< Esther 10 >

1 Ọba Ahaswerusi sì fi owó ọba lélẹ̀ jákèjádò ilẹ̀ ọba, dé erékùṣù òkun.
ସେହି ଅକ୍ଷଶ୍ୱେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ୱୀପସମୂହରେ କର ବସାଇଲେ।
2 Gbogbo ìṣe agbára àti títóbi rẹ̀, papọ̀ pẹ̀lú ìròyìn títóbi Mordekai ní èyí tí ọba ti gbé e ga, kò ha wà nínú àkọsílẹ̀ ìwé ọdọọdún ọba ti Media àti ti Persia?
ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟଙ୍କୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚପଦରେ ନିଯୁକ୍ତ କଲେ, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ନାହିଁ?
3 Mordekai ará Júù ni ó jẹ́ igbákejì ọba Ahaswerusi, ó tóbi láàrín àwọn Júù, ó sì jẹ́ ẹni iyì lọ́dọ̀ àwọn Júù ẹlẹgbẹ́ ẹ rẹ̀, nítorí tí ó ń ṣiṣẹ́ fún ìre àwọn ènìyàn an rẹ̀, ó sì ń sọ̀rọ̀ fún àlàáfíà gbogbo àwọn Júù.
କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ୱେରଶ ରାଜାଙ୍କ ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭ୍ରାତୃସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ୱେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲେ।

< Esther 10 >