< यर्म 52 >
1 जब सिदक़ियाह सल्तनत करने लगा, तो इक्कीस बरस का था; और उसने ग्यारह बरस येरूशलेम में सल्तनत की, और उसकी माँ का नाम हमूतल था जो लिबनाही यरमियाह की बेटी थी।
ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ଥିଲା ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲା; ତାହାର ମାତାର ନାମ ହମୁଟଲ୍, ସେ ଲିବ୍ନା ନିବାସୀ ଯିରିମୀୟଙ୍କ କନ୍ୟା ଥିଲା।
2 और जो कुछ यहूयक़ीम ने किया था, उसी के मुताबिक़ उसने भी ख़ुदावन्द की नज़र में बदी की।
ଆଉ, ସେ ଯିହୋୟାକୀମ୍ର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା।
3 क्यूँकि ख़ुदावन्द के ग़ज़ब की वजह से येरूशलेम और यहूदाह की यह नौबत आई कि आख़िर उसने उनको अपने सामने से दूर ही कर दिया। और सिदक़ियाह शाह — ए — बाबुल से मुन्हरिफ़ हो गया।
କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।
4 और उसकी सल्तनत के नवें बरस के दसवें महीने के दसवें दिन यूँ हुआ कि शाह — ए — बाबुल नबूकदनज़र ने अपनी सारी फ़ौज के साथ येरूशलेम पर चढ़ाई की, और उसके सामने खैमाज़न हुआ और उन्होंने उसके सामने हिसार बनाए।
ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
5 और सिदक़ियाह बादशाह की सल्तनत के ग्यारहवें बरस तक शहर का घिराव रहा।
ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।
6 चौथे महीने के नवें दिन से शहर में काल ऐसा सख़्त हो गया कि मुल्क के लोगों के लिए ख़ुराक न रही।
ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ।
7 तब शहरपनाह में रख़ना हो गया, और दोनों दीवारों के बीच जो फाटक शाही बाग़ के बराबर था, उससे सब जंगी मर्द रात ही रात भाग गए इस वक़्त कसदी शहर को घेरे हुए थे और वीराने की राह ली।
ତେବେ, ନଗରରେ ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଥିଲେ; ପୁଣି, ଲୋକମାନେ ଆରବା ପଥ ଦେଇ ଚାଲିଗଲେ।
8 लेकिन कसदियों की फ़ौज ने बादशाह का पीछा किया, और उसे यरीहू के मैदान में जा लिया, और उसका सारा लश्कर उसके पास से तितर — बितर हो गया था।
ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ।
9 तब वह बादशाह को पकड़ कर रिब्ला में शाह — ए — बाबुल के पास हमात के 'इलाक़े में ले गए, और उसने सिदक़ियाह पर फ़तवा दिया।
ତହୁଁ ସେମାନେ ରାଜାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ଡାଜ୍ଞା କଲା।
10 और शाह — ए — बाबुल ने सिदक़ियाह के बेटों को उसकी आँखों के सामने ज़बह किया, और यहूदाह के सब हाकिम को भी रिब्ला में क़त्ल किया।
ଆଉ, ବାବିଲର ରାଜା ସିଦିକୀୟର ପୁତ୍ରମାନଙ୍କୁ ତାହାର ସାକ୍ଷାତରେ ବଧ କଲା; ସେ ଯିହୁଦାର ଅଧିପତି ସମସ୍ତଙ୍କୁ ହିଁ ରିବ୍ଲାରେ ବଧ କଲା।
11 और उसने सिदक़ियाह की आँखें निकाल डालीं, और शाह — ए — बाबुल उसको ज़ंजीरों से जकड़ कर बाबुल को ले गया, और उसके मरने के दिन तक उसे क़ैदख़ाने में रख्खा।
ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା।
12 और शाह — ए — बाबुल नबूकदनज़र के 'अहद के उन्नीसवें बरस के पाँचवें महीने के दसवें दिन जिलौदारों का सरदार नबूज़रादान, जो शाह — ए — बाबुल के सामने में खड़ा रहता था, येरूशलेम में आया।
ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ରାଜାଙ୍କ ରାଜତ୍ଵର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ଡାୟମାନ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।
13 उसने ख़ुदावन्द का घर और बादशाह का महल और येरूशलेम के सब घर, या'नी हर एक बड़ा घर आग से जला दिया।
ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
14 और कसदियों के सारे लश्कर ने जो जिलौदारों के सरदार के हमराह था, येरूशलेम की फ़सील को चारों तरफ़ से गिरा दिया।
ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।
15 और बाक़ी लोगों और मोहताजों को जो शहर में रह गए थे, और उनको जिन्होंने अपनों को छोड़कर शाह — ए — बाबुल की पनाह ली थी, और 'अवाम में से जितने बाक़ी रह गए थे, उन सबको नबूज़रादान जिलौदारों का सरदार ग़ुलाम करके ले गया।
ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଲୋକମାନଙ୍କ ମଧ୍ୟରୁ ନିତାନ୍ତ ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।
16 लेकिन जिलौदारों के सरदार नबूज़रादान ने मुल्क के कंगालों को रहने दिया, ताकि खेती और ताकिस्तानों की बागबानी करें।
ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।
17 और पीतल के उन सुतूनों को जो ख़ुदावन्द के घर में थे, और कुर्सियों को और पीतल के बड़े हौज़ को, जो ख़ुदावन्द के घर में था, कसदियों ने तोड़कर टुकड़े टुकड़े किया और उनका सब पीतल बाबुल को ले गए।
ପୁଣି, କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ।
18 और देगें और बेल्चे और गुलगीर और लगन और चमचे और पीतल के तमाम बर्तन, जो वहाँ काम आते थे, ले गए।
ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
19 और बासन और अंगेठियाँ और लगन और देगें और शमा'दान और चमचे और प्याले ग़र्ज़ जो सोने के थे उनके सोने को, और जो चाँदी के थे उनकी चाँदी को जिलौदारों का सरदार ले गया।
ପ୍ରହରୀବର୍ଗର ସେନାପତି ତାଟିଆ, ଅଙ୍ଗାରଧାନୀ, କୁଣ୍ଡ, ହାଣ୍ଡି, ଦୀପବୃକ୍ଷ, ଚମସ ଓ ପାତ୍ରସବୁ, ଯାହା ସୁନାର ଥିଲା, ତାହା ସୁନା କରି ଓ ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।
20 वह दो सुतून और वह बड़ा हौज़ और वह पीतल के बारह बैल जो कुर्सियों के नीचे थे, जिनको सुलेमान बादशाह ने ख़ुदावन्द के घर के लिए बनाया था; इन सब चीज़ों के पीतल का वज़्न बेहिसाब था।
ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ୱାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହି ସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।
21 हर सुतून अट्ठारह हाथ ऊँचा था, और बारह हाथ का सूत उसके चारों तरफ़ आता था, और वह चार ऊंगल मोटा था; यह खोखला था।
ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠର ହାତ ଓ ପରିଧି ବାର ହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା।
22 और उसके ऊपर पीतल का एक ताज था, और वह ताज पाँच हाथ बुलन्द था, उस ताज पर चारों तरफ़ जालियाँ और अनार की कलियाँ, सब पीतल की बनी हुई थीं, और दूसरे सुतून के लवाज़िम भी जाली के साथ इन्हीं की तरह थे।
ଆଉ, ତହିଁର ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ସେହି ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ମୁଣ୍ଡାଳିର ଉପରେ ଚତୁର୍ଦ୍ଦିଗରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ସେସବୁ ପିତ୍ତଳମୟ ଥିଲା; ଆଉ, ଦ୍ୱିତୀୟ ସ୍ତମ୍ଭର ମଧ୍ୟ ଏହି ପ୍ରକାର ଆକାର ଓ ଡାଳିମ୍ବ ଥିଲା।
23 और चारों हवाओं के रुख़ अनार की कलियाँ छियानवे थीं, और चारों तरफ़ जालियों पर एक सौ थीं।
ପାର୍ଶ୍ୱରେ ଛୟାନବେ ଡାଳିମ୍ବ ଥିଲା; ଜାଲିକର୍ମର ଉପରେ ଚାରିଆଡ଼େ ଏକ ଶତ ଡାଳିମ୍ବାକୃତି ଥିଲା।
24 और जिलौदारों के सरदार ने सिरायाह सरदार काहिन को, और काहिन — ए — सानी सफ़नियाह को, और तीनों दरबानों को पकड़ लिया;
ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା।
25 और उसने शहर में से एक सरदार को पकड़ लिया जो जंगी मर्दों पर मुक़र्रर था, और जो लोग बादशाह के सामने हाज़िर रहते थे, उनमें से सात आदमियों को जो शहर में मिले; और लश्कर के सरदार के मुहर्रिर को जो अहल — ए — मुल्क की मौजूदात लेता था; और मुल्क के आदमियों में से साठ आदमियों को जो शहर में मिले।
ଆଉ, ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ଜଣ ଅଧ୍ୟକ୍ଷଙ୍କୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ସାତଜଣକୁ ଓ ଦେଶର ଲୋକଗଣନାକାରୀ ସେନାପତିର ଲେଖକଙ୍କୁ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକକୁ ଧରିଲା।
26 इनको जिलौदारों का सरदार नबूज़रादान पकड़कर शाह — ए — बाबुल के सामने रिब्ला में ले गया।
ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲା।
27 और शाह — ए — बाबुल ने हमात के 'इलाक़े के रिब्ला में इनको क़त्ल किया। इसलिए यहूदाह अपने मुल्क से ग़ुलाम होकर चला गया।
ତହିଁରେ ବାବିଲର ରାଜା ହମାତ୍ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।
28 यह वह लोग हैं जिनको नबूकदनज़र ग़ुलाम करके ले गया: सातवें बरस में तीन हज़ार तेईस यहूदी,
ନବୂଖଦ୍ନିତ୍ସର ଯେଉଁମାନଙ୍କୁ ବନ୍ଦୀ କରି ନେଇଗଲା, ସେହି ଲୋକମାନଙ୍କର ସଂଖ୍ୟା ଏହି; ସପ୍ତମ ବର୍ଷରେ ତିନି ସହସ୍ର ତେଇଶ ଜଣ ଯିହୁଦୀ ଲୋକ;
29 नबूकदनज़र के अट्ठारहवें बरस में वह येरूशलेम के बाशिन्दों में से आठ सौ बत्तीस आदमी ग़ुलाम करके ले गया,
ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା;
30 नबूकदनज़र के तेईसवें बरस में जिलौदारों का सरदार नबूज़रादान सात सौ पैंतालीस आदमी यहूदियों में से पकड़कर ले गया; यह सब आदमी चार हज़ार छ: सौ थे।
ନବୂଖଦ୍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼ ଶତ ଲୋକ ଥିଲେ।
31 और यहूयाकीन शाह — ए — यहूदाह की ग़ुलामी के सैतीसवें बरस के बारहवें महीने के पच्चीसवें दिन यूँ हुआ, कि शाह — ए — बाबुल ईवील मरूदक ने अपनी सल्तनत के पहले साल यहूयाकीन शाह — ए — यहूदाह को क़ैदख़ाने से निकालकर सरफ़राज़ किया;
ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍ର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍-ମରୋଦକ୍ ଆପଣା ରାଜତ୍ଵର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;
32 और उसके साथ मेहरबानी से बातें कीं, और उसकी कुर्सी उन सब बादशाहों की कुर्सियों से जो उसके साथ बाबुल में थे, बुलन्द की।
ଆଉ, ସେ ତାହାକୁ ପ୍ରୀତିବାକ୍ୟ କହିଲା ଓ ତାହା ସଙ୍ଗେ ବାବିଲରେ ଥିବା ରାଜାମାନଙ୍କର ଆସନଠାରୁ ତାହାର ଆସନ ଉଚ୍ଚରେ ସ୍ଥାପନ କଲା,
33 वह अपने क़ैदख़ाने के कपड़े बदलकर उम्र भर बराबर उसके सामने खाना खाता रहा।
ଆଉ ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲା।
34 और उसकी उम्र भर, या'नी मरने तक शाह — ए — बाबुल की तरफ़ से वज़ीफ़े के तौर पर हर रोज़ रसद मिलती रही।
ପୁଣି, ତାହାର ଦିନାତିପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା।