< मत्ती 22 >
1 और ईसा फिर उनसे मिसालों में कहने लगा,
୧ଜିସୁ ଆରିତରେକ୍ ଉଦାଅରଣ୍ ଦେଇ ଲକ୍ମନ୍କେ ସିକିଆ ଦେଲା ।
2 “आस्मान की बादशाही उस बादशाह की तरह है जिस ने अपने बेटे की शादी की।
୨ପର୍ମେସରର୍ ସରଗ୍ ରାଇଜ୍ ଏନ୍ତାରି । ତରେକ୍ ଗଟେକ୍ ରାଜା ତାର୍ ପିଲାର୍ପାଇ ବଜି କରାଇଲା ।
3 और अपने नौकरों को भेजा कि बुलाए हुओं को शादी में बुला लाएँ, मगर उन्होंने आना न चाहा।
୩ଜନ୍ ଲକ୍ମନ୍କେ ବିବା ବଜିଟାନେ କବର୍ ଦେଇରଇଲା, ସେମନ୍କେ ଡାକିଆନ୍ବାକେ ଦାଙ୍ଗ୍ଡାମନ୍କେ ପାଟାଇଲା । ମାତର୍ ସେମନ୍ ନିଚ୍ଲାଇ ।
4 फिर उस ने और नौकरों को ये कह कर भेजा, ‘बुलाए हुओं से कहो: देखो, मैंने ज़ियाफ़त तैयार कर ली है, मेरे बैल और मोटे मोटे जानवर ज़बह हो चुके हैं और सब कुछ तैयार है; शादी में आओ।’
୪ବିବାଟାନେ ଗାଗଡ୍ ଚେଲିମନ୍କେ ମାରି ବଜି ଅଇଲା ଆଚେ । ଦାପ୍ରେ ଆସା ବଲି ରାଜା ଆରି ତରେକ୍ ବିନ୍ ଦାଙ୍ଗ୍ଡାମନ୍କେ କଇପାଟାଇଲା ।
5 मगर वो बे परवाई करके चल दिए; कोई अपने खेत को, कोई अपनी सौदागरी को।
୫ମାତର୍ କବର୍ ପାଇରଇଲା ଲକ୍ମନ୍ ଏ କାତା ନ ମାନିକରି ନିଜର୍ ନିଜର୍ ପାଇଟି କର୍ବାର୍ ଦାର୍ଲାଇ । କେତେ ଲକ୍ ବାରଇକରି ପଦାଇ ଉଟିଗାଲାଇ । ଆରି କେତେକ୍ ଲକ୍ ତାକର୍ ଦୁକାନେ ଉଟିଗାଲାଇ ।
6 और बाक़ियों ने उसके नौकरों को पकड़ कर बे'इज़्ज़त किया और मार डाला।
୬ଆରି କେତେ ଲକ୍ ରାଜାର୍ ଦାଙ୍ଗ୍ଡାମନ୍କେ ଦାରି ମାରି ମରାଇଲାଇ ।
7 बादशाह ग़ज़बनाक हुआ और उसने अपना लश्कर भेजकर उन ख़ूनियों को हलाक कर दिया, और उन का शहर जला दिया।
୭ରାଜା ରିସାଅଇଜାଇ କରି ସଇନମନ୍କେ ପାଟାଇଲା । ସଇନମନ୍ ଜାଇକରି ସେ ମାରୁମନ୍କେ ମରାଇ ପାକାଇଲାଇ ଆରି ସେମନ୍ ରଇଲା ସଅର୍ ପଡାଇ ପାକାଇଲାଇ ।
8 तब उस ने अपने नौकरों से कहा, शादी का खाना तो तैयार है ‘मगर बुलाए हुए लायक़ न थे।
୮ତାର୍ ପଚେ ରାଜା ଗତିଦାଙ୍ଗ୍ଡାମନ୍କେ ଡାକି କଇଲା, ବିବା ବଜିର୍ ରାନ୍ଦାବାଡା ସାର୍ଲାବେ ମାତର୍ ମୁଇ କବର୍ ଦେଇରଇଲା ଲକ୍ମନ୍ ଏ ବଜି କାଇବାକେ ବାଗ୍ ନାଇ ।
9 पस रास्तों के नाकों पर जाओ, और जितने तुम्हें मिलें शादी में बुला लाओ।’
୯ଏବେ ତମେ ଜାଇକରି ଗାଉଁପାଲିର୍ ଗୁଡା ଆରି ପୁଟ୍ମନ୍କେ, ଜେତ୍କି ଲକ୍କେ ବେଟ୍ ଅଇସା ସେ ସବୁ ଲକ୍ମନ୍କେ ଆମର୍ ବଜିଟାନେ ଡାକିଆନା ।
10 और वो नौकर बाहर रास्तों पर जा कर, जो उन्हें मिले क्या बूरे क्या भले सब को जमा कर लाए और शादी की महफ़िल मेहमानों से भर गई।”
୧୦ତେବେ ଦାଙ୍ଗ୍ଡାମନ୍ ଲଗର୍ ପାକର୍ ଗାଉଁମନ୍କେ ବୁଲି ନିକ ଲକ୍ ଅଅତ୍ କି ବାନିଆ ଲକ୍ ଅଅତ୍ ଜେତ୍କି ଲକ୍କେ ବେଟ୍ ଅଇଲାଇ, ସବୁକେ ଡାକି ଆନ୍ଲାଇ । ଆରି ବିବା ଗରେ ଲକ୍ମନ୍ ମାଣ୍ଡାଚୁଣ୍ଡା ଅଇଗାଲାଇ ।
11 “जब बादशाह मेहमानों को देखने को अन्दर आया, तो उसने वहाँ एक आदमी को देखा, जो शादी के लिबास में न था।
୧୧ପଚେ ରାଜା ଡାକାଇଲା ଲକ୍ମନ୍କେ ଦେକ୍ବାର୍ ଆଇଲା । ସେ ଲକ୍ମନର୍ ବିତ୍ରେ ଅନି ଗଟେକ୍ ଲକ୍ ତିଆର୍ପିଆର୍ ନ ଅଇକରି ନିକଟା ପିନ୍ଦି ନ ଆସିରଇଲାଟା ରାଜା ଦେକ୍ଲା ।
12 उसने उससे कहा‘मियाँ तू शादी की पोशाक पहने बग़ैर यहाँ क्यूँ कर आ गया?’ लेकिन उस का मुँह बन्द हो गया।
୧୨ରାଜା ତାର୍ ଲଗେ ଜାଇ ପାଚାର୍ଲା, “ମଇତର୍, ତୁଇ ତିଆର୍ ପିଆର୍ ନ ଅଇତେ କେନ୍ତି ଏ ବଜିଟାନେ ଆଇଲୁସ୍” ସେ ଲକ୍ ଚିମ୍ରା ଅଇଦେଲା ।
13 इस पर बादशाह ने ख़ादिमों से कहा ‘उस के हाथ पाँव बाँध कर बाहर अंधेरे में डाल दो, वहाँ रोना और दाँत पीसना होगा।’
୧୩ରାଜା ଦାଙ୍ଗ୍ଡାମନ୍କେ କଇଲା, “ତାର୍ ଆତ୍ ଗଡ୍ ବାନ୍ଦି ବାଇରେ ନେଇ ଆନ୍ଦାରେ ପିଙ୍ଗିଦିଆସ୍ । ତେଇ ସେ ଦାଁତ୍ମୁଣ୍ଡ୍ କାତ୍ରିଅଇ କାନ୍ଦି କାନ୍ଦି ରଅ ।”
14 क्यूँकि बुलाए हुए बहुत हैं, मगर चुने हुए थोड़े।”
୧୪ଜିସୁ କାତାନି କଇସାରାଇ କଇଲା, ବେସି ଲକ୍କେ ଡାକ୍ବାଇ, ମାତର୍ ଉନାଲକ୍କେ ବାଚ୍ବାଇ ।
15 उस वक़्त फ़रीसियों ने जा कर मशवरा किया कि उसे क्यूँ कर बातों में फँसाएँ।
୧୫କେତେଟା ପାରୁସିମନ୍ ଜାଇକରି ଜିସୁକେ ପର୍ସନ୍ ପାଚାରି ପାନ୍ଦେ ପାକାଉଁ ବଲି ବାବ୍ଲାଇ ।
16 पस उन्होंने अपने शागिर्दों को हेरोदियों के साथ उस के पास भेजा, और उन्होंने कहा “ऐ उस्ताद हम जानते हैं कि तू सच्चा है और सच्चाई से ख़ुदा की राह की तालीम देता है। और किसी की परवाह नहीं करता क्यूँकि तू किसी आदमी का तरफ़दार नहीं।
୧୬ସେମନ୍ ତାକର୍ କେତେଟା ସିସ୍ମନ୍କେ ଆରି ଏରଦର୍ ଦଲେଅନି କେତେଟା ଲକ୍ମନ୍କେ ଜିସୁର୍ ଲଗେ ପାଟାଇଲାଇ । ଏମନ୍ ଆସି ଜିସୁକେ ପାଚାର୍ଲାଇ, “ଗୁରୁ, ତମେ ସତ୍ କଇସା ଆରି ପର୍ମେସରର୍ ସତ୍ ବିସଇ ସିକିଆ ଦେବାଟା ଆମେ ଜାନୁ । ତମେ ମୁନୁସ୍ମନର୍ ମର୍ଜିତାକେ କାତୁର୍ କରାସ୍ ନାଇ । ଲକ୍ମନ୍ କାଇ ବଲି ବାବ୍ବାଇ ବଲି ଚିନ୍ତା କରାସ୍ ନାଇ ।
17 पस हमें बता तू क्या समझता है? क़ैसर को जिज़िया देना जायज़ है या नहीं?”
୧୭ତେବେ କଇଦେକା ପନି, ଏ ବିସଇ ତମେ କାଇବଲି କଇଲାସ୍ନି? ରମିୟ ସର୍କାର୍କେ ସିସ୍ତୁ ଦେବାଟା ଆମର୍ ଦରମ୍ ସାସ୍ତରର୍ ଇସାବେ ଟିକ୍ କି ନାଇ?”
18 ईसा ने उन की शरारत जान कर कहा, “ऐ रियाकारो, मुझे क्यूँ आज़माते हो?
୧୮ମାତର୍ ଜିସୁ ସେମନର୍ କୁଟ୍କାତା ଜାନି କରି କଇଲା, “ଏ କୁଟିଆଲ୍ମନ୍, କାଇକେ ମକେ ପାନ୍ଦେ ପାକାଇବାକେ ଚେସ୍ଟା କଲାସ୍ନି?
19 जिज़िए का सिक्का मुझे दिखाओ वो एक दीनार उस के पास लाए।”
୧୯ଜନ୍ ଅଦ୍ଲି ଡାବୁ ସିସ୍ତୁ ଦେଲାସ୍ନି, ତେଇଅନି ଗଟେକ୍ ଆନିକରି ମକେ ଦେକାଆ ।” ସେମନ୍ ଗଟେକ୍ ଅଦ୍ଲି ଆନି ତାକେ ଦେଲାଇ ।
20 उसने उनसे कहा “ये सूरत और नाम किसका है?”
୨୦ଜିସୁ ସେମନ୍କେ ପାଚାର୍ଲା “ଏ ଅଦ୍ଲି ଡାବୁଟାନେ କାର୍ ମୁଉ ଆରି ନାଉଁ ଆଚେ?”
21 उन्होंने उससे कहा, “क़ैसर का।” उस ने उनसे कहा, “पस जो क़ैसर का है क़ैसर को और जो ख़ुदा का है ख़ुदा को अदा करो।”
୨୧ସେମନ୍ କଇଲାଇ, “ରମିୟ ରାଜାର୍ ମୁଉ ଆରି ନାଉଁ ଆଚେ ।” ଜିସୁ ସେମନ୍କେ କଇଲା, “ତେବେ ଜନ୍ଟା ରମିୟ ରାଜାର୍ଟା, ସେଟା ତାକେ ଦିଆସ୍ ଆରି ଜନ୍ଟା ପରମେସରର୍ଟା, ସେଟା ପରମେସର୍କେ ଦିଆସ୍ ।”
22 उन्होंने ये सुनकर ता'अज्जुब किया, और उसे छोड़ कर चले गए।
୨୨ଏ କାତା ସୁନି ସେମନ୍ କାବାଅଇଗାଲାଇ ଆରି ତେଇଅନି ଉଟିଗାଲାଇ ।
23 उसी दिन सदूक़ी जो कहते हैं कि क़यामत नहीं होगी उसके पास आए, और उससे ये सवाल किया।
୨୩ସେ ଦିନେ ସାଦୁକି ଦଲର୍ କେତେ ଲକ୍ ଜିସୁର୍ ଲଗେ ଆଇଲାଇ । ସାଦୁକିମନ୍ ମରିଗାଲେ ଆରି ତରେକ୍ ଉଟି ନଏଁ ବଲି ବିସ୍ବାସ୍ କର୍ତେ ରଇଲାଇ ।
24 “ऐ उस्ताद, मूसा ने कहा था, कि अगर कोई बे औलाद मर जाए, तो उसका भाई उसकी बीवी से शादी कर ले, और अपने भाई के लिए नस्ल पैदा करे।
୨୪ସେମନ୍ ଜିସୁକେ ପାଚାର୍ଲାଇ, “ଏ ଗୁରୁ, ଜଦି ଗଟେକ୍ ଲକ୍ ପିଲାଟକି ନ ଅଇତେ ମରିଜାଇସି, ତେବେ ମରିଜାଉର୍ ବାଇ ସେ ରାଣ୍ଡି ମାଇଜିକେ ସଙ୍ଗଇସି । ଆରି ତାକର୍ ଟାନେଅନି ଅଇଲା ପିଲାଜିଲା ସେ ମଲା ଲକର୍ପାଇ ଅଇସି ବଲି ମସା ନିୟମ୍ କଲା ଆଚେ ।
25 अब हमारे दर्मियान सात भाई थे, और पहला शादी करके मर गया; और इस वजह से कि उसके औलाद न थी, अपनी बीवी अपने भाई के लिए छोड़ गया।
୨୫ଗଟେକ୍ କାତା ସୁନା । ଇତି ଆମର୍ ବିତ୍ରେ ସାତ୍ବାଇ ରଇଲାଇ । ବଡ୍ ବାଇ ପିଲାଜିଲା ନ ଅଇତେ ମରିଗାଲାଜେ ତାର୍ ପିଟିର୍ ବାଇ ତାର୍ ବଉକେ ସଙ୍ଗଇଲା ।
26 इसी तरह दूसरा और तीसरा भी सातवें तक।
୨୬ମାତର୍ ବଡ୍ମଜିଆ, ମଜିଆ, ସାନ୍ମଜିଆ ଏନ୍ତି ଅଇକରି ସାରାସାରି ସାନର୍ ଦସା ମିସା ଏନ୍ତି ଅଇଲା ।
27 सब के बाद वो 'औरत भी मर गई।
୨୭ସାରାସାରି ପଚେ ସେ ମାଇଜି ମିସା ମରିଗାଲା ।
28 पस वो क़यामत में उन सातों में से किसकी बीवी होगी? क्यूँकि सब ने उससे शादी की थी।”
୨୮ଜେବେ ମଲା ଲକ୍ମନର୍ ଉଟ୍ବା ଦିନ୍ ଆଇସି, ତେବେ ଏ ମାଇଜି କାର୍ ମାଇଜି ଅଇସି? ସବୁ ଲକ୍ସେ ତାକେ ସଙ୍ଗଇ ରଇଲାଇ ।”
29 ईसा' ने जवाब में उनसे कहा, “तुम गुमराह हो; इसलिए कि न किताबे मुक़द्दस को जानते हो न ख़ुदा की क़ुदरत को।
୨୯ଜିସୁ ସେମନ୍କେ କଇଲା, “ତମେ କେତେକ୍ ବୁଲ୍ ବିସଇ ବାବ୍ବା ଲକ୍ମନ୍! ଦରମ୍ ସାସ୍ତରେ ପର୍ମେସରର୍ ବପୁ ବିସଇ ସମାନ୍ ଇସାବେ ଚିନ୍ତା କରାସ୍ ନାଇଜେ, ତମେ ଏ କାତା ପାଚାର୍ଲାସ୍ନି ।”
30 क्यूँकि क़यामत में शादी बारात न होगी; बल्कि लोग आसमान पर फ़रिश्तों की तरह होंगे।
୩୦ମରିକରି ଉଟ୍ଲା ପଚେ, ମଲା ଲକ୍ମନ୍ ସରଗର୍ ଦୁତ୍ମନର୍ ପାରା ଅଇଜିବାଇ । ସେମନ୍ ଆରି ବିବା ନ ଅଅତ୍ କି ନ କରତ୍ ।
31 मगर मुर्दों के जी उठने के बारे में ख़ुदा ने तुम्हें फ़रमाया था, क्या तुम ने वो नहीं पढ़ा?
୩୧ମଲା ଲକ୍ମନ୍ ଆରି ତରେକ୍ ଉଟ୍ବା ବିସଇ, ପରମେସର୍ ଜନ୍ଟା କଇଲା ଆଚେ, ତମେ କାଇ ସାସ୍ତରେ କେବେ ପଡାସ୍ ନାଇ କି?
32 मैं इब्राहीम का ख़ुदा, और इज़्हाक़ का ख़ुदा और याक़ूब का ख़ुदा हूँ? वो तो मुर्दों का ख़ुदा नहीं बल्कि ज़िन्दों का ख़ुदा है।”
୩୨ପର୍ମେସର୍ କଇଲା ଆଚେ “ଆମେ ଅବ୍ରାଆମର୍, ଇସାକର୍ ଆରି ଜାକୁବର୍ ମାପ୍ରୁ ।” “ପର୍ମେସର୍ ତା ଜିବନ୍ ରଇଲା ଲକ୍ମନର୍ ମାପ୍ରୁ, ମଲା ଲକ୍ମନର୍ ଅଇନାପାରେ ।”
33 लोग ये सुन कर उसकी ता'लीम से हैरान हुए।
୩୩ଲକ୍ମନ୍ ଜିସୁର୍ ସିକାଇବାଟା ସୁନିକରି କାବାଅଇଗାଲାଇ ।
34 जब फ़रीसियों ने सुना कि उसने सदूक़ियों का मुँह बन्द कर दिया, तो वो जमा हो गए।
୩୪ଜିସୁ ସାଦୁକିମନ୍କେ ଚୁପ୍କରାଇ ରଇବାଟା ଜାନିକରି ପାରୁସିମନ୍ ସବୁଲକ୍ ଗଟେକ୍ ଅଇ ତାର୍ ଲଗେ ଆଇଲାଇ ।
35 और उन में से एक आलिम — ऐ शरा ने आज़माने के लिए उससे पूछा;
୩୫ଆରି ସେମନର୍ ବିତ୍ରେଅନି ଗଟେକ୍ ନିୟମ୍ ସିକାଇବା ଦରମ୍ ଗୁରୁ ଜିସୁକେ ପାନ୍ଦେ ପାକାଇବାକେ ଗଟେକ୍ ପର୍ସନ୍ ପାଚାର୍ଲା ।
36 “ऐ उस्ताद, तौरेत में कौन सा हुक्म बड़ा है?”
୩୬“ଏ ଗୁରୁ ମସାର୍ ଦରମ୍ ସାସ୍ତରର୍ ନିୟମ୍ ଇସାବେ ସବୁଟାନେଅନି କନ୍ ଆଦେସ୍ ମୁକିଅ?”
37 उसने उस से कहा “ख़ुदावन्द अपने ख़ुदा से अपने सारे दिल, और अपनी सारी जान और अपनी सारी अक़्ल से मुहब्बत रख।
୩୭ଜିସୁ ତାକେ କଇଲା, “ତମର୍ ମାପ୍ରୁ, ପରମେସର୍କେ ପୁରାପୁରୁନ୍ ମନ୍ଦେଇ, ପୁରାପୁରୁନ୍ ଜିବନ୍ ଦେଇ, ପୁରାପୁରୁନ୍ ଚିନ୍ତା ସଙ୍ଗ୍ ତାକେ ମାନା ଆରି ଆଲାଦ୍ କରା ।
38 बड़ा और पहला हुक्म यही है।
୩୮ଏଟା ଅଇଲାନି ସବୁର୍ଟାନେଅନି ଆଗତୁ ଆରି ମୁକିଅ ଆଦେସ୍ ।”
39 और दूसरा इसकी तरह ये है कि ‘अपने पड़ोसी से अपने बराबर मुहब्बत रख।’
୩୯ତାର୍ ପଚର୍ ମୁକିଅ ଆଦେସ୍ ଅଇଲାନି, ତମର୍ ଲଗର୍ ପାକର୍ ଗରର୍ ଲକ୍ମନ୍କେ ନିଜ୍କେ ଆଲାଦ୍ କଲା ପାରା ଆଲାଦ୍ କରା ।
40 इन्ही दो हुक्मों पर तमाम तौरेत और अम्बिया के सहीफ़ों का मदार है।”
୪୦ଏ ଦୁଇଟା ଆଦେସ୍ ଆକା ମସା କରିରଇବା ସବୁ ରିତିନିତି ଆରି ବବିସତ୍ବକ୍ତାମନର୍ ସିକିଆ ଜାନାଇଲାନି ।
41 जब फ़रीसी जमा हुए तो ईसा ने उनसे ये पूछा;
୪୧କେତେଟା ପାରୁସିମନ୍ ଜିସୁର୍ ଲଗେ ରଇଲା ବେଲେ, ଜିସୁ ସେମନ୍କେ ପାଚାର୍ଲା ।
42 “तुम मसीह के हक़ में क्या समझते हो? वो किसका बेटा है” उन्होंने उससे कहा “दाऊद का।”
୪୨“କିରିସ୍ଟ ମସିଅର୍ ବିସଇ, ତମେ କାଇଟା ବାବ୍ଲାସ୍ନି? ସେ କାର୍ ପଅ?” ସେମନ୍ କଇଲାଇ, “ସେ ଦାଉଦର୍ ପଅ ।”
43 उसने उनसे कहा, “पस दाऊद रूह की हिदायत से क्यूँकर उसे ख़ुदावन्द कहता है,
୪୩ଜିସୁ ପାଚାର୍ଲା, “ସେନ୍ତାର୍ ଆଲେ ଦାଉଦ୍ ମସିଅକେ ‘ମର୍ ମାପ୍ରୁ!’ ବଲି କାଇକେ ଜାନାଇ ଆଚେ?” କାଇକେବଇଲେ ଆତ୍ମା ଚାଲ୍ନା ଦେଲାକେ, ସେ ଲେକିଆଚେ,
44 ‘ख़ुदावन्द ने मेरे ख़ुदावन्द से कहा, मेरी दहनी तरफ़ बैठ, जब तक में तेरे दुश्मनों को तेरे पाँव के नीचे न कर दूँ’।
୪୪ପର୍ମେସର୍ ମର୍ ମାପ୍ରୁକେ କଇଲା, “ଆମେ ତର୍ ସତ୍ରୁମନ୍କେ ତମର୍ ପାଦ୍ ତଲେ ନ ଆନ୍ବା ଜାକ ‘ତୁଇ ମର୍ ଉଜା ବାଟେ ବସି ରଅ ।’
45 पस जब दाऊद उसको ख़ुदावन्द कहता है तो वो उसका बेटा क्यूँकर ठहरा?”
୪୫“ଜଦି ଦାଉଦ୍ ମସିଅକେ ‘ମର୍ ମାପ୍ରୁ’ ବଲି ନାମି ଆଚେ, ତେବେ ମସିଅ କେନ୍ତି ତାର୍ ପଅ ଅଇପାର୍ସି?”
46 कोई उसके जवाब में एक हर्फ़ न कह सका, और न उस दिन से फिर किसी ने उससे सवाल करने की जुरअत की।
୪୬ଜିସୁକେ ଇତିର୍ ଉତର୍ କେ ମିସା ଦେଇ ନାପାର୍ଲାଇ । ସେ ଦିନେଅନି, ଆରି ତାକେ କେ ମିସା କାଇ ପର୍ସନ୍ ପାଚାର୍ବାକେ ସାଆସ୍ କରତ୍ ନାଇ ।