< Hosea 3 >

1 Olúwa sì wí fún mi pé, “Tun lọ fẹ́ obìnrin kan tí í ṣe olùfẹ́ ọ̀rẹ́ rẹ̀, àti panṣágà, gẹ́gẹ́ bí ìfẹ́ Olúwa sì àwọn ọmọ Israẹli tí ń wo àwọn ọlọ́run mìíràn, tí wọ́n sì ń fẹ́ àkàrà èso àjàrà.”
ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।”
2 Nítorí náà, mo sì rà á padà ní ṣékélì fàdákà mẹ́ẹ̀ẹ́dógún àti homeri kan àti lẹ́tékì barle kan.
ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା, ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;
3 Mo sì sọ fún un pé, “Ìwọ gbọdọ̀ máa gbé pẹ̀lú mi fún ọjọ́ pípẹ́, bẹ́ẹ̀ ni ìwọ kò gbọdọ̀ ṣe àgbèrè mọ́ tàbí kí o fẹ́ ọkùnrin mìíràn, èmi náà yóò sì gbé pẹ̀lú rẹ.”
ଆଉ, ମୁଁ ତାହାକୁ କହିଲି, “ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋʼ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ସେହିପରି ବ୍ୟବହାର କରିବି।”
4 Nítorí pé àwọn ọmọ Israẹli yóò wà fún ọjọ́ pípẹ́ láìní ọba tàbí olórí, láìsí ìrúbọ tàbí pẹpẹ mímọ́, láìsí àlùfáà tàbí òrìṣà kankan.
କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;
5 Lẹ́yìn èyí ni àwọn ọmọ Israẹli yóò padà láti wá Olúwa Ọlọ́run wọn àti Dafidi ọba wọn. Wọn yóò sì wá síwájú Olúwa pẹ̀lú ẹ̀rù, wọn ó sì jọ̀wọ́ ara wọn fún Olúwa àti ìbùkún rẹ̀ ní ọjọ́ ìkẹyìn.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।

< Hosea 3 >