< 1 Chronicles 3 >

1 Àwọn wọ̀nyí sì ni ọmọ Dafidi tí a bí fún un ní Hebroni. Àkọ́bí sì ni Amnoni ọmọ Ahinoamu ti Jesreeli; èkejì sì ni Daniẹli ọmọ Abigaili ará Karmeli;
ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍‍ଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;
2 ẹ̀kẹta sì ni Absalomu ọmọ Maaka ọmọbìnrin Talmai ọba Geṣuri bí fún un; ẹ̀kẹrin sì ni Adonijah ọmọ Haggiti;
ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର;
3 ẹ̀karùnún ni Ṣefatia láti ọ̀dọ̀ Abitali; àti ẹ̀kẹfà, Itreamu, láti ọ̀dọ̀ Egla aya rẹ̀.
ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ।
4 Àwọn mẹ́fà wọ̀nyí ni a bí fún Dafidi ni Hebroni, níbi tí ó ti jẹ ọba fún ọdún méje àti oṣù mẹ́fà. Dafidi sì jẹ ọba ní Jerusalẹmu fún ọdún mẹ́tàlélọ́gbọ̀n.
ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ।
5 Wọ̀nyí ni ọmọ wẹ́wẹ́ tí a bí fún un ní Jerusalẹmu: Ṣimea, Ṣobabu, Natani àti Solomoni. Àwọn mẹ́rin wọ̀nyí sì ni a bí láti ọ̀dọ̀ Bati-Ṣua ọmọbìnrin Ammieli.
ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍‍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍‍ଶୂୟାଠାରୁ ଜାତ;
6 Ibhari sì wà pẹ̀lú, Eliṣama, Elifeleti,
ଆହୁରି ୟିଭର ଓ ଇଲୀଶାମା ଓ ଇଲୀଫେଲଟ୍‍;
7 Noga, Nefegi, Jafia,
ନୋଗହ ଓ ନେଫଗ୍‍ ଓ ଯାଫୀୟ;
8 Eliṣama, Eliada àti Elifeleti mẹ́sàn-án ni wọ́n.
ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍‍, ଏହି ନଅ ଜଣ।
9 Àwọn wọ̀nyí ni àwọn ọmọ Dafidi yàtọ̀ sí àwọn ọmọ tí àlè bí fún un. Tamari sì ni arábìnrin wọn.
ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା।
10 Ọmọ Solomoni ni Rehoboamu, Abijah ọmọ rẹ̀, Asa ọmọ rẹ̀, Jehoṣafati ọmọ rẹ̀,
ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍‍;
11 Jehoramu ọmọ rẹ̀, Ahasiah ọmọ rẹ̀, Joaṣi ọmọ rẹ̀,
ତାହାର ପୁତ୍ର ଯୋରାମ୍‍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍‍;
12 Amasiah ọmọ rẹ̀, Asariah ọmọ rẹ̀, Jotamu ọmọ rẹ̀,
ତାହାର ପୁତ୍ର ଅମତ୍‍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍‍;
13 Ahasi ọmọ rẹ̀, Hesekiah ọmọ rẹ̀, Manase ọmọ rẹ̀,
ତାହାର ପୁତ୍ର ଆହସ୍‌, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି;
14 Amoni ọmọ rẹ̀, Josiah ọmọ rẹ̀.
ତାହାର ପୁତ୍ର ଆମୋନ୍‍, ତାହାର ପୁତ୍ର ଯୋଶୀୟ।
15 Àwọn ọmọ Josiah: àkọ́bí ọmọ rẹ̀ ni Johanani, èkejì ọmọ rẹ̀ ni Jehoiakimu, ẹ̀kẹta ọmọ rẹ̀ ni Sedekiah, ẹ̀kẹrin ọmọ rẹ̀ ni Ṣallumu.
ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍‍, ଦ୍ୱିତୀୟ ଯିହୋୟାକୀମ୍‍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍‍।
16 Àwọn ìran ọmọ Jehoiakimu: Jekoniah ọmọ rẹ̀, àti Sedekiah.
ପୁଣି, ଯିହୋୟାକୀମ୍‍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ।
17 Àwọn ọmọ Jekoniah tí a mú ní ìgbèkùn: Ṣealitieli ọmọ rẹ̀ ọkùnrin,
ବନ୍ଦୀ ଯିକନୀୟର ସନ୍ତାନଗଣ;
18 Malkiramu, Pedaiah, Ṣenasari, Jekamiah, Hoṣama àti Nedabiah.
ତାହାର ପୁତ୍ର ଶଲ୍ଟୀୟେଲ, ମଲ୍‍କୀରାମ୍‍, ପଦାୟ, ଶିନତ୍ସର, ଯିକମୀୟ, ହୋଶାମା ଓ ନଦବିୟ।
19 Àwọn ọmọ Pedaiah: Serubbabeli àti Ṣimei. Àwọn ọmọ Serubbabeli: Meṣullamu àti Hananiah. Ṣelomiti ni arábìnrin wọn.
ପଦାୟର ପୁତ୍ର ଯିରୁବ୍ବାବିଲ୍‍ ଓ ଶିମୀୟି; ପୁଣି, ସରୁ ଯିରୁବ୍ବାବିଲ୍‍ର ସନ୍ତାନ ମଶୁଲ୍ଲମ୍‍ ଓ ହନାନୀୟ ଓ ଶଲୋମୀତ୍‍ ସେମାନଙ୍କର ଭଗିନୀ ଥିଲା।
20 Àwọn márùn-ún mìíràn sì tún wà: Haṣuba, Oheli, Berekiah, Hasadiah àti Jusabhesedi.
ଆଉ ହଶୂବା, ଓହେଲ୍‍, ବେରିଖୀୟ, ହସଦୀୟ ଓ ଯୁଶବ-ହେଷଦ୍‍, ଏହି ପାଞ୍ଚ ଜଣ।
21 Àwọn ọmọ Hananiah: Pelatiah àti Jeṣaiah, àti àwọn ọmọ Refaiah, ti Arnani, ti Obadiah àti ti Ṣekaniah.
ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ।
22 Àwọn ọmọ Ṣekaniah: Ṣemaiah àti àwọn ọmọ rẹ̀: Hattusi, Igali, Bariah, Neariah àti Ṣafati, mẹ́fà ni gbogbo wọn.
ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ୍‍, ଯିଗାଲ, ବାରୀହ, ନିୟରୀୟ ଓ ଶାଫଟ୍‍, ଛଅ ଜଣ।
23 Àwọn ọmọ Neariah: Elioenai; Hesekiah, àti Asrikamu, mẹ́ta ni gbogbo wọn.
ନିୟରୀୟର ସନ୍ତାନ ଇଲୀୟୋଐନୟ, ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ।
24 Àwọn ọmọ Elioenai: Hodafiah, Eliaṣibu, Pelaiah, Akkubu, Johanani, Delaiah àti Anani, méje sì ni gbogbo wọn.
ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍କୂବ, ଯୋହାନନ୍‍, ଦଲୟିୟ ଓ ଅନାନି, ଏହି ସାତ ଜଣ।

< 1 Chronicles 3 >