାଇକେବଇଲେ ନର୍ରୁପ୍ ଦାରିରଇବାବେଲେ ମିସା କିରିସ୍ଟ ପୁରାପୁରୁନ୍ ପର୍ମେସର୍ ରଇଲା ।
10 और तुम को जो मसीह में हैं उस की मामूरी में शरीक कर दिया गया है। वही हर हुक्मरान और इख़्तियार वाले का सर है।
୧୦ଆରି ତମେ ତାର୍ ସଙ୍ଗ୍ ମିସିରଇଲାର୍ପାଇ ଆତ୍ମା ଇସାବେ ପୁରାପୁରୁନ୍ ଅଇଆଚାସ୍ । ବିନ୍ ବିନ୍ ବପୁ ଆରି ଅଦିକାର୍ ଉପ୍ରେ ରଇ, କିରିସ୍ଟର୍ ସାସନ୍ ବଡ୍ ।
11 उस में आते वक़्त तुम्हारा ख़तना भी करवाया गया। लेकिन यह ख़तना इंसानी हाथों से नहीं किया गया बल्कि मसीह के वसीले से। उस वक़्त तुम्हारी पुरानी निस्बत उतार दी गई,
୧୧ତମେ କିରିସ୍ଟ ସଙ୍ଗ୍ ମିସ୍ଲାର୍ପାଇ ସୁନତ୍ ଅଇଲାପାରା ଅଇଆଚାସ୍ । ଜେନ୍ତିକି ତମର୍ ପାପର୍ ଗୁନ୍ଚଲନେ ଅନି ମୁକ୍ଲିଆଚାସ୍ । ଗାଗଡ୍ ଇସାବେ ସୁନତ୍ ଅଇଆଚାସ୍ ବଲି ମୁଇ କଇନାଇ, ମାତର୍ କିରିସ୍ଟସେ ତମର୍ ପାପର୍ ଗୁନ୍ଚଲନେଅନି ମୁକ୍ଲାଇଆଚେ ।
12 तुम को बपतिस्मा दे कर मसीह के साथ दफ़नाया गया और तुम को ईमान से ज़िन्दा कर दिया गया। क्यूँकि तुम ख़ुदा की क़ुदरत पर ईमान लाए थे, उसी क़ुदरत पर जिस ने मसीह को मुर्दों में से ज़िन्दा कर दिया था।
୧୨ତମେ ଜେଡେବେଲେ ଡୁବନ୍ ନେବାକେ ପାନିଟାନେ ବୁଡ୍ଲାସ୍, ସେଟା ତମର୍ ପାପର୍ ଗୁନ୍ଚଲନ୍ କିରିସ୍ଟର୍ ସଙ୍ଗ୍ ମରିକରି ତପିଅଇଲାପାରା ଅଇରଇଲାସ୍ । ପାନିବିତ୍ରେଅନି ବାରଇଲାଟା ନୁଆ ଗୁନ୍ଚଲନ୍ ଦାରି କିରିସ୍ଟର୍ ସଙ୍ଗ୍ ଆରି ତରେକ୍ ଉଟ୍ଲାପାରା ଅଇଲା । ପର୍ମେସର୍ ତାର୍ ବପୁସଙ୍ଗ୍ ମଲାତେଇଅନି ଜିବନ୍କରି କିରିସ୍ଟକେ ଉଟାଇଲା ବଲି ତମେ ବିସ୍ବାସ୍ କଲାର୍ପାଇ ଏଟା ତମ୍କେ ଗଟ୍ଲା ।
13 पहले तुम अपने गुनाहों और नामख़्तून जिस्मानी हालत की वजह से मुर्दा थे, लेकिन अब ख़ुदा ने तुमको मसीह के साथ ज़िन्दा कर दिया है। उस ने हमारे तमाम गुनाहों को मुआफ़ कर दिया है।
୧୩ତମେ ଜିଉଦି ନ ଅଇଲା ଲକ୍ମନ୍ ପର୍ମେସରର୍ ନିୟମ୍ ନ ମାନ୍ଲାର୍ପାଇ ତାର୍ଟାନେଅନି ବେଗ୍ଲି ରଇଲାସ୍ । ଆରି ତମର୍ ପାପର୍ ଗୁନ୍ଚଲନର୍ ବପୁଅନି ମୁକ୍ଲି ନ ରଇଲାସ୍ । ମାତର୍ ପର୍ମେସର୍ କିରିସ୍ଟର୍ ସଙ୍ଗ୍ ଗଟେକ୍ ନୁଆ ଜିବନ୍ କରି ତମ୍କେ ଉଟାଇଆଚେ । ସେ ଆମର୍ ସବୁ ପାପ୍ କେମାକରି ଦେଲାଆଚେ ।
14 और अहकाम की वह दस्तावेज़ जो हमारे ख़िलाफ़ थी उसे उस ने रद्द कर दिया। हाँ, उस ने हम से दूर करके उसे कीलों से सलीब पर जड़ दिया।
୧୪ଆମେ କରିରଇବା ସବୁ ପାପ୍ ଲେକାଅଇରଇବା ଚିଟିପତର୍ ଜନ୍ଟା କି ଆମ୍କେ ଦସିକରିରଇଲା, ସେ ସବୁ ପର୍ମେସର୍ ଲିବାଇଦେଲା । ଲେକ୍ଲାଟାମନ୍ କୁରୁସ୍କାଟେ କୁଟି ମାରି କୁରୁପ୍ନାସ୍ କଲା ।
15 उस ने हुक्मरानों और इख़्तियार वालों से उन का हथियार छीन कर सब के सामने उन की रुस्वाई की। हाँ, मसीह की सलीबी मौत से वह ख़ुदा के क़ैदी बन गए और उन्हें फ़तह के जुलूस में उस के पीछे पीछे चलना पड़ा।
୧୫ସାସନ୍ କରି ଅଦିକାରେ ରଇବା ସବୁ କାରାପ୍ ଆତ୍ମାମନ୍କେ ସେ ଆରାଇଲା । କିରିସ୍ଟ କୁରୁସ୍କାଟେ ମଲାକେ, ସେ ସବୁ ସାସନ୍କାରିଆମନ୍କେ ଆରାଇଲା ବଲି ଦେକାଇଲା ।
16 चुनाँचे कोई तुमको इस वजह से मुजरिम न ठहराए कि तुम क्या क्या खाते — पीते या कौन कौन सी ईदें मनाते हो। इसी तरह कोई तुम्हारी अदालत न करे अगर तुम हक़ की ईद या सबत का दिन नहीं मनाते।
୧୬ତେବର୍ପାଇ ତମର୍ କାଇବା, ପିଇବା, ବିସଇ ଅ କି ତାକର୍ କେତେଟା ପରବ୍ଚନ୍ଦ୍ଟାନେ କି ଉଆଁସ୍ରାତି ବେଲେ କି ବିସ୍ରାମ୍ବାରେ ତମେ ମିସାସ୍ନାଇ, ବଲି କାକେ ବିଚାର୍ କର୍ବାକେ ଦିଆସ୍ନାଇ ।
17 यह चीज़ें तो सिर्फ़ आने वाली हक़ीक़त का साया ही हैं जबकि यह हक़ीक़त ख़ुद मसीह में पाई जाती है।
୧୭ଏ ସବୁ ନିୟମ୍ ପର୍ମେସର୍ ଆମ୍କେ ଦେବିବଲି କାତାଦେଇରଇବା ବିସଇର୍ ଚିନ୍ । ଏ ସବୁ ନିୟମର୍ ଚିନ୍ କିରିସ୍ଟର୍ଟାନେ ପୁରାପୁରୁନ୍ ସିଦ୍ ଅଇସି ।
18 ऐसे लोग तुम को मुजरिम न ठहराएँ जो ज़ाहिरी फ़रोतनी और फ़रिश्तों की इबादत पर इसरार करते हैं। बड़ी तफ़्सील से अपनी रोयाओं में देखी हुई बातें बयान करते करते उन के ग़ैररुहानी ज़हन ख़्वाह — म — ख़्वाह फूल जाते हैं।
୧୮ନିଜ୍କେ ନିଚ୍କରି ସେମନ୍ ଉପାସନା କଲାପାରା ଦୁତ୍ମନ୍କେ ଉପାସନା କର୍ବାକେ, କାକେମିସା ବାଦିଅ କର୍ବାକେ ଦିଆସ୍ନାଇ । ସେନ୍ତାର୍କଲେ ପର୍ମେସର୍ କାତାଦେଇରଇବା ପୁରୁସ୍କାର୍ ତମ୍କେ ନ ମିଲେ । ସେନ୍ତାରି ସିକାଇବା ଗଟେକ୍ଲକ୍, ପର୍ମେସର୍ଟାନେ ଅନି ଦର୍ସନ୍ ଦେକିଆଚି ବଲିକରି ଅଦିକାର୍ ସଙ୍ଗ୍ ସିକାଇଲାନି । ସେ ତାର୍ ଚାଲାକିସଙ୍ଗ୍ ନିଜେ ତିଆର୍କରିରଇବା ବିସଇର୍ ଲାଗି ବଡ୍ପନ୍ ଅଇସି, ମାତର୍ ସତଇସେ ସେନ୍ତାରି ବଡ୍ପନ୍ ଅଇବାକେ କାଇଟାମିସା ନାଇ ।
19 यूँ उन्हों ने मसीह के साथ लगे रहना छोड़ दिया अगरचे वह बदन का सिर है। वही जोड़ों और पट्ठों के ज़रिए पूरे बदन को सहारा दे कर उस के मुख़्तलिफ़ हिस्सों को जोड़ देता है। यूँ पूरा बदन ख़ुदा की मदद से तरक़्क़ी करता जाता है।
୧୯କିରିସ୍ଟର୍ ବିସଇଟାନେ ରଇବା ସତ୍ ସିକିଆ ଚାଡିଦେଲାଇ ଆଚତ୍ । କିରିସ୍ଟ ଜେ କି ଗାଗଡର୍ ମୁଣ୍ଡ୍ ଅଇଆଚେ । ମୁଣ୍ଡ୍ ଜେନ୍ତାର୍କି ଗାଗଡ୍କେ ବାଟ୍ ଦେକାଇସି, ସେନ୍ତାରିସେ ତାର୍ ଲକ୍ମନ୍ ଗଟେକ୍ ଅଇରଇବାକେ କିରିସ୍ଟ ବାଟ୍ ଦେକାଇସି । ଗାଗଡର୍ ସନ୍ଦି ଆରି ଚିର୍ ଗାଗଡ୍କେ ଗଟେକ୍ କରି ସଙ୍ଗଇଲାପାରା । ଆରି ପର୍ମେସର୍ ମନ୍କଲାପାରା ସେଟା ବଡ୍ସି ।
20 तुम तो मसीह के साथ मर कर दुनियाँ की ताक़तों से आज़ाद हो गए हो। अगर ऐसा है तो तुम ज़िन्दगी ऐसे क्यूँ गुज़ारते हो जैसे कि तुम अभी तक इस दुनिया की मिल्कियत हो? तुम क्यूँ इस के अह्काम के ताबे रहते हो?
୨୦ତମେ କିରିସ୍ଟର୍ ସଙ୍ଗ୍ ମଲାର୍ପାଇ ଏ ଜଗତର୍ ସାସନ୍କାରିଆମନର୍ ଟାନେଅନି ମୁକ୍ଲିଆଚାସ୍ । ତେବେ ଏ ଜଗତେ ରଇବା ନିୟମ୍ମନ୍ ଏବେ ଜାକ କାଇକେ ମାନିଆଚାସ୍?
21 मसलन “इसे हाथ न लगाना, वह न चखना, यह न छूना।”
୨୧ଏନ୍ତାରିଟାମନ୍ ଦାରାନାଇ କି କାଆନାଇ କି, ଏନ୍ତାରିଟାମନ୍ ଚିଆନାଇ ମିସା । ଏ ନିୟମ୍ମନ୍ କାଇକେ ମାନିକରି ଆଚାସ୍?
22 इन तमाम चीज़ों का मक़्सद तो यह है कि इस्तेमाल हो कर ख़त्म हो जाएँ। यह सिर्फ़ इंसानी अह्काम और तालीमात हैं।
୨୨ଏ ସବୁଜାକ ନିୟମ୍ ମାନିକରି ଚାଲ୍ଲେ ତମ୍କେ କାଇ ଲଡାକେ ନ ଆସେ । କାଇକେବଇଲେ ସେଟା ଲକ୍ମନ୍ ତିଆର୍କଲାଟା ।
23 बेशक यह अह्काम जो गढ़े हुए मज़्हबी फ़राइज़, नाम — निहाद फ़रोतनी और जिस्म के सख़्त दबाओ का तक़ाज़ा करते हैं हिक्मत पर मुन्हसिर तो लगते हैं, लेकिन यह बेकार हैं और सिर्फ़ जिस्म ही की ख़्वाहिशात पूरी करते हैं।
୨୩ଏ ରକାମର୍ ନିୟମ୍ ବେସି ଗିଆନ୍ ରଇଲାପାରା ଡିସ୍ସି । ବାଦିଅକରି ଦୁତ୍ମନ୍କେ ଉପାସନା କର୍ବାଟାନେ ଆରି ଲକ୍ମନ୍କେ ଦେକାଇଅଇଲା ପାରା ନିଜ୍କେ ନିଚ୍କରି ଆରି ଗାଗଡ୍କେ କସ୍ଟ ଦେବା ବିସଇ ସିକାଇବାଇ । ମାତର୍ ଏ ସବୁ ନିୟମ୍ ଲକ୍ମନର୍ ପାପର୍ ଗୁନ୍ଚଲନ୍ ଜାଗ୍ରତ୍ କରି ସଙ୍ଗଇବାକେ କାଇ ମୁଲିଅ ନ ରଏ ।