< लूका 1 >
1 चूँकि बहुतों ने इस पर कमर बाँधी है कि जो बातें हमारे दरमियान वाक़े' हुईं उनको सिलसिलावार बयान करें।
୧ଏ ତିଅପିଲ୍ ମଆସୟ, ଆମର୍ ବିତ୍ରେ ଜନ୍ ସବୁ ଗଟ୍ନା ଗଟ୍ଲା, ସେସବୁ ଲେକ୍ବାକେ ବେସି ଲକ୍ ଚେସ୍ଟା କଲାଇ ।
2 जैसा कि उन्होंने जो शुरू' से ख़ुद देखने वाले और कलाम के ख़ादिम थे उनको हम तक पहुँचाया।
୨ଆରାମ୍ ଅଇଲା ମୁଲେ, ଜେଜେ ଏ ସବୁ ଦେକିରଇଲାଇ ଆରି ସୁବ୍ କବର୍ ବିନ୍ ଲକ୍ମନ୍କେ ଜାନାଇଲାଇ, ସେମନ୍ ଆମ୍କେ କଇଲା ଇସାବେ ଲେକ୍ଲାଇ ।
3 इसलिए ऐ मु'अज़्ज़िज़ थियुफ़िलुस! मैंने भी मुनासिब जाना कि सब बातों का सिलसिला शुरू' से ठीक — ठीक मालूम करके उनको तेरे लिए तरतीब से लिखूँ।
୩ତେବର୍ପାଇ ଏ ମାନନିୟ ତିୟପିଲ୍. ପୁର୍ବେଅନି ଟିକିନିକି କଜ୍ଲଡ୍କରି ତେଇ ସବୁଜାକ ରିତିିନିତି ସଙ୍ଗ୍ ଅଇଲାଟା ତମର୍ପାଇ ମୁଇ ଲେକ୍ବିଆକା ବଲି ମନ୍କଲି ।
4 ताकि जिन बातों की तूने तालीम पाई है उनकी पुख़्तगी तुझे मालूम हो जाए।
୪ଜେନ୍ତି ତୁଇ ସବୁ ବିସଇର୍ ସିକିଆ ପାଇଆଚୁସ୍, ସେ ସିକିଆର୍ ପୁରାପୁରୁନ୍ ସତ୍ ପାଇପାରୁସ୍ ।
5 यहूदिया के बादशाह हेरोदेस के ज़माने में अबिय्याह के फ़रीके में से ज़करियाह नाम एक काहिन था और उसकी बीवी हारून की औलाद में से थी और उसका नाम इलीशिबा 'था।
୫ଜିଉଦା ଦେସର୍ ରାଜା ଏରଦର୍ ବେଲେ, ଅବିୟ ପୁଜାରି ଦଲେ ଜିକରିୟ ନାଉଁର୍ ଗଟେକ୍ ପୁଜାରି ରଇଲା । ତାର୍ ମାଇଜି ଏଲିସାବେତ୍ । ସେ ଆରଣ୍ ବଁସର୍ ରଇଲା ।
6 और वो दोनों ख़ुदा के सामने रास्तबाज़ और ख़ुदावन्द के सब अहकाम — ओ — क़वानीन पर बे — 'ऐब चलने वाले थे।
୬ପର୍ମେସରର୍ ଦେକ୍ବା ଇସାବେ ସେମନ୍ ଦୁଇଲକ୍ ଜାକ ମାପ୍ରୁର୍ ସବୁ ଆଦେସ୍, ବିଦି ଇସାବେ କରତେରଇଲାଇ ।
7 और उनके औलाद न थी क्यूँकि इलीशिबा' बाँझ थी और दोनों उम्र रसीदा थे।
୭ମାତର୍ ସେମନ୍କେ ପିଲାଜିଲା ନ ରଇଲା । କାଇକେ ବଇଲେ ଏଲିସାବେତ୍ ବାଞ୍ଜି ରଇଲା । ଆରି ସେମନ୍ ଡକ୍ରା ଡକ୍ରି ଅଇଜାଇରଇଲାଇ ।
8 जब वो ख़ुदा के हुज़ूर अपने फ़रीके की बारी पर इमामत का काम अन्जाम देता था तो ऐसा हुआ,
୮ଦିନେକ୍ ଜିକରିୟ ନିଜର୍ ଦଲର୍ ପାଲି ଇସାବେ, ଜିଉଦିମନର୍ ମନ୍ଦିରେ ପୁଜାରି କାମ୍ କର୍ବାବେଲେ,
9 कि इमामत के दस्तूर के मुवाफ़िक़ उसके नाम की पर्ची निकली कि ख़ुदावन्द के हुज़ूरी में जाकर ख़ुशबू जलाए।
୯ରିତିନିତି ଇସାବେ ଜିକରିୟର୍ ନାଉଁ କେଡ୍ ପୁଟ୍ଲାଜେ ତାକେ ମାପ୍ରୁର୍ ମନ୍ଦିରେ ଜାଇକରି ବେଦିଟାନେ ଦୁପ୍ ଦେବାକେ ପଡ୍ଲା ।
10 और लोगों की सारी जमा 'अत ख़ुशबू जलाते वक़्त बाहर दुआ कर रही थी।
୧୦ଆରି ଦୁପ୍ ଦେବାବେଲେ ଲକ୍ମନ୍ ବାଇରେ ପାର୍ତନା କର୍ତେ ରଇଲାଇ ।
11 अचानक ख़ुदा का एक फ़रिश्ता ज़ाहिर हुआ जो ख़ुशबू जलाने की क़ुर्बानगाह के दहनी तरफ़ खड़ा हुआ उसको दिखाई दिया।
୧୧ସେଡ୍କିବେଲେ ଏଦେ ଦେକା! ମାପ୍ରୁର୍ ଗଟେକ୍ ଦୁତ୍ ଦୁପ୍ ଦେବା ବେଦିର୍ ଉଜାବାଟେ ଟିଆଅଇ ତାକେ ଦର୍ସନ୍ ଦେଲା ।
12 उसे देख कर ज़करियाह घबराया और बहुत डर गया।
୧୨ଜିକରିୟ ତାକେ ଦେକି କିଲ୍ବିଲ୍ ଅଇ ଡରିଗାଲା ।
13 लेकिन फ़रिश्ते ने उस से कहा, ज़करियाह, मत डर! ख़ुदा ने तेरी दुआ सुन ली है। तेरी बीवी इलीशिबा के बेटा होगा। उस का नाम युहन्ना रखना।
୧୩ମାତର୍ ଦୁତ୍ ତାକେ କଇଲା, “ଜିକରିୟ ଡର୍ନାଇ, କାଇକେବଇଲେ ତମେ ଗୁଆରି କଲାଟା ପର୍ମେସର୍ ସୁନିଆଚେ । ତର୍ ମାଇଜି ଏଲିସାବେତ୍ ଗଟେକ୍ ପିଲା ଜନମ୍ ଦେଇସି । ତମେ ତାକେ ଜଅନ୍ ବଲି ନାଉଁ ଦିଆସ୍ ।
14 वह न सिर्फ़ तेरे लिए ख़ुशी और मुसर्रत का बाइस होगा, बल्कि बहुत से लोग उस की पैदाइश पर ख़ुशी मनाएँगे।
୧୪ସେ ତମର୍ ପାଇ ବେସି ସାର୍ଦା ଆନ୍ସି ଆରି କେତେ କେତେ ଲକ୍ମନ୍ ତାର୍ ଜନମେ ସାର୍ଦା କର୍ବାଇ ।
15 क्यूँकि वह ख़ुदा के नज़दीक अज़ीम होगा। ज़रूरी है कि वह मय और शराब से परहेज़ करे। वह पैदा होने से पहले ही रूह — उल — क़ुद्दूस से भरपूर होगा।
୧୫ମାପ୍ରୁର୍ ଦେକ୍ବା ଇସାବେ ସେ ଗଟେକ୍ ଡାକ୍ପୁଟା ଲକ୍ ଅଇସି । ସେ ଆମଟ୍ ଅଇଜାଇରଇବା ଅଙ୍ଗୁର୍ ରସ୍ କି ନିସା ଜିନିସ୍ ମୁଲ୍କେ ନ କାଏ ଆରି ମାଆର୍ ଗର୍ବେ ଅନି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇ ଆଇସି ।
16 और इस्राईली क़ौम में से बहुतों को ख़ुदा उन के ख़ुदा के पास वापस लाएगा।
୧୬ଆରି ଇସ୍ରାଏଲ୍ ଲକ୍ମନର୍ ବିତ୍ରେ ଅନି କେତେ କେତେ ଲକ୍ମନ୍କେ ମାପ୍ରୁ ତାର୍ ପର୍ମେସରର୍ ଟାନେ ବାଉଡାଇସି ।
17 वह एलियाह की रूह और क़ुव्वत से ख़ुदावन्द के आगे आगे चलेगा। उस की ख़िदमत से वालिदों के दिल अपने बच्चों की तरफ़ माइल हो जाएँगे और नाफ़रमान लोग रास्तबाज़ों की अक़्लमन्दी की तरफ़ फिरेंगे। यूँ वह इस क़ौम को ख़ुदा के लिए तय्यार करेगा।”
୧୭ସେ ବବିସତ୍ବକ୍ତା ଏଲିୟର୍ ଆତ୍ମାଇ ବପୁଅଇ ପର୍ମେସରର୍ ଆଗ୍ତୁ ଜାଇସି । ବାବାମନର୍ ମନ୍ ପିଲାମନର୍ଟାନେ ବାଉଡାଇସି । ପର୍ମେସରର୍ କାତା ନ ମାନ୍ବା ଲକ୍ମନ୍କେ ଦରମ୍ ଲକ୍ମନ୍ ଚିନ୍ତା କର୍ବା ଟାନେ ବାଉଡାଇସି । ଆରି ପର୍ମେସରର୍ ଲକ୍ମନ୍କେ ତାର୍ ପାଇ ଜାଗ୍ରତ୍ କରାଇସି ।”
18 ज़करियाह ने फ़रिश्ते से पूछा, “मैं किस तरह जानूँ कि यह बात सच है? मैं ख़ुद बूढ़ा हूँ और मेरी बीवी भी उम्र रसीदा है।”
୧୮ତେଇ ଜିକରିୟ ଦୁତ୍କେ କଇଲା, “ତମେ କଇବାଟା ସତ୍ ଅଇସି ବଲି ମୁଇ କେନ୍ତି ଜାନ୍ବି? କାଇକେବଇଲେ ମୁଇତା ଡକ୍ରା ଅଇଗାଲିବେ, ଆରି ମର୍ ମାଇଜି ମିସା ଡକ୍ରି ଅଇଗାଲାନି ।”
19 फ़रिश्ते ने जवाब दिया, “मैं जिब्राईल हूँ जो ख़ुदावन्द के सामने खड़ा रहता हूँ। मुझे इसी मक़्सद के लिए भेजा गया है कि तुझे यह ख़ुशख़बरी सुनाऊँ।
୧୯ଦୁତ୍ ତାକେ କଇଲା “ମୁଇ ଗାବ୍ରିଏଲ୍, ମୁଇ ପର୍ମେସରର୍ ମୁଆଟେ ଟିଆ ଅଇରଇବା ଦୁତ୍, ତମ୍କେ ଏ କବର୍ ଜାନାଇବାକେ ମକେ ପାଟାଇଆଚେ ।
20 लेकिन तूने मेरी बात का यक़ीन नहीं किया इस लिए तू ख़ामोश रहेगा और उस वक़्त तक बोल नहीं सकेगा जब तक तेरे बेटा पैदा न हो। मेरी यह बातें अपने वक़्त पर ही पूरी होंगी।”
୨୦ଦେକ୍, ଏ ସବୁ ନ ଅଇବା ଦିନ୍ ଜାକ ତୁଇ ଗୁଲାଅଇ ରଇସୁ । କାଇକେବଇଲେ ମର୍ ସବୁ ବାକିଅ ସମାନ୍ ବେଲାଇସେ ପୁରାପୁରୁନ୍ ଅଇସି । ସେଟା ସବୁ ତୁଇ ବିସ୍ବାସ୍ କୁରୁସ୍ ନାଇ ।”
21 इस दौरान बाहर के लोग ज़करियाह के इन्तिज़ार में थे। वह हैरान होते जा रहे थे कि उसे वापस आने में क्यूँ इतनी देर हो रही है।
୨୧ଏତ୍କି ଅଇବା ବିତ୍ରେ ଲକ୍ମନ୍ ଜିକରିୟକେ ବାଇରେ ଜାଗିରଇଲାଇ ଆରି ଦେଉଲେ ତାର୍ ଅଲ୍ସମ୍ ଅଇଲାଜେ ସେମନ୍ କାବାଅଇ ଜାଇତେରଇଲାଇ ।
22 आख़िरकार वह बाहर आया, लेकिन वह उन से बात न कर सका। तब उन्हों ने जान लिया कि उस ने ख़ुदा के घर में ख़्वाब देखा है। उस ने हाथों से इशारे तो किए, लेकिन ख़ामोश रहा।
୨୨ମାତର୍ ଜିକରିୟ ବାରଇ ଆସି ଲକ୍ମନର୍ ସଙ୍ଗ୍ କାତାଅଇ ନାପାର୍ଲା, ତେଇ ସେ ଦେଉଲେ ଦର୍ସନ୍ ପାଇଆଚେ ବଲି ଲକ୍ମନ୍ ବୁଜ୍ଲାଇ ଆରି ସେ ଲକ୍ମନ୍କେ ଆତ୍ ସଗିଆ କରି ଜାନାଇବାର୍ ଦାର୍ଲା ଆରି ଗୁଲାଅଇକରି ରଇଲା ।
23 ज़करियाह अपने वक़्त तक ख़ुदा के घर में अपनी ख़िदमत अन्जाम देता रहा, फिर अपने घर वापस चला गया।
୨୩ଜିକରିୟ ତାର୍ ସେବା କର୍ବା ପାଲି ଦିନ୍ ସବୁ ସାର୍ଲା ପଚେ ତାର୍ ଗରେ ଉଟିଗାଲା ।
24 थोड़े दिनों के बाद उस की बीवी इलीशिबा हामिला हो गई और वह पाँच माह तक घर में छुपी रही।
୨୪ଏତ୍କି ଅଇ କେତେକ୍ ଦିନ୍ ଗାଲା ପଚେ ତାର୍ ମାଇଜି ଏଲିସାବେତ୍ ଗାଗ୍ଡେ ଅଇଲା ଆରି ସେ ପାଁଚ୍ ମାସ୍ ଜାକ କାକେ ନ ଜାନାଇ ଗରେସେ ରଇଲା ।
25 उस ने कहा, “ख़ुदावन्द ने मेरे लिए कितना बड़ा काम किया है, क्यूँकि अब उस ने मेरी फ़िक्र की और लोगों के सामने से मेरी रुस्वाई दूर कर दी।”
୨୫ତାର୍ପଚେ ଏଲିସାବେତ୍ କଇଲା, “ଲକ୍ମନର୍ ଜେଞ୍ଜେଟ୍ କର୍ବାଟା ଦୁର୍ କର୍ବାକେ ସାରାସାରି ମକେ ଦୟା କରି ମାପ୍ରୁ ଏନ୍ତାରି କଲାଆଚେ ।”
26 इलीशिबा छः माह से हामिला थी जब ख़ुदा ने जिब्राईल फ़रिश्ते को एक कुँवारी के पास भेजा जो नासरत में रहती थी। नासरत गलील का एक शहर है और कुँवारी का नाम मरियम था।
୨୬ଏଲିସାବେତ୍ ଗାଗ୍ଡେଅଇ ଚ ମାସ୍ ଅଇଲାକେ, ପର୍ମେସର୍ ଗାବ୍ରିଏଲ୍ ଦୁତ୍କେ ଗାଲିଲି ରାଇଜର୍ ନାଜରିତ୍ ନାଉଁର୍ ନଅରେ ଗଟେକ୍ ଦାଙ୍ଗ୍ଡିର୍ ଟାନେ ପାଟାଇଲା ।
27 उस की मंगनी एक मर्द के साथ हो चुकी थी जो दाऊद बादशाह की नस्ल से था और जिस का नाम यूसुफ़ था।
୨୭ସେ ଦାଙ୍ଗ୍ଡିର୍ ନାଉଁ ମରିୟମ୍, ଦାଉଦ୍ ବଁସର୍ ଜସେପ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡା ସଙ୍ଗ୍ ତାର୍ ମାଙ୍ଗ୍ନି ଅଇରଇଲା ।
28 फ़रिश्ते ने उस के पास आ कर कहा, “ऐ ख़ातून जिस पर ख़ुदा का ख़ास फ़ज़ल हुआ है, सलाम! ख़ुदा तेरे साथ है।”
୨୮ଦୁତ୍ ମରିୟମର୍ ଲଗେ ଆସି କଇଲା, “ଏ ନୁନି, ମାପ୍ରୁ ତକେ ଦୟାକଲା ଆଚେ, ଆରି ତର୍ସଙ୍ଗ୍ ଆଚେ ।”
29 मरियम यह सुन कर घबरा गई और सोचा, यह किस तरह का सलाम है?
୨୯ମରିୟମ୍ ସରଗର୍ ଦୁତ୍ କଇଲା ବାକିଅ ସୁନ୍ଲା ଆରି କାଇଟା ବୁଜିନାପାରି ଉଡୁକ୍ ଦୁଡୁକ୍ ଅଇଜାଇକରି, ବାବିବାବି ରଇଲା ।
30 लेकिन फ़रिश्ते ने अपनी बात जारी रखी और कहा, “ऐ मरियम, मत डर, क्यूँकि तुझ पर ख़ुदा का फ़ज़ल हुआ है।
୩୦ଦୁତ୍ ତାକେ କଇଲା, “ମରିୟମ ଡର୍ ନାଇ, ତୁଇ ମାପ୍ରୁର୍ ଦୟା ପାଇଆଚୁସ୍ ।
31 तू हमिला हो कर एक बेटे को पैदा करेगी। तू उस का नाम ईसा (नजात देने वाला) रखना।
୩୧ଦେକ୍ ତୁଇ ଗାଗ୍ଡେ ଅଇ ପିଲା ଗଟେକ୍ ଜନମ୍ କର୍ସୁ ଆରି ତାର୍ ନାଉଁ ଜିସୁ ଦେଇସା ।
32 वह बड़ा होगा और ख़ुदावन्द का बेटा कहलाएगा। ख़ुदा हमारा ख़ुदा उसे उस के बाप दाऊद के तख़्त पर बिठाएगा
୩୨ସେ ଗଟେକ୍ ଡାକ୍ପୁଟା ଲକ୍ ଅଇସି ଆରି ସବୁର୍ ଉପ୍ରେ ରଇବା ପର୍ମେସରର୍ ପଅ ବଲି କଇବାଇ, ସରଗର୍ ମାପ୍ରୁ ତାକେ, ତାର୍ ଆନିଦାଦି ଦାଉଦର୍ ପାରା ରାଜା କରାଇସି ।
33 और वह हमेशा तक इस्राईल पर हुकूमत करेगा। उस की सल्तनत कभी ख़त्म न होगी।” (aiōn )
୩୩ସେ କାଲ୍କାଲ୍ ଜୁଗ୍ଜୁଗ୍ ଇସ୍ରାଏଲ୍ ଲକ୍ମନ୍କେ ସାସନ୍ କର୍ସି । ତାର୍ ରାଇଜ୍ କେବେ ନ ସାରେ ।” (aiōn )
34 मरियम ने फ़रिश्ते से कहा, “यह क्यूँकर हो सकता है? अभी तो मैं कुँवारी हूँ।”
୩୪ମରିୟମ୍ ଦୁତ୍କେ କଇଲା, “ଏଟା କେନ୍ତି ଅଇସି? ମୁଇତା ମୁନୁସ୍କେ ନାଜାନି!”
35 फ़रिश्ते ने जवाब दिया, “रूह — उल — क़ुद्दूस तुझ पर नाज़िल होगा, ख़ुदावन्द की क़ुदरत का साया तुझ पर छा जाएगा। इस लिए यह बच्चा क़ुद्दूस होगा और ख़ुदा का बेटा कहलाएगा।
୩୫ଦୁତ୍ ତାକେ କଇଲା, “ସୁକଲ୍ ଆତ୍ମା ଆସି ତକେ ଡାବି ଅଇସି, ଆରି ସବୁର୍ ଉପ୍ରେ ରଇବା ପର୍ମେସରର୍ ବପୁ ତକେ ଗୁଡିଆଇ ଅଇସି, ତେବର୍ପାଇ ଜେ ଜାତ୍ ଅଇସି, ସେ ସୁକଲ୍ ପର୍ମେସରର୍ ପଅ ବଲି ଡାକ୍ପୁଟା ଅଇସି ।”
36 और देख, तेरी रिश्तेदार इलीशिबा के भी बेटा होगा हालाँकि वह उम्ररसीद है। गरचे उसे बाँझ क़रार दिया गया था, लेकिन वह छः माह से हामिला है।
୩୬ଆରି ଦେକ୍, ତର୍ ଲାଗାର୍ ଲିତାର୍ ଏଲିସାବେତ୍ ମିସା ଡକ୍ରି ବେଲେ ଗାଗ୍ଡେ ଆଚେ, ଜାକେ ଲକ୍ମନ୍ ବାଞ୍ଜି ବଲି କଇତେରଇଲାଇ । ତାକେ ଏବେ ଚ ମାସ୍ ଅଇଲାନି ।
37 क्यूँकि ख़ुदा के नज़दीक कोई काम नामुमकिन नहीं है।”
୩୭କାଇକେବଇଲେ ପର୍ମେସରର୍ଟାନେ କାଇଟା ମିସା ନ ଅଇବା କାମ୍ ନାଇ, ବଲି କଇଲା ।
38 मरियम ने जवाब दिया, “मैं ख़ुदा की ख़िदमत के लिए हाज़िर हूँ। मेरे साथ वैसा ही हो जैसा आप ने कहा है।” इस पर फ़रिश्ता चला गया।
୩୮ତେଇ ମରିୟମ୍ କଇଲା, “ଦେକା, ମୁଇ ଗଟେକ୍ ମାପ୍ରୁର୍ ଦାସି, ତମେ କଇବା ଇସାବେ ମକେ ଅ ।” ତାର୍ପଚେ ଦୁତ୍ ତାର୍ଟାନେଅନି ଉଟିଗାଲା ।
39 उन दिनों में मरियम यहूदिया के पहाड़ी इलाक़े के एक शहर के लिए रवाना हुई। उस ने जल्दी जल्दी सफ़र किया।
୩୯ସେଡ୍କିବେଲେ ମରିୟମ୍ ବାରଇକରି ଜିଉଦା ରାଇଜର୍ ଡଙ୍ଗର୍ ଜାଗାର୍ ଗଟେକ୍ ନଅରେ ଉଟିଗାଲା ।
40 वहाँ पहुँच कर वह ज़करियाह के घर में दाख़िल हुई और इलीशिबा को सलाम किया।
୪୦ତେଇ ଜିକରିୟର୍ ଗରେ ପୁରିକରି ସେ ଏଲିସାବେତ୍କେ ଜୁଆର୍ କଲା ।
41 मरियम का यह सलाम सुन कर इलीशिबा का बच्चा उस के पेट में उछल पड़ा और इलीशिबा ख़ुद रूह — उल — क़ुद्दूस से भर गई।
୪୧ମରିୟମ୍ ଜୁଆର୍କଲାଟା ସୁନ୍ଲା ଦାପ୍ରେ ଏଲିସାବେତର୍ ଗର୍ବେ, ପିଲା ସାର୍ଦା ଅଇ ଡେଗଇଲା ଆରି ଏଲିସାବେତ୍ ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇଲା ।
42 उस ने बुलन्द आवाज़ से कहा, “तू तमाम औरतों में मुबारिक़ है और मुबारिक़ है तेरा बच्चा!
୪୨ଏଲିସାବେତ୍ ଆଉଲି ଅଇକରି କଇଲା, “ତୁଇ ସବୁ ମାଇଜିମନର୍ ବିତ୍ରେ ଅନି କେଡେକ୍ ନିକ କରମର୍ ଲକ୍! ତର୍ ଗରବର୍ ପିଲାର୍ ମିସା କେଡେକ୍ କରମ୍!
43 मैं कौन हूँ कि मेरे ख़ुदावन्द की माँ मेरे पास आई!
୪୩ମୁଇ କେ ଜେ ମର୍ ମାପ୍ରୁର୍ ମାଆ, ମକେ ଦେକ୍ବାର୍ ଆଇଲା ଆଚେ?
44 जैसे ही मैं ने तेरा सलाम सुना बच्चा मेरे पेट में ख़ुशी से उछल पड़ा।
୪୪କାଇକେବଇଲେ, ଦେକ୍, ତୁଇ ଜୁଆର୍କଲାଟା ସୁନ୍ଲା ଦାପ୍ରେ ମର୍ ଗରବର୍ ପିଲା ସାର୍ଦା ଅଇ ଡେଗଇଲା ।
45 तू कितनी मुबारिक़ है, क्यूँकि तू ईमान लाई कि जो कुछ ख़ुदा ने फ़रमाया है वह पूरा होगा।”
୪୫ଜେ ବିସ୍ବାସ୍ କର୍ସି ତାର୍ କେଡେକ୍ ନିମାନ୍ କରମ୍, କାଇକେବଇଲେ ମାପ୍ରୁ ତାକେ ଜାଇଜାଇଟା କୁଆଅଇଲାଆଚେ, ସେ ସବୁଜାକ ଅଇସି ଆକା ।”
46 इस पर मरियम ने कहा, “मेरी जान ख़ुदा की बड़ाई करती है
୪୬ତେଇ ମରିୟମ୍ କଇଲା, “ମର୍ ଜିବନ୍ ମର୍ ମାପ୍ରୁର୍ ମଇମା କଲାନି ।
47 और मेरी रूह मेरे मुन्जी ख़ुदावन्द से बहुत ख़ुश है।
୪୭ଆରି ମର୍ ଆତ୍ମା ମର୍ ରକିଆକାରି ପର୍ମେସରର୍ଟାନେ ସାର୍ଦା କଲାନି ।
48 क्यूँकि उस ने अपनी ख़ादिमा की पस्ती पर नज़र की है। हाँ, अब से तमाम नसलें मुझे मुबारिक़ कहेंगी,
୪୮କାଇକେବଇଲେ ସେ ମର୍ପାରା କାକୁର୍ତିଆନିକେ ନିଜର୍ ଗତିଦାଙ୍ଗ୍ଡି ବଲି ଏତାଇଲା ଆଚେ । ଆରି ଦେକା ଆଜିଅନି କାଲ୍କାଲ୍ ଜୁଗ୍ଜୁଗ୍, ସବୁ ଲକ୍ ମକେ ପର୍ମେସରର୍ ତେଇଅନି ଆସିର୍ବାଦ୍ ମିଲ୍ଲା ଲକ୍ ବଲି କଇବାଇ ।
49 क्यूँकि उस क़ादिर ने मेरे लिए बड़े — बड़े काम किए हैं, और उसका नाम पाक है।
୪୯କାଇକେବଇଲେ ସବୁର୍ଟାନେଅନି ବପୁର୍ ମାପ୍ରୁ, ମର୍ପାଇ କାବାଅଇଜିବା କାମ୍ କଲାଆଚେ, ତାର୍ ନାଉଁ ସୁକଲ୍ ।
50 और ख़ौफ़ रहम उन पर जो उससे डरते हैं, पुश्त — दर — पुश्त रहता है।
୫୦ଆରି ଜନ୍ ଲକ୍ମନ୍ ତାକେ ଡରିକରି ରଇବାଇ, ଜୁଗେ ଜୁଗେ ସେ ସେମନ୍କେ ଦୟା କର୍ସି ।
51 उसने अपने बाज़ू से ज़ोर दिखाया, और जो अपने आपको बड़ा समझते थे उनको तितर बितर किया।
୫୧ସେ ତାର୍ ନିଜର୍ ବପୁର୍ ଆତ୍ ଦେକାଇଆଚେ, ସେ ଆଁକାର୍ ଲକ୍ମନ୍କେ ସେମନର୍ ମନେ ବାବ୍ନା କଲାଟା ଚିନ୍ଚତର୍ କଲା ଆଚେ ।
52 उसने इख़्तियार वालों को तख़्त से गिरा दिया, और पस्तहालों को बुलन्द किया।
୫୨ସେ ବଡ୍ ବଡ୍ ରାଜାମନ୍କେ ସେମନ୍ ରଇବାଟାନେଅନି ଉତ୍ରାଇ ଦେଲା ଆଚେ, ଆରି କାକୁର୍ତିଆମନ୍କେ ଉପ୍ରେ ଉଟାଇ ଆଚେ ।
53 उसने भूखों को अच्छी चीज़ों से सेर कर दिया, और दौलतमन्दों को ख़ाली हाथ लौटा दिया।
୫୩ସେ ବୁକର୍ ଲକ୍ମନ୍କେ ନିକ ନିକ ବିସଇ ଦେଇ ସାର୍ଦା କରାଇ ଆଚେ, ସାଉକାର୍ଲକ୍ମନ୍କେ ଚୁଚା ଆତେ ବାଉଡାଇଦେଇ ଆଚେ ।
54 उसने अपने ख़ादिम इस्राईल को संभाल लिया, ताकि अपनी उस रहमत को याद फ़रमाए।
୫୪ଆମର୍ ଆନିଦାଦିମନ୍କେ ଜନ୍ କାତା ଦେଇରଇଲା, ସେଟା ପୁରାପୁରୁନ୍ କଲା ଆରି ତାର୍ ନିଜର୍ ଚାକର୍ ଇସ୍ରାଏଲର୍ ଉପ୍କାର୍ କରି ଆଚେ ।
55 जो अब्रहाम और उसकी नस्ल पर हमेशा तक रहेगी, जैसा उसने हमारे बाप — दादा से कहा था।” (aiōn )
୫୫ସେ ଅବ୍ରାଆମ୍ ଆରି ତାର୍ ନାତିମନ୍କେ ତାର୍ ଦୟା କାଲ୍କାଲ୍ ଜୁଗ୍ଜୁଗ୍ ଏତାଅତ୍ବଲି ଦେକାଇଲା ଆଚେ ।” (aiōn )
56 और मरियम तीन महीने के क़रीब उसके साथ रहकर अपने घर को लौट गई।
୫୬ଆରି ମରିୟମ୍ ତିନ୍ ମାସ୍ ପାରା ଏଲିସାବେତର୍ ସଙ୍ଗ୍ ରଇ ନିଜର୍ ଗରେ ବାଉଡି ଗାଲା ।
57 और इलीशिबा' के वज़'ए हम्ल का वक़्त आ पहुँचा और उसके बेटा हुआ।
୫୭ପଚେ ଏଲିସାବେତର୍ ଆତ୍ଗଡ୍ ସୁକ୍ ଅଇବା ଦିନ୍ କେଟି ଆଇଲାଜେ, ସେ ଗଟେକ୍ ପିଲା ଜନମ୍ ଦେଲା ।
58 उसके पड़ोसियों और रिश्तेदारों ने ये सुनकर कि ख़ुदावन्द ने उस पर बड़ी रहमत की, उसके साथ ख़ुशी मनाई।
୫୮ଆରି ମାପ୍ରୁଜେ ତାକେ ଦୟା କଲାଆଚେ, ଏଟା ସୁନି ଜିକରିୟର୍ ଲାଗାର୍ଲିତାର୍ ଲକ୍ ଆରି ଗତିଆ କୁଟୁମ୍ ତାକର୍ ସଙ୍ଗ୍ ସାର୍ଦା କର୍ବାର୍ ଦାର୍ଲାଇ ।
59 और आठवें दिन ऐसा हुआ कि वो लड़के का ख़तना करने आए और उसका नाम उसके बाप के नाम पर ज़करियाह रखने लगे।
୫୯ଆଟ୍ ଦିନ୍ ଗାଲାପଚେ ଲକ୍ମନ୍ ପିଲାର୍ ସୁନତ୍ଟାନେ ଆଇଲାଇ ଆରି ତାର୍ ବାବାର୍ ନାଉଁ ଇସାବେ ପିଲାର୍ ନାଉଁ ମିସା ଜିକରିୟ ଦେବାକେ ମନ୍କଲାଇ ।
60 मगर उसकी माँ ने कहा, “नहीं बल्कि उसका नाम युहन्ना रखा जाए।”
୬୦ମାତର୍ ଏଲିସାବେତ୍ କଇଲା, “ନାଇ ତାର୍ ନାଉଁ ଜଅନ ଦିଆ ଅ ।”
61 उन्होंने कहा, “तेरे ख़ानदान में किसी का ये नाम नहीं।”
୬୧ଲକ୍ମନ୍ ତାକେ କଇଲାଇ “ତମର୍ ବଁସ୍ ବିତ୍ରେ ତା ଏନ୍ତାରି ନାଉଁର୍ ଲକ୍ କେ ମିସା ନାଇ ।”
62 और उन्होंने उसके बाप को इशारा किया कि तू उसका नाम क्या रखना चाहता है?
୬୨ତେଇ ସେମନ୍ ପିଲାକେ କାଇ ନାଉଁ ଦେଉଁ ବଲି ମନ୍ କଲୁସ୍ନି? ସେଟା ଜିକରିୟକେ ଆତ୍ ଦେକାଇକରି ପାଚାର୍ବାର୍ ଦାର୍ଲାଇ ।
63 उसने तख़्ती माँग कर ये लिखा, उसका नाम युहन्ना है, और सब ने ता'ज्जुब किया।
୬୩ସେଡ୍କିବେଲେ ଜିକରିୟ ଲକ୍ମନ୍କେ ଗଟେକ୍ ଲେକ୍ବା ପାଟା ମାଙ୍ଗ୍ଲା ଆରି “ଏଦେ ଦେକା! ତାର୍ ନାଉଁ ଜଅନ୍!” ବଲି ଲେକ୍ଲା । ତେଇ ସବୁଲକ୍ କାବା ଅଇଗାଲାଇ ।
64 उसी दम उसका मुँह और ज़बान खुल गई और वो बोलने और ख़ुदा की हम्द करने लगा।
୬୪ସେଡ୍କି ଦାପ୍ରେ ଜିକରିୟର୍ ଟଣ୍ଡ୍ ପୁଟ୍ଲା, ସେ ଆରି ତରେକ୍ କାତା ଅଇ ପର୍ମେସର୍କେ ମଇମା କର୍ବାର୍ ଦାର୍ଲା ।
65 और उनके आसपास के सब रहने वालों पर दहशत छा गई और यहूदिया के तमाम पहाड़ी मुल्क में इन सब बातों की चर्चा फैल गई।
୬୫ତାର୍ ଲଗର୍ ପାକର୍ ଲକ୍ମନ୍ ଡରିଗାଲାଇ, ଆରି ଏସବୁ କାତା ଜିଉଦା ରାଇଜର୍ ଡଙ୍ଗର୍ ଜାଗାର୍ ସବୁ ବାଟର୍ ଲକ୍ମନ୍ କୁଆବଲା ଅଇଲାଇ ।
66 और उनके सब सुनने वालों ने उनको सोच कर दिलों में कहा, “तो ये लड़का कैसा होने वाला है?” क्यूँकि ख़ुदावन्द का हाथ उस पर था।
୬୬ଆରି ସୁନିରଇବା ସବୁ ଲକ୍ମନ୍ କାବା ଅଇକରି, ମନେ ମନେ ବାବ୍ଲାଇ, ତେବେ ଏ ପିଲା କାଇଟା ଅଇସି? କାଇକେବଇଲେ ମାପ୍ରୁର୍ ବପୁ ପିଲାର୍ସଙ୍ଗ୍ ଆଚେ ବଲି ସବୁକେ ଜାନାପଡ୍ଲା ।
67 और उस का बाप ज़करियाह रूह — उल — क़ुद्दूस से भर गया और नबुव्वत की राह से कहने लगा कि:
୬୭ଆରି ଜଅନର୍ ବାବା ଜିକରିୟ ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇ ପର୍ମେସରର୍ କବର୍ କଇବାର୍ ଦାର୍ଲା ।
68 “ख़ुदावन्द इस्राईल के ख़ुदा की हम्द हो क्यूँकि उसने अपनी उम्मत पर तवज्जुह करके उसे छुटकारा दिया।
୬୮“ଆସା ଆମେ ଇସ୍ରାଏଲର୍ ମାପ୍ରୁକେ ଦନିଅବାଦ୍ ଦେଉ କାଇକେବଇଲେ ସେ ତାର୍ ନିଜର୍ ଲକ୍ମନ୍କେ ଦୟାକରି ମୁକ୍ଲାଇସି ।
69 और अपने ख़ादिम दाऊद के घराने में हमारे लिए नजात का सींग निकाला,
୬୯ତାର୍ ନିଜର୍ ଗତିଦାଙ୍ଗ୍ଡା ଦାଉଦର୍ କୁଟୁମେ ଅନି ଆମର୍ ପାଇ ଗଟେକ୍ ବପୁ ସଙ୍ଗର୍ ଉଦାର୍କାରିଆକେ ଦେଲା ଆଚେ ।
70 (जैसा उसने अपने पाक नबियों की ज़बानी कहा था जो कि दुनिया के शुरू' से होते आए है) (aiōn )
୭୦ପୁରବ୍ କାଲେଅନି ସୁକଲ୍ ରଇବା ନିଜର୍ ବବିସତ୍ବକ୍ତାମନର୍ ଟଣ୍ଡେଅନି କାତା ଦେଇ ଜେନ୍ତି କଇରଇଲା, (aiōn )
71 या'नी हम को हमारे दुश्मनों से और सब बुग़्ज़ रखने वालों के हाथ से नजात बख़्शी।
୭୧ସେନ୍ତାରି ଆମ୍କେ ଇନ୍ କର୍ବା ସବୁ ସତ୍ରୁମନର୍ ଟାନେଅନି ମୁକ୍ଲାଇ ଆଚେ ।
72 ताकि हमारे बाप — दादा पर रहम करे और अपने पाक 'अहद को याद फ़रमाए।
୭୨ଜେନ୍ତି ସେ ଆମର୍ ଆନିଦାଦିମନର୍ପାଇ ଦୟା ଦେକାଇଆଚେ, ଆରି ସେମନର୍ ସଙ୍ଗ୍ କରିରଇବା ନିଜର୍ ସୁକଲ୍ ନିୟମ୍ ଏତାଇ ଆଚେ,
73 या'नी उस क़सम को जो उसने हमारे बाप अब्रहाम से खाई थी,
୭୩ଆମର୍ ପୁର୍ବର୍ ବାବା ଅବ୍ରାଆମ୍କେ ଜନ୍ କାତା ଦେଇରଇଲା ।
74 कि वो हमें ये बख़्शिश देगा कि अपने दुश्मनों के हाथ से छूटकर,
୭୪ଆରି ଜେନ୍ତାରିକି ସତ୍ରୁର୍ ଆତେଅନି ଉଦାର୍ ପାଇ ଆଚୁ ।
75 उसके सामने पाकीज़गी और रास्तबाज़ी से उम्र भर बेख़ौफ़ उसकी इबादत करें
୭୫ଜେନ୍ତାରିକି ଆମେ ଜିବନ୍ସାରା ଦରମ୍ ସଙ୍ଗ୍, ସୁକଲ୍ ସଙ୍ଗ୍ ତାର୍ ସେବା କର୍ବାକେ, ଆମ୍କେ ଦୟା କର୍ସି ।
76 और ऐ लड़के तू ख़ुदा ता'ला का नबी कहलाएगा क्यूँकि तू ख़ुदावन्द की राहें तैयार करने को उसके आगे आगे चलेगा,
୭୬ଏ ମର୍ ନୁନା, ତୁଇ ସବୁର୍ ଉପ୍ରେ ରଇବା ପର୍ମେସରର୍ ଗଟେକ୍ ବବିସତ୍ବକ୍ତା ବଲି ଡାକ୍ପୁଟା ଅଇସୁ । ତୁଇ ସେ ପାଟାଇରଇବା ଗଟେକ୍ ଦୁତ୍ପାରା, ତାର୍ପାଇ ବାଟ୍ ତିଆର୍ କର୍ସୁ ।
77 ताकि उसकी उम्मत को नजात का 'इल्म बख़्शे जो उनको गुनाहों की मु'आफ़ी से हासिल हो।
୭୭ପାପ୍ଟାନେଅନି କେମା ପାଇକରି ଜେନ୍ତି କି ଉଦାର୍ ଅଇବାଇ, ସେ କାତା ଜାନାଇବାକେ ଜାଇସୁ ।
78 ये हमारे ख़ुदा की रहमत से होगा; जिसकी वजह से 'आलम — ए — बाला का सूरज हम पर निकलेगा,
୭୮ଆମର୍ ପାଦ୍ ସାନ୍ତିର୍ ବାଟେ ଆନ୍ବାକେ, ଆମର୍ ପର୍ମେସରର୍ ଆଲାଦର୍ ଦୟାର୍ଲାଗି, ଆମର୍ପାଇ ସର୍ଗେଅନି ବେଲ୍ ତାରାସ୍ସି ।
79 ताकि उनको जो अन्धेरे और मौत के साए में बैठे हैं रोशनी बख़्शे, और हमारे क़दमों को सलामती की राह पर डाले।”
୭୯ସେ ପୁରାପୁରୁନ୍ ଆଲାଦର୍ ଦୟାର୍ଲାଗି ମାପ୍ରୁର୍ ଲକ୍ମନ୍କେ, ସେମନର୍ ପାପ୍ଟାନେଅନି ମୁକ୍ଲାଇବା ଗିଆନ୍ ଦେଇସୁ । ତାର୍ ବାଟ୍ ତିଆର୍ କର୍ବାକେ ମୁଲିଆଇସୁ ।”
80 और वो लड़का बढ़ता और रूह में क़ुव्वत पाता गया, और इस्राईल पर ज़ाहिर होने के दिन तक जंगलों में रहा।
୮୦ଆରି ଜଅନ୍ ବଡିକରି ଆତ୍ମାଇ ବପୁ ଅଇଲା ଆରି ଲକ୍ମନର୍ ଟାନେ ଜାନାଇ ନ ଅଇକରି କିନରା ଜାଗାମନ୍କେ ରଇତେ ରଇଲା । ପଚେ ସେ ଇସ୍ରାଏଲର୍ ଲକ୍ମନର୍ଟାନେ ବାକିଅ ସୁନାଇବାର୍ ଦାର୍ଲା ।