< Joshua 21 >
1 Báyìí ni olórí ìdílé àwọn ọmọ Lefi lọ bá Eleasari àlùfáà, Joṣua ọmọ Nuni àti olórí ẹ̀yà àwọn ìdílé ẹ̀yà Israẹli.
ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁ ଆସିଲେ;
2 Ní Ṣilo, ní Kenaani, wọn sọ fún wọn pé, “Olúwa pàṣẹ nípasẹ̀ Mose pé kí wọn fún wa ní ìlú láti máa gbé àti ilẹ̀ pápá oko tútù fún ẹran ọ̀sìn wa.”
ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ।”
3 Àwọn ọmọ Israẹli sì fún àwọn ọmọ Lefi ní àwọn ìlú wọ̀nyí, àti ilẹ̀ pápá oko tútù lára ilẹ̀ ìní tiwọn gẹ́gẹ́ bí Olúwa ti pàṣẹ fún Mose.
ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ନଗରସମୂହ ଓ ତହିଁର ତଳିଭୂମି ଦେଲେ।
4 Ìpín kìn-ín-ní wà fún àwọn ọmọ Kohati, ní agbo ilé, agbo ilé. Àwọn ọmọ Lefi tí wọ́n jẹ́ ọmọ Aaroni àlùfáà ni a pín ìlú mẹ́tàlá fún láti ara ẹ̀yà Juda, Simeoni àti Benjamini.
ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ।
5 Ìyókù àwọn ọmọ Kohati ni a pín ìlú mẹ́wàá fún láti ara ẹ̀yà Efraimu, Dani àti ìdajì Manase.
ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ୱାରା ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧ ବଂଶରୁ ଦଶ ନଗର ପାଇଲେ।
6 Àwọn ẹ̀yà Gerṣoni ni a pín ìlú mẹ́tàlá fún láti ara ẹ̀yà Isakari, Aṣeri, Naftali àti ìdajì ẹ̀yà Manase ní Baṣani.
ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ।
7 Àwọn ọmọ Merari ní agbo ilé, agbo ilé ni wọ́n fún ní ìlú méjìlá láti ara ẹ̀yà Reubeni, Gadi àti Sebuluni.
ଆଉ ମରାରି-ସନ୍ତାନଗଣ ଆପଣା ଆପଣା ବଂଶାନୁସାରେ ରୁବେନ୍ ବଂଶ ଓ ଗାଦ୍ ବଂଶ ଓ ସବୂଲୂନ ବଂଶରୁ ବାର ନଗର ପାଇଲେ।
8 Báyìí ni àwọn ọmọ Israẹli pín ìlú wọ̀nyí àti ilẹ̀ pápá oko tútù fún àwọn ọmọ Lefi gẹ́gẹ́ bí Olúwa ti pàṣẹ láti ẹnu Mose.
ଏହିରୂପେ ଇସ୍ରାଏଲ-ସନ୍ତାନଗଣ, ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ।
9 Láti ara ẹ̀yà Juda àti ẹ̀yà Simeoni ni wọ́n ti pín àwọn ìlú tí a dárúkọ wọ̀nyí,
ଆହୁରି ସେମାନେ ଯିହୁଦା-ସନ୍ତାନଗଣର ବଂଶରୁ ଓ ଶିମୀୟୋନ-ସନ୍ତାନଗଣର ବଂଶରୁ ଏହିସବୁ ନଗର ଦେଲେ, ଏଠାରେ ସେସବୁର ନାମ ଲିଖିତ ଅଛି।
10 (ìlú wọ̀nyí ni a fún àwọn ọmọ Aaroni tí ó jẹ́ ọ̀kan nínú ìdílé Kohati tí í ṣe ọmọ Lefi, nítorí tí ìpín àkọ́kọ́ jẹ́ tiwọn).
ସେସବୁ ନଗର ଲେବୀ-ସନ୍ତାନ କହାତ ବଂଶୀୟ ହାରୋଣ-ସନ୍ତାନମାନଙ୍କର ହେଲା; କାରଣ ସେମାନଙ୍କର ପ୍ରଥମ ବାଣ୍ଟ ଥିଲା।
11 Wọ́n fún wọn ní Kiriati-Arba (tí í ṣe, Hebroni), pẹ̀lú ilẹ̀ pápá oko tútù tí ó yí wọn ká, ní ilẹ̀ òkè Juda. (Arba ni baba ńlá Anaki.)
ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା।
12 Ṣùgbọ́n àwọn oko àti àwọn abúlé ní agbègbè ìlú náà ni wọ́n ti fi fún Kalebu ọmọ Jefunne gẹ́gẹ́ bí ohun ìní rẹ̀.
ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦେଲେ।
13 Ní àfikún wọ́n sì fún àwọn ọmọ Aaroni tí í ṣe àlùfáà ní Hebroni (ọ̀kan nínú ìlú ààbò fún àwọn apànìyàn) pẹ̀lú ilẹ̀ pápá oko tútù rẹ̀, Libina,
ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍ନା ଓ ତହିଁ ତଳିଭୂମି,
ଯତ୍ତୀର ଓ ତହିଁ ତଳିଭୂମି, ଇଷ୍ଟିମୋୟ ଓ ତହିଁ ତଳିଭୂମି,
ହୋଲୋନ୍ ଓ ତହିଁ ତଳିଭୂମି, ଦବୀର ଓ ତହିଁ ତଳିଭୂମି,
16 Aini, Jutta àti Beti-Ṣemeṣi, pẹ̀lú ilẹ̀ pápá oko wọn. Ìlú mẹ́sàn-án láti ara ẹ̀yà méjì wọ̀nyí.
ଐନ୍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବେଥ୍-ଶେମଶ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ।
17 Láti ara ẹ̀yà Benjamini ni wọ́n ti fún wọn ní: Gibeoni, Geba,
ପୁଣି ବିନ୍ୟାମୀନ୍ ବଂଶରୁ ଗିବୀୟୋନ୍ ଓ ତହିଁ ତଳିଭୂମି, ଗେବା ଓ ତହିଁ ତଳିଭୂମି,
18 Anatoti àti Almoni, pẹ̀lú ilẹ̀ pápá oko wọn, wọ́n jẹ́ ìlú mẹ́rin.
ଅନାଥୋତ୍ ଓ ତହିଁ ତଳିଭୂମି, ଅଲମୋନ ଓ ତହିଁ ତଳିଭୂମି; ଚାରି ନଗର।
19 Gbogbo ìlú àwọn àlùfáà, ìran Aaroni jẹ́ mẹ́tàlá pẹ̀lú ilẹ̀ pápá wọn.
ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା।
20 Ìyókù ìdílé Kohati tí ó jẹ́ ọmọ Lefi ní a pín ìlú fún láti ara ẹ̀yà Efraimu.
ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ।
21 Ní ilẹ̀ òkè Efraimu wọ́n fún wọn ní: Ṣekemu (tí ó jẹ́ ìlú ààbò fún apànìyàn) àti Geseri,
ପୁଣି ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ-ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,
22 Kibasaimu àti Beti-Horoni, pẹ̀lú ilẹ̀ pápá oko wọn jẹ́ ìlú mẹ́rin.
କିବ୍ସୟିମ୍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
23 Láti ara ẹ̀yà Dani ni wọ́n ti fún wọn ní: Elteke, Gibetoni,
ପୁଣି ଦାନ୍ ବଂଶରୁ ଇଲତ୍କୀ ଓ ତହିଁ ତଳିଭୂମି, ଗିବ୍ବଥୋନ ଓ ତହିଁ ତଳିଭୂମି,
24 Aijaloni àti Gati-Rimoni, pẹ̀lú ilẹ̀ pápá oko tútù wọn jẹ́ ìlú mẹ́rin.
ଅୟାଲୋନ୍ ଓ ତହିଁ ତଳିଭୂମି, ଗାଥ୍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
25 Láti ara ìdajì ẹ̀yà Manase ni wọ́n ti fún wọn ní: Taanaki àti Gati-Rimoni pẹ̀lú ilẹ̀ pápá oko wọn jẹ́ ìlú méjì.
ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍ ଓ ତହିଁ ତଳିଭୂମି, ଗାଥ୍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।
26 Gbogbo ìlú mẹ́wẹ̀ẹ̀wá yìí àti ilẹ̀ pápá wọn ni a fi fún ìyókù ìdílé Kohati.
କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା।
27 Àwọn ọmọ Gerṣoni ìdílé àwọn ọmọ Lefi ni wọ́n fún lára: ìdajì ẹ̀yà Manase, Golani ní Baṣani (ìlú ààbò fún apànìyàn) àti Be-Eṣterah pẹ̀lú ilẹ̀ pápá oko tútù wọ́n jẹ́ méjì.
ପୁଣି ସେମାନେ ଲେବୀ ବଂଶୀୟ ଗେର୍ଶୋନ-ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶରୁ ବାଶନ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଗୋଲନ୍ ଓ ତହିଁ ତଳିଭୂମି, ଆଉ ବୀଷ୍ଟରା ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।
28 Láti ara ẹ̀yà Isakari ni wọ́n ti fún wọn ní, Kiṣioni Daberati,
ପୁଣି ଇଷାଖର ବଂଶରୁ କିଶୀୟୋନ୍ ଓ ତହିଁ ତଳିଭୂମି, ଦାବରତ୍ ଓ ତହିଁ ତଳିଭୂମି,
29 Jarmatu àti Eni-Gannimu, pẹ̀lú ilẹ̀ pápá oko wọ́n jẹ́ ìlú mẹ́rin.
ଯର୍ମୂତ୍ ଓ ତହିଁ ତଳିଭୂମି, ଐନ୍-ଗନ୍ନୀମ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
30 Láti ara ẹ̀yà Aṣeri ni wọ́n ti fún wọn ní Miṣali, àti Abdoni,
ଆଉ ଆଶେର ବଂଶରୁ ମିଶାଲ ଓ ତହିଁ ତଳିଭୂମି, ଅବଦୋନ୍ ଓ ତହିଁ ତଳିଭୂମି,
31 Helikati àti Rehobu, pẹ̀lú ilẹ̀ pápá oko wọ́n jẹ́ ìlú mẹ́rin.
ହିଲକତ୍ ଓ ତହିଁ ତଳିଭୂମି, ରହୋବ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
32 Láti ara ẹ̀yà Naftali ni a ti fún wọn ní: Kedeṣi ní Galili (tí ó jẹ́ ìlú ààbò fún apànìyàn), Hamoti Dori àti Karitani, pẹ̀lú ilẹ̀ pápá oko wọ́n jẹ́ ìlú mẹ́ta.
ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ।
33 Gbogbo ìlú tí ó jẹ́ ti ọmọ Gerṣoni jẹ́ mẹ́tàlá, pẹ̀lú ilẹ̀ pápá oko wọn.
ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ।
34 Láti ara ẹ̀yà Sebuluni ni a ti fún ìdílé Merari (tí í ṣe ìyókù ọmọ Lefi) ní: Jokneamu, Karta,
ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି,
35 Dimina àti Nahalali, pẹ̀lú ilẹ̀ pápá oko wọn, wọ́n jẹ́ ìlú mẹ́rin.
ଦିମ୍ନା ଓ ତହିଁ ତଳିଭୂମି, ନହଲୋଲ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
36 Láti ara ẹ̀yà Reubeni ni wọ́n ti fún wọn ní Beseri, àti Jahisa,
ପୁଣି ରୁବେନ୍ ବଂଶରୁ ବେତ୍ସର ଓ ତହିଁ ତଳିଭୂମି, ଯହସ ଓ ତହିଁ ତଳିଭୂମି,
37 Kedemoti àti Mefaati, pẹ̀lú ilẹ̀ pápá oko wọ́n jẹ́ ìlú mẹ́rin.
କଦେମୋତ୍ ଓ ତହିଁ ତଳିଭୂମି, ମେଫାତ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
38 Láti ara ẹ̀yà Gadi ni wọ́n ti fún wọn ní Ramoti ní Gileadi (tí ó jẹ́ ìlú ààbò fún apànìyàn), Mahanaimu,
ଆଉ ଗାଦ୍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ରାମୋତ୍ ଓ ତହିଁ ତଳିଭୂମି, ମହନୟିମ ଓ ତହିଁ ତଳିଭୂମି,
39 Heṣboni àti Jaseri, e pẹ̀lú ilẹ̀ pápá oko wọ́n jẹ́ ìlú mẹ́rin.
ହିଷ୍ବୋନ ଓ ତହିଁ ତଳିଭୂମି, ଯାସେର ଓ ତହିଁ ତଳିଭୂମି, ସର୍ବସୁଦ୍ଧା ଚାରି ନଗର ଦେଲେ।
40 Gbogbo ìlú tí wọ́n pín fún àwọn ọmọ Merari tí wọ́n jẹ́ ìyókù àwọn ọmọ Lefi jẹ́ méjìlá.
ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା।
41 Gbogbo ìlú àwọn ọmọ Lefi tó wà láàrín ara ilẹ̀ àwọn ọmọ Israẹli jẹ́ méjìdínláàádọ́ta lápapọ̀ pẹ̀lú pápá oko wọn.
ଇସ୍ରାଏଲ-ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟମାନଙ୍କର ହେଲା।
42 Ọ̀kọ̀ọ̀kan ìlú wọ̀nyí ni ó ni ilẹ̀ pápá oko tí ó yí ì ká, bẹ́ẹ̀ náà ló rí fún gbogbo ìlú wọ̀nyí.
ଏହି ପ୍ରତ୍ୟେକ ନଗରର ଚାରିଆଡ଼େ ତଳିଭୂମି ଥିଲା; ଏରୂପେ ଏହି ସମସ୍ତ ନଗର ଥିଲା।
43 Báyìí ni Olúwa fún Israẹli ní gbogbo ilẹ̀ tí ó ṣèlérí láti fi fún àwọn baba ńlá wọn. Nígbà tí wọ́n sì gbà á tan wọ́n sì tẹ̀dó síbẹ̀.
ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ।
44 Olúwa sì fún wọn ní ìsinmi ní gbogbo ọ̀nà, gẹ́gẹ́ bí ó ti ṣèlérí fún baba ńlá wọn. Kò sì sí ọ̀kankan nínú àwọn ọ̀tá wọn tí ó lè dojúkọ wọ́n. Olúwa sì fi gbogbo àwọn ọ̀tá wọn lé wọn ní ọwọ́.
ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।
45 Kò sí ọ̀kan nínú ìlérí rere tí Olúwa ṣe fún ilé Israẹli tí ó kùnà, gbogbo rẹ̀ ni ó ṣe.
ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେ ଯେ ମଙ୍ଗଳର କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହେଲା ନାହିଁ; ସବୁ ସଫଳ ହେଲା।