< Psalms 82 >
1 Saamu ti Asafu. Ọlọ́run ń ṣàkóso nínú ìpéjọpọ̀ ńlá, ó ṣe ìdájọ́ láàrín àwọn “ọlọ́run òrìṣà”.
ଆସଫର ଗୀତ। ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଠିଆ ହୁଅନ୍ତି; ସେ ଦେବତାମାନଙ୍କ ବିଚାର କରନ୍ତି।
2 “Yóò ti pẹ́ tó tí ìwọ yóò máa gbèjà àwọn aláìṣòdodo kí ó sì ṣe ojú ìṣáájú sí àwọn ènìyàn búburú?
“ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ? (ସେଲା)
3 Gbèjà àwọn aláìlágbára àti aláìní baba; ṣe ìtọ́jú ẹ̀tọ́ àwọn aláìní àti ẹni ìnilára.
ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।
4 Gba àwọn aláìlágbára àti aláìní; gbà wọ́n kúrò lọ́wọ́ àwọn ènìyàn búburú.
ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।”
5 “Wọn kò mọ̀ ohun kankan, wọn kò lóye ohun kankan. Wọn ń rìn kiri nínú òkùnkùn; à si mí gbogbo ìpìlẹ̀ ayé.
ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।
6 “Mo wí pé, ‘Ẹyin ní “Ọlọ́run òrìṣà”; ẹ̀yin ní gbogbo ọmọ Ọ̀gá-ògo jùlọ.’
ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ।
7 Ṣùgbọ́n ẹ̀yin ó kú bí ènìyàn lásán; ẹ̀yin ó ṣubú bí ọ̀kan nínú ọmọ-aládé.”
ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।”
8 Dìde, Ọlọ́run, ṣe ìdájọ́ ayé, nítorí gbogbo orílẹ̀-èdè ni ìní rẹ.
ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।