< लूका 15 >
1 सब महसूल लेनेवाले और गुनहगार उसके पास आते थे ताकि उसकी बातें सुनें।
୧ଦିନେକ୍ ଜିସୁ କଇବା କାତା ସୁନ୍ବାକେ ସିସ୍ତୁ ମାଙ୍ଗ୍ବା ଲକ୍ମନ୍ ଆରି ଏନ୍ତି ବେସି ପାପିଲକ୍ମନ୍ ତାର୍ ଲଗେ ଆଇତେ ରଇଲାଇ ।
2 और उलमा और फ़रीसी बुदबुदाकर कहने लगे, “ये आदमी गुनाहगारों से मिलता और उनके साथ खाना खाता है।”
୨ତେଇ ପାରୁସି ଲକ୍ମନ୍ ଆରି ନିୟମ୍ ସିକାଇ ଦେବା ଲକ୍ମନ୍, ଏଟା ଦେକି ତାର୍ ବିରଦେ ଏନ୍ତି କଇବାର୍ ବସ୍ଲାଇ । “ଏ ଲକ୍କେ ଦେକା, ସେ ପାପି ଲକ୍ମନର୍ ସଙ୍ଗ୍ ମଇତର୍ ପାରା ଅଇ ତାକର୍ ସଙ୍ଗ୍ ମିସ୍ତେ କାଇଲାନି ।”
3 उसने उनसे ये मिसाल कही,
୩ସେଟାର୍ ପାଇ ଜିସୁ ସେମନ୍କେ ଏ ଉଦାଅରନ୍ କଇଲା ।
4 “तुम में से कौन है जिसकी सौ भेड़ें हों, और उनमें से एक गुम हो जाए तो निनानवें को जंगल में छोड़कर उस खोई हुई को जब तक मिल न जाए ढूँडता न रहेगा?
୪“ଜଦି ତମର୍ ବିତ୍ରେ ଗଟେକ୍ ଲକର୍ ସଏଟା ମେଣ୍ଡା ରଇସି ଆରି ସେ ବିତ୍ରେଅନି ଗଟେକ୍ ଆଜିଜାଇସି ବଇଲେ ତମେ କାଇଟା କର୍ସା? ସେ ନବେ ନଅଟା ମେଣ୍ଡାମନ୍କେ ଚାରତ୍ବଲି ଚାଡିଦେଇ, ଆଜିଗାଲା ଗଟେକ୍ ମେଣ୍ଡା ମିଲ୍ବାଜାକ ନ କଜାସ୍ କି?
5 फिर मिल जाती है तो वो ख़ुश होकर उसे कन्धे पर उठा लेता है,
୫ଆରି ଜେଡେବଲ୍ ସେ ମେଣ୍ଡା ମିଲାଇସି, ବେସି ସାର୍ଦା ଅଇ ମେଣ୍ଡାକେ କନ୍ଦେ ବଇକରି ଗରେ ଦାରିଆଇସା ।
6 और घर पहुँचकर दोस्तों और पड़ोसियों को बुलाता और कहता है, 'मेरे साथ ख़ुशी करो, क्यूँकि मेरी खोई हुई भेड़ मिल गई।
୬ତମେ ଗରେ କେଟ୍ଲା ପଚେ, ତମର୍ ମଇତର୍ମନ୍କେ ଆରି ଗର୍ ଲଗର୍ ଲକ୍କେ ଡାକିକରି ‘ମର ସଙ୍ଗ୍ ସାର୍ଦା କରା, କାଇକେବଇଲେ ମର୍ ଆଜିଗାଲା ମେଣ୍ଡା ମିଲ୍ଲା’ ବଲି କଇସା ।
7 मैं तुम से कहता हूँ कि इसी तरह निनानवें, रास्तबाज़ों की निस्बत जो तौबा की हाजत नहीं रखते, एक तौबा करने वाले गुनहगार के बा'इस आसमान पर ज़्यादा ख़ुशी होगी।”
୭ସେନ୍ତାରି ମୁଇ ତମ୍କେ କଇଲିନି, ‘ଆମେ ପାପି ଲକ୍ମନ୍ ନଉଁ’ ବଲି ବାବ୍ତେରଇବା ନବେ ନଅଟା ଦରମ୍ ଲକ୍ମନ୍ ରଇଲେମିସା ଗଟେକ୍ ପାପି ଲକ୍ ନିଜେ ‘ମୁଇ ଗଟେକ୍ ପାପି’ ବଲି ଏତାଇସି । ପଚେ ମନ୍ବାଦ୍ଲାଇ କରି ପର୍ମେସରର୍ ଲଗେ ଆଇସି । ସେ ନବେ ନଅଟା ଦରମ୍ ଲକ୍ମନର୍ତେଇ ଅନି ଏ ଗଟେକ୍ ଲକର୍ ପାଇ ସର୍ଗେ ଅଦିକ୍ ସାର୍ଦା କର୍ବାଇ ।”
8 “या कौन ऐसी “औरत है जिसके पास दस दिरहम हों और एक खो जाए तो वो चराग़ जलाकर घर में झाडू न दे, और जब तक मिल न जाए कोशिश से ढूँडती न रहे।
୮ଏ କାତା ସୁନାଇ ଦେବାକେ ଜିସୁ ଆରି ଗଟେକ୍ କାତାନି ସେମନ୍କେ କଇଲା, “ଜଦି ଗଟେକ୍ ମାଇଜିର୍ ଦସ୍ଟା ରୁପାଟାଙ୍ଗା ରଇଲା । ତେଇଅନି ଗଟେକ୍ ଅଦ୍ଲି ଆଜିଗାଲେ ସେ କାଇଟା କର୍ସି? ସେ ବତି ଲାଗାଇ ଗୁଲାଇ ଗର୍ ସେଟା ନ ମିଲ୍ବାଜାକ ବାଡାନ୍ ଚୁଡାନ୍ କରି କଜ୍ସି ।
9 और जब मिल जाए तो अपनी दोस्तों और पड़ोसियों को बुलाकर न कहे, 'मेरे साथ ख़ुशी करो, क्यूँकि 'मेरा खोया हुआ दिरहम मिल गया।
୯ଆରି ସେଟା ମିଲ୍ଲା ଦାପ୍ରେ ତାର୍ ମଇତର୍ମନ୍କେ ଆରି ଗର୍ ଲଗେ ରଇଲା ଲକ୍ମନ୍କେ କଇସି ‘ତମେ ମର୍ସଙ୍ଗ୍ ସାର୍ଦା କରା, କାଇକେ ବଇଲେ ଆଜିଗାଲା ରୁପାଅଦ୍ଲି ଡାବୁ ମକେ ମିଲ୍ଲା ଆଚେ’ ।
10 मैं तुम से कहता हूँ कि इसी तरह एक तौबा करनेवाला गुनाहगार के बारे में ख़ुदा के फ़रिश्तों के सामने ख़ुशी होती है।”
୧୦ମୁଇ ତମ୍କେ କଇଲିନି, ସେନ୍ତିସେ ଗଟେକ୍ ପାପି ଲକ୍ ମାପ୍ରୁର୍ତେଇ ମନ୍ବାଦ୍ଲାଇସି ବଇଲେ, ପର୍ମେସରର୍ ଦୁତ୍ମନ୍ ବେସି ସାର୍ଦା କର୍ବାଇ ।”
11 फिर उसने कहा, “किसी शख़्स के दो बेटे थे।
୧୧ଏ କାତା ବୁଜାଇ ଦେବାକେ ଜିସୁ ସେମନ୍କେ ଆରି ଗଟେକ୍ କାତାନି କଇଲା । ଗଟେକ୍ ଲକ୍କେ ଦୁଇଟା ପିଲାମନ୍ ରଇଲାଇ ।
12 उनमें से छोटे ने बाप से कहा, 'ऐ बाप! माल का जो हिस्सा मुझ को पहुँचता है मुझे दे दे। उसने अपना माल — ओ — अस्बाब उन्हें बाँट दिया।
୧୨ଦିନେକ୍ ସାନ୍ ପଅ ତାର୍ ବାବାକେ କଇଲା, “ଏ ବାବା ତର୍ ଦନ୍ ମର୍ବାଗେ ଜେତ୍କି ଅଇସି, ସେଟା ଏବେ ମକେ ଦେଇପାକା ।” ସେଟାର୍ ପାଇ ତାର୍ ବାବା ତାର୍ ଦନ୍ ଦୁଇବାଗ୍ କରି ତାର୍ ପିଲାମନ୍କେ ଦେଲା ।
13 और बहुत दिन न गुज़रे कि छोटा बेटा अपना सब कुछ जमा करके दूर दराज़ मुल्क को रवाना हुआ, और वहाँ अपना माल बदचलनी में उड़ा दिया।
୧୩ଅଲପ୍ ଦିନ୍ ଗାଲା ପଚେ ସାନ୍ ପିଲା ତାର୍ ବାଗର୍ ସବୁ ଦନ୍ ବିକିଦେଇ ମିଲ୍ଲା ଡାବୁ ଟୁଲିଆଇ ଗଟେକ୍ ଦୁର୍ ଦେସେ ଉଟିଗାଲା । ଆରି ତାର୍ ସବୁ ଡାବୁ ନିଜେ ମନ୍କଲା ଇସାବେ କର୍ଚ କଲା ।
14 जब सब ख़र्च कर चुका तो उस मुल्क में सख़्त काल पड़ा, और वो मुहताज होने लगा।
୧୪ତାର୍ଲଗେ ରଇଲା ସବୁ ଡାବୁ ସାରାଇଦେଲା । ପଚେ ସେ ଦେସର୍ ଗୁଲାଇ ବାଟେ ମର୍ଡି ଅଇଲା । ଆରି କାଇଟା ମିସା ଗେନି କାଇବାକେ ତାର୍ଲଗେ ଡାବୁ ନ ରଇଲା ।
15 फिर उस मुल्क के एक बाशिन्दे के वहाँ जा पड़ा। उसने उसको अपने खेत में खिंजीर यनी [सूअवर] चराने भेजा।
୧୫ତେବେ ସେ ଗଡେ ଗଟେକ୍ ଲକର୍ ଗରେ କୁଲି ମିଲ୍ସି କାଇକି ବଲି କାମ୍ କଜ୍ବାର୍ ଗାଲା । ସେ ଲକ୍ ତାକେ ଗୁସ୍ରି ଚାରାଇବା କାମ୍ ଦେଲା ।
16 और उसे आरज़ू थी कि जो फलियाँ खिंजीर यनी [सूअवर] खाते थे उन्हीं से अपना पेट भरे, मगर कोई उसे न देता था।
୧୬ଆରି ତାକେ ବେସି ବୁକ୍ ଲାଗ୍ତେ ରଇଲା । ତାକେ ଗୁସ୍ରିମନର୍ କାଦି କାଇବାକେ ମନ୍ଲାଗ୍ଲା ମାତର୍ ସେ କାଦି ମିସା ଦେଅତ୍ ନାଇ ।
17 फिर उसने होश में आकर कहा, 'मेरे बाप के बहुत से मज़दूरों को इफ़रात से रोटी मिलती है, और मैं यहाँ भूखा मर रहा हूँ।
୧୭ସେବେଲେ ତାକେ ଚେତ୍ନା ଆଇଲାଜେ ସେ ମନେ ମନେ ଏନ୍ତି ବାବ୍ଲା । ମର୍ ବାବାର୍ ଗରେତା କାମ୍ କର୍ବା ଗତିଦାଙ୍ଗ୍ଡାମନର୍ କେତେ କାଦି ଉବ୍ରି ଗାଲାନି । ମାତର୍ ମୁଇ ଇତି ବୁକେ ମରିଜିବିବେ ।
18 मैं उठकर अपने बाप के पास जाऊँगा और उससे कहूँगा, 'ऐ बाप! मैं आसमान का और तेरी नज़र में गुनहगार हुआ।
୧୮ସେଟାର୍ପାଇ ମୁଇ ଏ ଜାଗା ଚାଡିକରି ମର୍ ବାବାର୍ ଲଗେ ବାଉଡି ଜିବି । ଆରି ତାକେ କଇବି, “ଏ ବାବା ମୁଇ ପର୍ମେସର୍ ଆରି ତର୍ ବିରଦେ ପାପ୍ କରିଆଚି ।
19 अब इस लायक़ नहीं रहा कि फिर तेरा बेटा कहलाऊँ। मुझे अपने मज़दूरों जैसा कर ले।”
୧୯ମୁଇ ଆରି ତର୍ ପିଲା ଅଇବାର୍ ଅଦିକାର୍ ନାଇ ଆରି ତର୍ ଗତିଦାଙ୍ଗ୍ଡାମନର୍ ବିତ୍ରେ ଗଟେକ୍ ଗତିଦାଙ୍ଗ୍ଡା ଅଇ ରଇବି” ବଲି କଇବି ।
20 “पस वो उठकर अपने बाप के पास चला। वो अभी दूर ही था कि उसे देखकर उसके बाप को तरस आया, और दौड़कर उसको गले लगा लिया और चूमा।
୨୦ଆରି ସେ ଜାଗା ଚାଡି ବାବାର୍ ଲଗେ ଜିବାକେ ବାରଇଲା । ମାତର୍ ସେ ପିଲା ଦୁରିକେ ରଇଲାବେଲେ ବାବା ତାକେ ଦେକ୍ଲା । ତାକେ ଦେକି ବେସି କଲିକରମ୍ ଅଇ, ତାର୍ ଲଗେ ପାଲାଇ ଆସି ପାଟାଲିକରି ଚୁମ୍ଲା ।
21 बेटे ने उससे कहा, 'ऐ बाप! मैं आसमान का और तेरी नज़र मैं गुनहगार हुआ। अब इस लायक़ नहीं रहा कि फिर तेरा बेटा कहलाऊँ।
୨୧ସେ ପିଲା ତାର୍ ବାବାକେ କଇଲା, “ଏ ବାବା ମୁଇ ପର୍ମେସରର୍ ବିରଦେ ଆରି ତର୍ ବିରଦେ ପାପ୍ କଲିଆଚି ସେଟାର୍ପାଇ ତର୍ ପିଲା ଅଇବାର୍ ମର୍ ଅଦିକାର୍ ନାଇ ।”
22 बाप ने अपने नौकरों से कहा, 'अच्छे से अच्छा लिबास जल्द निकाल कर उसे पहनाओ और उसके हाथ में अँगूठी और पैरों में जूती पहनाओ;
୨୨ମାତର୍ ତାର୍ ବାବା ନିଜର୍ ଗତିଦାଙ୍ଗ୍ଡାମନ୍କେ କଇଲା, “ତମେ ବେଗି ଜାଇକରି ସବୁର୍ଟାନେଅନି ନିମାନ୍ ଚକାପଚିଆ ତାକେ ପିନ୍ଦାଇଦିଆସ୍ । ଆରି ତାର୍ ଆଙ୍ଗ୍ଟି ମୁନ୍ଦି ପିନ୍ଦାଆ । ତାର୍ ଗଡେ ପାଣ୍ଡଇ ପିନ୍ଦାଇଦିଆସ୍ ।”
23 और तैयार किए हुए जानवर को लाकर ज़बह करो, ताकि हम खाकर ख़ुशी मनाएँ।
୨୩ଆରି ତାର୍ ଗତିଦାଙ୍ଗ୍ଡାମନ୍କେ କଇଲା, “ଆମର୍ତେଇ ରଇଲା ସବୁର୍ଟାନେଅନି ଗଟେକ୍ ଗାଗଡ୍ ରଇବା ପସୁ ଆନି ମାରା, ଆରି ଆମେ ସାର୍ଦା ଅଇକରି ବଜି କରୁ ।
24 क्यूँकि मेरा ये बेटा मुर्दा था, अब ज़िन्दा हुआ; खो गया था, अब मिला है। पस वो ख़ुशी मनाने लगे।”
୨୪କାଇକେ ବଇଲେ ମର୍ ପିଲା ମରିଜାଇରଇଲା, ଆରି ଏବେ ଜିବନ୍ ଅଇଲା ଆଚେ । ସେ ଆଜିଜାଇ ରଇଲା ଏବେ ମିଲ୍ଲା ଆଚେ ।” ସେଟାର୍ପାଇ ସେମନ୍ ବଜି କର୍ବାର୍ ବସ୍ଲାଇ ।
25 “लेकिन उसका बड़ा बेटा खेत में था। जब वो आकर घर के नज़दीक पहुँचा, तो गाने बजाने और नाचने की आवाज़ सुनी।
୨୫ସେ ବେଲା ତାର୍ ବଡ୍ ପଅ ତାସ୍ପଦାଇ ରଇଲା । ସେ ବାଉଡି କରି ଗର୍ ଲଗେ ଆଇବା ବେଲାଇ ବାଜାବାଇଦ୍ କରି ନାଟ୍ଗିତ୍ କର୍ବାଟା ସୁନ୍ଲା ।
26 और एक नौकर को बुलाकर मालूम करने लगा, 'ये क्या हो रहा है?'
୨୬ସେ ଗଟେକ୍ ଗତିଦାଙ୍ଗ୍ଡାକେ ଡାକିକରି ପାଚାର୍ଲା, “ଇତି କାଇଟା ଅଇଲାନି?”
27 उसने उससे कहा, 'तेरा भाई आ गया है, और तेरे बाप ने तैयार किया हुआ जानवर ज़बह कराया है, क्यूँकि उसे भला चंगा पाया।
୨୭ଗତିଦାଙ୍ଗ୍ଡା ତାକେ କଇଲା, “ତର୍ ବାଇ ଗରେ ବାଉଡି ଆଇଲା ଆଚେ । ଆରି ତର୍ ବାବା, ତର୍ ବାଇ ଜର୍ଦୁକା ନ ଅଇ ଜିବନ୍ଅଇ ଆଇଲାକେ ଗଟେକ୍ ଗାଗଡ୍ ପସୁକେ ମାର୍ଲା ଆଚେ ।”
28 वो ग़ुस्सा हुआ और अन्दर जाना न चाहा, मगर उसका बाप बाहर जाकर उसे मनाने लगा।
୨୮ଏ କାତା ସୁନି ବଡ୍ ପଅ ବେସି ରିସା ଅଇଗାଲା । ସେ ଗର୍ ବିତ୍ରେ ପୁରେ ମିସା ନାଇ । ମାତର୍ ତାର୍ ବାବା ବଡ୍ ପଅର୍ ଲଗେ ଜାଇ ଗରେ ଜିବାକେ ବୁଜାଇବାର୍ ଦାର୍ଲା ।
29 उसने अपने बाप से जवाब में कहा, 'देख, इतने बरसों से मैं तेरी ख़िदमत करता हूँ और कभी तेरी नाफ़रमानी नहीं की, मगर मुझे तूने कभी एक बकरी का बच्चा भी न दिया कि अपने दोस्तों के साथ ख़ुशी मनाता।
୨୯ମାତର୍ ବଡ୍ ପଅ ତାର୍ ବାବାକେ କଇଲା, “ଦେକ୍, ମୁଇ ଏତେକ୍ ବରସ୍ ଜାକ ଗଟେକ୍ ଗତିଦାଙ୍ଗ୍ଡା ପାରା ତର୍ ସେବା କଲିନି ଆରି ତର୍ କାତା ମାନି କରି ରଇଲି । ତୁଇ ମକେ କାଇଟା ଦେଇଆଚୁସ୍? ମର୍ ମଇତର୍ମନର୍ ସଙ୍ଗ୍ ବଜି କରା ବଲି ଗଟେକ୍ ସାନ୍ଟା ପସୁ ମିସା ଦେଉସ୍ ନାଇ ।
30 लेकिन जब तेरा ये बेटा आया जिसने तेरा माल — ओ — अस्बाब कस्बियों में उड़ा दिया, तो उसके लिए तूने तैयार किया हुआ जानवर ज़बह कराया है'।
୩୦ମାତର୍ ତର୍ ଏ ସାନ୍ ପଅ ସବୁ ଦନ୍ ଦାରିଜାଇ ବେସିଆମନ୍କେ ଦେଇ ସାରାଇଦେଲା ଆରି ସେ ଗରେ ବାଉଡି ଆଇଲାକେ ତୁଇ ତାର୍ ପାଇ ଗଟେକ୍ ଗାଗଡ୍ଟା ପସୁକେ ମାର୍ଲୁସ୍!”
31 उसने उससे कहा, बेटा, तू तो हमेशा मेरे पास है और जो कुछ मेरा है वो तेरा ही है।
୩୧ସେବେଲେ ତାର୍ ବାବା ବଡ୍ ପଅକେ କଇଲା, “ଏ ନୁନା ତୁଇତା ସବୁ ବେଲା ମର୍ ସଙ୍ଗ୍ ରଇଲୁସ୍ନି ଆରି ମର୍ ଜେତ୍କି ଦନ୍ ଆଚେ ସେଟା ସବୁ ତର୍ଟାସେ ।
32 लेकिन ख़ुशी मनाना और शादमान होना मुनासिब था, क्यूँकि तेरा ये भाई मुर्दा था अब ज़िन्दा हुआ, खोया था अब मिला है'।”
୩୨ମାତର୍ ତର୍ ବାଇ ମରିଜାଇରଇଲା । ଏବେ ସେ ଜିବନ୍ ଅଇଆଚେ ସେ ଆଜିଜାଇରଇଲା ମାତର୍ ଏବେ ମିଲ୍ଲା ଆଚେ । ସେଟାର୍ପାଇ ଆମେ ସାର୍ଦା କର୍ବାର୍ ରଇଲା ।”