< Psalms 52 >

1 Fún adarí orin. Maskili ti Dafidi. Nígbà tí Doegi ará Edomu tọ Saulu lọ láti sọ fún pé, “Dafidi wà ní ilé Ahimeleki.” Èéṣe tí ìwọ fi ń ṣe féfé nínú ìwà ìkà, ìwọ alágbára ọkùnrin? Èéṣe tí ìwọ fi ń gbéraga nígbà gbogbo, ìwọ ẹni ẹ̀gàn níwájú Ọlọ́run?
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍‍; ଦାଉଦ ଅହୀମେଲକ୍‍ର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍‍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ। ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ?
2 Ahọ́n rẹ̀ ń gbìmọ̀ ìparun; ó dàbí abẹ mímú, ìwọ ẹni tí ń hùwà ẹ̀tàn.
ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।
3 Ìwọ fẹ́ràn ibi ju ìre lọ, àti èké ju kí ó sọ òtítọ́ lọ.
ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। (ସେଲା)
4 Ìwọ fẹ́ràn ọ̀rọ̀ ìpanilára gbogbo, ìwọ ahọ́n ẹ̀tàn!
ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ।
5 Ọlọ́run yóò sì lù ọ́ bolẹ̀ láéláé, yóò sì dì ọ́ mú, yóò sì já ọ kúrò ni ibùjókòó rẹ, yóò sì fà ọ́ tu kúrò lórí ilẹ̀ alààyè. (Sela)
ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। (ସେଲା)
6 Àwọn olódodo yóò rí, wọn yóò sì bẹ̀rù wọn yóò sì rẹ́rìn-ín rẹ̀, wí pé,
ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ,
7 “Èyí ni ọkùnrin náà ti kò fi Ọlọ́run ṣe agbára rẹ̀, bí kò ṣe ni ọ̀pọ̀lọpọ̀ ọrọ̀ rẹ̀ ni ó gbẹ́kẹ̀lé, ó sì mu ara rẹ̀ le nínú ìwà búburú rẹ̀.”
“ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।”
8 Ṣùgbọ́n èmi dàbí igi Olifi tí ó gbilẹ̀ nínú ilé Ọlọ́run; èmi gbẹ́kẹ̀lé ìfẹ́ Ọlọ́run tí kì í kùnà láé àti láéláé.
ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି।
9 Èmi yóò yìn ọ títí fún ohun tí ó ti ṣe; èmi ní ìrètí nínú orúkọ rẹ, nítorí orúkọ rẹ dára. Èmi yóò yìn ọ́ níwájú àwọn ènìyàn mímọ́.
ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍‍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ।

< Psalms 52 >