< Genesis 10 >
1 Èyí ni ìran àwọn ọmọ Noa: Ṣemu, Hamu àti Jafeti, tí àwọn náà sì bí ọmọ lẹ́yìn ìkún omi.
ଶେମ, ହାମ, ଯେଫତ୍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ।
2 Àwọn ọmọ Jafeti ni: Gomeri, Magogu, Madai, Jafani, Tubali, Meṣeki àti Tirasi.
ଗୋମର, ମାଗୋଗ୍, ମାଦୟ, ଯବନ, ତୁବଲ୍, ମେଶକ୍ ଓ ତୀରସ୍, ଏମାନେ ଯେଫତ୍ର ସନ୍ତାନ।
3 Àwọn ọmọ Gomeri ni: Aṣkenasi, Rifati àti Togarma.
ଅସ୍କିନସ୍ ଓ ରୀଫତ୍ ଓ ତୋଗର୍ମା, ଏମାନେ ଗୋମରର ସନ୍ତାନ।
4 Àwọn ọmọ Jafani ni: Eliṣa, Tarṣiṣi, Kittimu, àti Dodanimu.
ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ।
5 (Láti ọ̀dọ̀ àwọn wọ̀nyí ni àwọn tí ń gbé agbègbè tí omi wà ti tàn ká agbègbè wọn, gẹ́gẹ́ bí ẹ̀yà wọn, ìdílé wọn ní orílẹ̀-èdè wọn, olúkúlùkù pẹ̀lú èdè tirẹ̀).
ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ୱ ସ୍ୱ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ।
6 Àwọn ọmọ Hamu ni: Kuṣi, Ejibiti, Puti àti Kenaani.
କୂଶ, ମିସର, ପୂଟ୍ ଓ କିଣାନ, ଏମାନେ ହାମର ସନ୍ତାନ।
7 Àwọn ọmọ Kuṣi ni: Seba, Hafila, Sabta, Raama, àti Sabteka. Àwọn ọmọ Raama ni: Ṣeba àti Dedani.
ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ। ଶିବା ଓ ଦଦାନ, ଏମାନେ ରୟମାର ସନ୍ତାନ।
8 Kuṣi sì bí Nimrodu, ẹni tí ó di alágbára jagunjagun ní ayé.
ନିମ୍ରୋଦ୍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା।
9 Ó sì jẹ́ ògbójú ọdẹ níwájú Olúwa; nítorí náà ni a ṣe ń wí pé, “Bí Nimrodu, ògbójú ọdẹ níwájú Olúwa.”
ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ।”
10 Ìjọba rẹ̀ bẹ̀rẹ̀ ni Babeli, Ereki, Akkadi, Kalne, gbogbo wọn wà ní ilẹ̀ Ṣinari.
ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନେ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।
11 Láti ilẹ̀ náà ni ó ti lọ sí Asiria, níbi tí ó ti tẹ ìlú Ninefe, Rehoboti àti Kala,
ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍-ପୁରୀ ଓ କେଲହ,
12 àti Resini, tí ó wà ní àárín Ninefe àti Kala, tí ó jẹ́ ìlú olókìkí.
ପୁଣି, ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍ ନଗର ସ୍ଥାପନ କଲା; ଏହି ରେଷନ୍ ମହାନଗର।
13 Ejibiti sì bí Ludimu, Anamimu, Lehabimu, Naftuhimu.
ପୁଣି, ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୂହୀୟ
14 Patrusimu, Kasluhimu (láti ọ̀dọ̀ ẹni tí àwọn ará Filistini ti wá) àti àwọn ará Kaftorimu.
ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ।
15 Kenaani sì bí Sidoni àkọ́bí rẹ̀, àti Heti.
ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍
16 Àti àwọn ará Jebusi, àti àwọn ará Amori, àti àwọn ará Girgaṣi,
ଓ ଯିବୂଷୀୟ ଓ ଇମୋରୀୟ ଓ ଗିର୍ଗାଶୀୟ
17 àti àwọn ará Hifi, àti àwọn ará Arki, àti àwọn ará Sini,
ଓ ହିବ୍ବୀୟ ଓ ଅର୍କୀୟ ଓ ସିନୀୟ
18 àti àwọn ará Arfadi, àti àwọn ará Semari, àti àwọn ará Hamati. Lẹ́yìn èyí ni àwọn ẹ̀yà Kenaani tànkálẹ̀.
ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଏଥିଉତ୍ତାରେ କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ।
19 Ààlà ilẹ̀ àwọn ará Kenaani sì dé Sidoni, lọ sí Gerari títí dé Gasa, lọ sí Sodomu, Gomorra, Adma àti Seboimu, títí dé Laṣa.
ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା।
20 Àwọn wọ̀nyí ni àwọn ọmọ Hamu, gẹ́gẹ́ bí ẹ̀yà wọn, àti èdè wọn, ní ìpínlẹ̀ wọn àti ní orílẹ̀-èdè wọn.
ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ।
21 A bí àwọn ọmọ fún Ṣemu tí Jafeti jẹ́ ẹ̀gbọ́n rẹ̀ ọkùnrin: Ṣemu sì ni baba gbogbo àwọn ọmọ Eberi.
ଯେଫତ୍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା।
22 Àwọn ọmọ Ṣemu ni: Elamu, Aṣuri, Arfakṣadi, Ludi àti Aramu.
ଶେମର ଏହିସବୁ ସନ୍ତାନ, ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୁଦ୍ ଓ ଅରାମ।
23 Àwọn ọmọ Aramu ni: Usi, Huli, Geteri àti Meṣeki.
ଏହି ଅରାମର ସନ୍ତାନ ଊଷ୍ ଓ ହୂଲ ଓ ଗେଥର ଓ ମଶ୍।
24 Arfakṣadi sì bí Ṣela, Ṣela sì bí Eberi.
ପୁଣି, ଅର୍ଫକ୍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର।
25 Eberi sì bí ọmọ méjì: ọ̀kan ń jẹ́ Pelegi, nítorí ní ìgbà ọjọ́ rẹ̀ ni ilẹ̀ ya; orúkọ arákùnrin rẹ̀ ni Joktani.
ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍।
26 Joktani sì bí Almodadi, Ṣelefi, Hasarmafeti, Jera.
ପୁଣି, ଯକ୍ତନ୍ର ପୁତ୍ର ଅଲ୍ମୋଦଦ ଓ ଶେଲଫ୍ ଓ ହତ୍ସର୍ମାବତ୍ ଓ ଯେରହ
27 Hadoramu, Usali, Dikla,
ଓ ହଦୋରାମ ଓ ଊଷଲ ଓ ଦିକ୍ଲା
28 Obali, Abimaeli, Ṣeba.
ଓ ଓବଲ ଓ ଅବୀମାୟେଲ୍ ଓ ଶିବା
29 Ofiri, Hafila àti Jobabu. Gbogbo àwọn wọ̀nyí ni ọmọ Joktani.
ଓ ଓଫୀର ଓ ହବୀଲା ଓ ଯୋବବ୍, ଏହି ସମସ୍ତ ଯକ୍ତନ୍ର ସନ୍ତାନ।
30 Agbègbè ibi tí wọn ń gbé bẹ̀rẹ̀ láti Meṣa títí dé Sefari, ní àwọn ilẹ̀ tó kún fún òkè ní ìlà-oòrùn.
ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା।
31 Àwọn wọ̀nyí ni àwọn ẹ̀yà ọmọ Ṣemu gẹ́gẹ́ bí ìdílé wọn, ní èdè wọn, ní ilẹ̀ wọn àti ní orílẹ̀-èdè wọn.
ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ।
32 Àwọn wọ̀nyí ni àwọn ẹ̀yà ọmọ Noa gẹ́gẹ́ bí ìran wọn, ní orílẹ̀-èdè wọn. Ní ipasẹ̀ wọn ni àwọn ènìyàn ti tàn ká ilẹ̀ ayé lẹ́yìn ìkún omi.
ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।