< Galatians 1 >
1 Paulu, aposteli tí a rán kì í ṣe láti ọ̀dọ̀ ènìyàn wá, tàbí nípa ènìyàn, ṣùgbọ́n nípa Jesu Kristi àti Ọlọ́run Baba, ẹni tí ó jí i dìde kúrò nínú òkú.
୧ମୁଇ ପେରିତ୍ ସିସ୍ ପାଉଲ୍ । ପେରିତ୍ ସିସ୍ ଅଇବାକେ ମୁଇ ଲକ୍ମନର୍ଟାନେଅନି କି ଲକ୍ମନର୍ ମାଲାକାରିଆ ଇସାବେ ଡାକ୍ରା ପାଇନାଇ । ଏ ଡାକ୍ରା ମୁଇ ବାବା ପରମେସରର୍ ଆରି ଜିସୁ କିରିସ୍ଟର୍ ତେଇଅନି ପାଇଲିଆଚି । ପରମେସର୍ ତାକେ ମଲାଟାନେଅନି ଉଟାଇଆଚେ ।
2 Àti gbogbo àwọn arákùnrin tí ó wà pẹ̀lú mi, Sí àwọn ìjọ ní Galatia:
୨ଆରି ଏଟା ଗାଲାତିୟ ମଣ୍ଡଲିତେଇ ରଇବା ତମର୍ପାଇ ମର୍ ଚିଟି । ଜନ୍ ବିସ୍ବାସି ବାଇବଇନିମନ୍ ମର୍ ସଙ୍ଗ୍ ଆଚତ୍, ସେମନ୍ ମିସା ମର୍ ସଙ୍ଗ୍ ଜୁଆର୍ ଜାନାଇଲାଇନି ।
3 Oore-ọ̀fẹ́ sí yín àti àlàáfíà láti ọ̀dọ̀ Ọlọ́run Baba wá àti Jesu Kristi Olúwa,
୩ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁ କିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
4 ẹni tí ó fi òun tìkára rẹ̀ dípò ẹ̀ṣẹ̀ wa, kí ó lè gbà wá kúrò nínú ayé búburú ìsinsin yìí, gẹ́gẹ́ bí ìfẹ́ Ọlọ́run àti Baba wa, (aiōn )
୪ଏବେ ଏ ପାପ୍ ବର୍ତି ଅଇରଇବା ଜଗତେଅନି ଆମ୍କେ ଉଦାର୍ କର୍ବାକେ ଆମର୍ ବାବା ପରମେସର୍ ମନ୍ କଲାଟା, ମାନିକରି କିରିସ୍ଟ ଆମର୍ ପାପର୍ ପାଇ ନିଜ୍କେ ସର୍ପିଦେଲା । (aiōn )
5 ẹni tí ògo wà fún láé àti láéláé. Àmín. (aiōn )
୫ପରମେସର୍ କାଲ୍ କାଲ୍ ଜୁଗ୍ ଜୁଗ୍ ଡାକ୍ପୁଟା ପାଅ । ଆମେନ୍! (aiōn )
6 Ó yà mi lẹ́nu pé ẹ tètè yapa kúrò lọ́dọ̀ ẹni tí ó pè yín sínú oore-ọ̀fẹ́ Kristi, sí ìyìnrere mìíràn.
୬କିରିସ୍ଟ ଜିବନ୍ ଦୁକାଇକରିସେ ତମ୍କେ ଡାକିରଇଲା । ମାତର୍ ତମେ ତାକେ ଏତେକ୍ ଦାପ୍ରେ ଚାଡିଦେଇକରି ଆରି ଗଟେକ୍ ବିନ୍ ସୁବ୍କବର୍ବାଟେ ମନ୍ ଦେଲାସ୍ନି । ତମର୍ ଏ ମନ୍ ବାଦ୍ଲାଇବାଟା ଦେକିକରି ଇତି ମୁଇ କାବା ଅଇଗାଲିନି ।
7 Nítòótọ́, kò sí ìyìnrere mìíràn bí ó tilẹ̀ ṣe pé àwọn kan wà, tí ń yọ yín lẹ́nu, tí wọ́n sì ń fẹ́ yí ìyìnrere Kristi padà.
୭ଏ ସୁବ୍କବର୍ ଚାଡି ଆରି ଗଟେକ୍ ବିନ୍ ସୁବ୍କବର୍ ନାଇ । ମାତର୍ ମୁଇ ଏନ୍ତି କଇଲିନି, କାଇକେ ବଇଲେ କେତେଲକ୍ କିରିସ୍ଟର୍ ସୁବ୍କବର୍ ବିନ୍ ବିନ୍ ରକାମ୍ କରି, ତମ୍କେ କଚପଚ କର୍ବାକେ ଚେସ୍ଟା କଲାଇନି ବଲି ମୁଇ ସୁନ୍ଲିନି ।
8 Ṣùgbọ́n bí ó ṣe àwa ni tàbí angẹli kan láti ọ̀run wá, ni ó bá wàásù ìyìnrere mìíràn fún yín ju èyí tí a tí wàásù rẹ̀ fún yín lọ, jẹ́ kí ó di ẹni ìfibú títí láéláé!
୮ମାତର୍ ଆମେ ତମର୍ ଲଗେ ଜନ୍ ସୁବ୍କବର୍ ଜାନାଇ ରଇଲୁ, ଜଦି ସେଟାକେ ଚାଡି ବିନ୍ ଗଟେକ୍ ସୁବ୍କବର୍ ଆମେ ନିଜେ, ନଇଲେ ସରଗ୍ ଦୁତ୍ ମିସା ଜାନାଇସି ବଇଲେ, ସେ ଅବିସାପ୍ ପାଅ ।
9 Bí àwa ti wí ṣáájú, bẹ́ẹ̀ ni mo sì tún wí nísinsin yìí pé, bí ẹnìkan bá wàásù ìyìnrere mìíràn fún yín ju èyí tí ẹ̀yin tí gbà lọ, jẹ́ kí ó di ẹni ìfibú títí láéláé!
୯ଏଟା ଆମେ ଆଗ୍ତୁ କଇରଇଲୁ ଆରି ମୁଇ ଏବେ ଆରି ତରେକ୍ କଇଲିନି, ତମେ ତମର୍ ଜିବନେ ଜନ୍ ସୁବ୍କବର୍ ମାନିରଇଲାସ୍, ସେଟା ଚାଡି ଆରି ଜଦି କେ, କାଇମିସା ବିନ୍ ସୁବ୍କବର୍ ଜାନାଇସି ବଇଲେ ସେ ଅବିସାପ୍ ପାଅ ।
10 Ǹjẹ́ nísinsin yìí, ènìyàn ni èmi ń wá ojúrere rẹ̀ ní tàbí Ọlọ́run? Tàbí ènìyàn ni èmi ń fẹ́ láti wù bí? Bí èmi bá ń fẹ́ láti wu ènìyàn, èmi kò lè jẹ́ ìránṣẹ́ Kristi.
୧୦ଏଟା ସୁନି ତମେ ମନେ ମନେ କାଇଟା ବାବ୍ଲାସ୍ନି? ମୁଇ ଲକ୍ମନର୍ ମାନ୍ବାଟା ପାଇବାକେ ଚେସ୍ଟା କଲିନି କି? ନାଇ, କେବେ ନାଇ । ମୁଇ ପରମେସରର୍ ମାନ୍ବାଟାସେ ମନ୍ କଲିନି । ମୁଇ କାଇ ଡାକ୍ପୁଟା ଅଇବି ବଲି ମନ୍ କଲିନି କି? ମୁଇ ଜଦି ଏବେ ଜାକ ଡାକ୍ପୁଟା ଅଇବାକେ ମନ୍ କର୍ତି ବଇଲେ, ଆଜି କିରିସ୍ଟର୍ ସେବାକାରିଆ ନ ଅଇତି ।
11 Mo fẹ́ kí ẹ mọ̀, ará, pé ìyìnrere tí mo tí wàásù kì í ṣe láti ipa ènìyàn.
୧୧କାଇକେବଇଲେ, ଏ ବାଇବଇନିମନ୍ ମୁଇ ତମ୍କେ ଜନ୍ ସୁବ୍କବର୍ ଜାନାଇଲିନି, ସେଟା ମୁନୁସର୍ଟାନେଅନି ବାରଏ ନାଇ ।
12 N kò gbà á lọ́wọ́ ènìyàn kankan, bẹ́ẹ̀ ni a kò fi kọ́ mi, ṣùgbọ́n mo gbà á nípa ìfihàn láti ọ̀dọ̀ Jesu Kristi.
୧୨ତେବେ ମୁଇ ସେଟା ମୁନୁସ୍ ମନର୍ ଟାନେଅନି ପାଇନାଇ, କି କେ ମକେ ସିକାଅତ୍ ନାଇ । ନିଜେ ଜିସୁ କିରିସ୍ଟ ସେଟା ମକେ ଜାନାଇଲା ଆଚେ ।
13 Nítorí ẹ̀yin ti gbúròó ìgbé ayé mi nígbà àtijọ́ nínú ìsìn àwọn Júù, bí mo tí ṣe inúnibíni sí ìjọ ènìyàn Ọlọ́run rékọjá ààlà, tí mo sì lépa láti bà á jẹ́.
୧୩ଆଗ୍ତୁ ମୁଇ ଜିଉଦି ଦରମ୍ ନାମ୍ବା ବେଲାଇ ଜେନ୍ତିକି ଜିଇତେ କାଇତେ ରଇଲି । ପାର୍ତନା କର୍ବାକେ ରୁଣ୍ଡ୍ବା ଲକ୍ମନ୍କେ କେନ୍ତି କସ୍ଟ ଦେଇତେ ରଇଲି ଆରି ସେଟାମନ୍ ନସ୍ଟ କର୍ବାକେ କେନ୍ତି ଚେସ୍ଟା କରିରଇଲି, ଏଟା ସବୁ ବିସଇ ତମ୍କେ ଜାନାଇଦିଆଅଇଆଚେ ।
14 Mo sì ta ọ̀pọ̀lọpọ̀ àwọn ẹlẹgbẹ́ mi yọ nínú ìsìn àwọn Júù láàrín àwọn ìran mi, mo sì ni ìtara lọ́pọ̀lọ́pọ̀ sì òfin àtọwọ́dọ́wọ́ àwọn baba mi.
୧୪ଜିଉଦି ଦରମ୍ ମାନ୍ବା ବେଲେ, ମୁଇ ଦାଙ୍ଗ୍ଡା ବଇସେ ଆମର୍ ଜିଉଦିମନର୍ ବିତ୍ରେ ସବୁକେ ଅନି ଆଗ୍ତୁ ରଇଲି ଆରି ଆମର୍ ଆନିଦାଦିମନ୍ ବିସ୍ବାସ୍ କରି ଆଇତେରଇବା ରିତିନିତି ବେସି ଡାଟ୍ ସଙ୍ଗ୍ ମାନ୍ତେରଇଲି ।
15 Ṣùgbọ́n nígbà tí ó wú Ọlọ́run ẹni tí ó yà mí sọ́tọ̀ láti inú ìyá mi wá, tí ó sì pé mi nípa oore-ọ̀fẹ́ rẹ̀.
୧୫ମାତର୍ ପରମେସର୍ ତାର୍ ଜିବନ୍ ଦୁକାଇ ମର୍ ମାଆର୍ ଗର୍ବେ ରଇଲା ବେଲେ, ମକେ ବାଚିରଇଲା ଆରି ତାର୍ ସେବା କର୍ବାକେ ଡାକ୍ଲା ।
16 Láti fi ọmọ rẹ̀ hàn nínú mi, kì èmi lè máa wàásù ìyìnrere rẹ̀ láàrín àwọn aláìkọlà; èmi kò wá ìmọ̀ lọ sọ́dọ̀ ẹnikẹ́ni,
୧୬ଆରି ଜେଡେବେଲେ ଜିଉଦି ନଇଲା ଲକ୍ମନର୍ ଟାନେ ସୁବ୍କବର୍ ଜାନାଇବାକେ ପର୍ମେସର୍ ମକେ ତାର୍ ପଅକେ ଦେକାଇଲା, । ଏ ବିସଇନେଇ ମୁଇ କାର୍ଲଗେ ଜିବି ଆରି ସେମନ୍ ମକେ ସିକାଇଦେଅତ୍ ବଲି ଚିନ୍ତାକରି ନାଇ ।
17 bẹ́ẹ̀ ni èmi kò gòkè lọ sì Jerusalẹmu tọ àwọn tí í ṣe aposteli ṣáájú mi, ṣùgbọ́n mo lọ sí Arabia, mo sì tún padà wá sí Damasku.
୧୭ଜେନ୍ତିକି ମର୍ ଆଗ୍ତୁ ଜେତ୍କି ଲକ୍ ପେରିତ୍ ସିସ୍ ଅଇରଇଲାଇ, ସେମନର୍ ସଙ୍ଗ୍ ମିସ୍ବାକେ ଜିରୁସାଲାମେ ଜାଇନାଇ । ସେବେଲେ ମୁଇ ଦାପ୍ରେ ବାରଇ ଆରବ୍ ଦେସେ ଉଟିଗାଲି । ଜାଇକରି ଆରିତରେକ୍ ଦାମାସ୍କସେ ବାଉଡି ଆଇଲି ।
18 Lẹ́yìn ọdún mẹ́ta, nígbà náà ni mo gòkè lọ sì Jerusalẹmu láti lọ kì Peteru, mo sì gbé ọ̀dọ̀ rẹ̀ ní ìjọ mẹ́ẹ̀ẹ́dógún,
୧୮ଆରି ତିନ୍ ବରସ୍ ପଚେ ମୁଇ ପିତର୍କେ ବେଟ୍ ଅଇବାକେ ଜିରୁସାଲାମେ ଗାଲି । ତେଇ ତାର୍ସଙ୍ଗ୍ ଦୁଇ ଆଟ୍ ରଇଲି ।
19 èmi kò ri ẹlòmíràn nínú àwọn tí ó jẹ́ aposteli, bí kò ṣe Jakọbu arákùnrin Olúwa.
୧୯ମାତର୍ ମାପ୍ରୁର୍ ବାଇ ଜାକୁବ୍କେ ଚାଡ୍ଲେ ଆରି ମୁଇ କନ୍ ପେରିତ୍ ସିସ୍କେ ମିସା ବେଟ୍ ଅଇନାଇ ।
20 Nǹkan tí èmi ń kọ̀wé sí yín yìí, kíyèsi i, níwájú Ọlọ́run èmi kò ṣèké.
୨୦ମୁଇ ଜେତ୍କି ବିସଇ ଲେକ୍ଲିନି, ସେଟା ସତ୍, ପରମେସର୍ ଜାନିଆଚେ ମୁଇ କାଇଟା ମିସା ମିଚ୍ କଇନାଇ!
21 Lẹ́yìn náà mo sì wá sí agbègbè Siria àti ti Kilikia.
୨୧ତାର୍ପଚେ ମୁଇ ସିରିଆ ଆରି ସିଲିସିଆର୍ ବେସି ଜାଗାଇ ଜାଇରଇଲି ।
22 Mo sì jẹ́ ẹni tí a kò mọ̀ lójú fún àwọn ìjọ tí ó wà nínú Kristi ni Judea.
୨୨ସେବେଲା ଜିଉଦା ରାଇଜେ ରଇଲା କିରସ୍ଟକେ ବିସ୍ବାସ୍ କର୍ବା ମଣ୍ଡଲିର୍ ଲକ୍ମନ୍ ମକେ ନିକସଙ୍ଗ୍ ନାଜାନି ରଇଲାଇ ।
23 Wọ́n kàn gbọ́ ìròyìn wí pé, “Ẹni tí ó tí ń ṣe inúnibíni sí wa rí, ní ìsinsin yìí ti ń wàásù ìgbàgbọ́ náà tí ó ti gbìyànjú láti bàjẹ́ nígbà kan rí.”
୨୩ବିନ୍ ଲକ୍ମନ୍ ମର୍ ବିସଇ ଜାଇଟା କଇରଇଲାଇ, ସେମନ୍ ସେତ୍କିସେ ଜାନିରଇଲାଇ । ବିନ୍ ଲକ୍ମନର୍ଟାନେଅନି ସେମନ୍ ସୁନିରଇଲାଇ କି, ଜନ୍ ଲକ୍ ଗଟେକ୍ ବେଲାଇ ଆମ୍କେ କସ୍ଟ ଦେଇତେ ରଇଲା, ଆମର୍ ଦରମ୍ କୁରୁପ୍ନାସ୍ କରିଦେବାକେ ଚେସ୍ଟା କର୍ତେ ରଇଲା, ଏବେ ସେ ଆକା ମାପ୍ରୁର୍ ସୁବ୍କବର୍ ଜାନାଇଲାନି!
24 Wọ́n sì yin Ọlọ́run lógo nítorí mi.
୨୪ସେଟାର୍ ପାଇ ସେମନ୍ ମର୍ପାଇ ପରମେସରର୍ ଡାକ୍ପୁଟା କର୍ତେରଇଲାଇ ।