Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Desiya New Testament, Acts Chapter 13 https://www.AionianBible.org/Bibles/Desiya---Desiya-Bible/Acts/13 1 ୧) ଆନ୍ଟିଅକି ମଣ୍ଡଲିତେଇ କେତେଟା ବବିସତ୍ବକ୍ତା ଆରି ସିକିଆ ଦେବା ଗୁରୁ ରଇଲାଇ । ସେମନର୍ ବିତ୍ରେ ରଇଲାଇ ବର୍ନବା, ସିମନ୍ ଜାକେ କି ନିଗର୍ ଡାକ୍ତେରଇଲାଇ, ଲୁସିଅସ୍, ଜେ କି କୁରିନିୟ ଅନି ଆସିରଇଲା, ମନଏଁମ୍ ଜେ କି ଏରଦର୍ ଗରେ ବଡି ରଇଲା ଆରି ସାଉଲ୍ । 2 ୨) ସେମନ୍ ମାପ୍ରୁର୍ ସେବା ଆରି ଉପାସ୍ କଲାବେଲେ, ସୁକଲ୍ ଆତ୍ମା ସେମନ୍କେ କଇଲା, “ମୁଇ ଜନ୍ କାମ୍ପାଇ ସାଉଲ୍ ଆରି ବର୍ନବାକେ ଡାକ୍ଲି ଆଚି, ସେଟାର୍ ପାଇ ସେମନ୍କେ ଅଲ୍ଗା କରା ।” 3 ୩) ସେଟାର୍ପାଇ ସେମନ୍ ଉପାସ୍ କଲାଇ ଆରି ପାର୍ତନା କରି ତାକର୍ ଉପ୍ରେ ଆତ୍ ସଙ୍ଗଇ ସେମନ୍କେ କବର୍ କଇବା କାମେ ପାଟାଇଲାଇ । 4 ୪) ସୁକଲ୍ ଆତ୍ମାଇଅନି ଆଦେସ୍ ପାଇକରି ଜାଇରଇବା ବର୍ନବା ଆରି ସାଉଲ୍ ସେଲୁକିଆଇ ଗାଲାଇ । ଆରି ତେଇଅନି ପାନି ଜାଜେ ବସି ସାଇପରସ୍ ସମ୍ଦୁର୍ ମଜାଇ ରଇବା ଜାଗାଇ ଗାଲାଇ । 5 ୫) ସାଲାମି ଗଡେ କେଟି ଜିଉଦିମନର୍ ପାର୍ତନା ଗର୍ମନ୍କେ ପରମେସରର୍ ବାକିଅ ଜାନାଇଲାଇ । ଜଅନ୍ ମାର୍କ ମିସା ସେମନର୍ ସଙ୍ଗ୍ ରଇକରି ସେମନ୍କେ ସାଇଜ କର୍ତେ ରଇଲାଇ । 6 ୬) ସେମନ୍ ସାଇପରସ୍ ଜାଗା ଚାଡି ପାପ୍ତେ ନାଉଁର୍ ଜାଗାଇ ଗାଲାଇ । ତେଇ ବାର୍ଜିସୁ ନାଉଁର୍ ଗଟେକ୍ ମଁତର୍ ସିକିରଇବା ଜିଉଦିକେ ବେଟ୍ଅଇଲାଇ । ସେ ନିଜ୍କେ ମିଚ୍ରେ ବବିସତ୍ବକ୍ତା ବଲି କଇତେ ରଇଲା । 7 ୭) ସେ ସମ୍ଦୁର୍ ମଜାଇ ରଇଲା ଜାଗାର୍ ସାସନ୍ କାରିଆର୍ ସର୍ଗିଅ ପାଉଲର୍ ମଇତର୍ ରଇଲା । ସର୍ଗିଅସ୍ ଗଟେକ୍ ଗିଆନି ଲକ୍ ରଇଲା । ସେ ପରମେସରର୍ ବାକିଅ ସୁନ୍ବାକେ ମନ୍ କରି ବର୍ନବା ଆରି ପାଉଲ୍କେ ଡାକାଇଲା । 8 ୮) ମାତର୍ ଗୁନିଆଁ ଏଲିମାସ୍, (ଏଟା ତାର୍ ଗିରିକ୍ ନାଉଁ) ସେମନ୍କେ ନିଚୁ ବଲି କଇଲା, କାଇକେ ବଇଲେ, ସେ ସାସନ୍ କାରିଆ କିରିସ୍ଟକେ ବିସ୍ବାସ୍ ନ କର ବଲି ବାବ୍ତେ ରଇଲା । 9 ୯) ମାତର୍ ସାଉଲ୍ ଜାର୍ ନାଉଁକି ପାଉଲ୍, ସୁକଲ୍ ଆତ୍ମାଇ ପୁରୁନ୍ ଅଇ, ମଁତର୍ ଜାନିରଇବା ଲକର୍ ବାଟେ ନିକ ଦେକ୍ଲା । 10 ୧୦) ଆରି କଇଲା, “ଏ ସଇତାନର୍ ପିଲା! ତୁଇ, ସବୁ ନିମାନ୍ ବିସଇ ବିରଦ୍ କଲାସ୍ନି । ତୁଇ ସବୁ ରକାମର୍ କରାପ୍ କାମେ ପୁରୁନ୍ ଅଇ ଆଚୁସ୍ ଆରି ସବୁବେଲେ ପର୍ମେସରର୍ କାମ୍ ମିଚ୍ ବଲି ଦେକାଇବାକେ ଚେସ୍ଟା କଲୁସ୍ନି । 11 ୧୧) ଏବେ ମାପ୍ରୁର୍ ଆତେ ଡଣ୍ଡ୍ ପାଇସୁ । ତୁଇ କାଣା ଅଇଜାଇକରି ଚନେକର୍ପାଇ ବେଲର୍ ଉଜଲ୍ ଦେକି ନାପାରୁସ୍ ।” ସେଦାପ୍ରେ ଏଲିମାସର୍ ଆଁକି ଦୁଉଁରି ଆନ୍ଦାର୍ ଅଇଗାଲାପାରା ଲାଗ୍ଲା । ଆରି ତାକେ ଆତେ ଦାରି ଡାକିନେବାକେ ଗଟେକ୍ ଲକ୍କେ ଏନେତେନେ ଆଣ୍ଡାଲି ଅଇ କଜି ବୁଲ୍ଲା । 12 ୧୨) ଏଟା ଦେକି ସାସନ୍କାରିଆର୍ ବିସ୍ବାସ୍ ଅଇଲା, କାଇକେ ବଇଲେ ମାପ୍ରୁର୍ ସିକିଆ ସୁନି ସେ କାବା ଅଇଜାଇରଇଲା । 13 ୧୩) ପାଉଲ୍ ଆରି ତାର୍ ସଙ୍ଗ୍ ଜିବା ଲକ୍ମନ୍ ପାପସ୍ ଜାଗାଇ ଅନି ପାନିଜାଜେ ଜାଇ ପପୁଲିଆର୍ ପର୍ଗା ନାଉଁ ଜାଗାର୍ ଗଟେକ୍ ଗଡେ କେଟ୍ଲାଇ । ଜଅନ୍ମାର୍କ ତେଇ ସେମନ୍କେ ଚାଡିକରି ଜିରୁସାଲାମ୍ ବାଉଡିଗାଲା । 14 ୧୪) ସେମନ୍ ପର୍ଗାଇଅନି ଜାଇ ପିସିଦିଆର୍ ଆନ୍ଟିଅକେ କେଟ୍ଲାଇ । ଆରି ବିସ୍ରାମ୍ବାର୍ ଦିନେ ପାର୍ତନା ଗରେ ଜାଇ ବସ୍ଲାଇ । 15 ୧୫) ମସାର୍ ନିୟମ୍ ଆରି ବବିସତ୍ବକ୍ତାମନର୍ ଲେକା ପଡ୍ଲା ପଚେ, ପାର୍ତନା ଚାଲାଉମନ୍ ସେମନ୍କେ ଏ କାତା କଇପାଟାଇଲାଇ, “ବାଇମନ୍ ଜଦି ଲକ୍ମନର୍ ସାର୍ଦା ବଡାଇବାପାରା ଉପ୍ଦେସ୍ ଦେବାର୍ ଆଚେ, ତେବେ କୁଆ ।” 16 ୧୬) ପାଉଲ୍ ଟିଆଅଇ ଲକ୍ମନ୍କେ ଚିମ୍ରାଇ ଅଇବାକେ ଆତ୍ ସାଗିଆ କରି କଇଲା । “ଇତି ରୁଣ୍ଡ୍ଅଇଲା ଇସ୍ରାଏଲ ବାଇମନ୍ ଆରି ପର୍ମେସର୍କେ ପାର୍ତନା କର୍ବା ଜିଉଦି ନଇଲା ଲକ୍ମନ୍, ମର୍ କାତା ସୁନା! 17 ୧୭) ଇସ୍ରାଏଲ୍ ଜାତିର୍ ପରମେସର୍ ଆମର୍ ଆନିଦାଦିମନ୍କେ ବାଚ୍ଲା । ଆରି ମିସର୍ ଦେସେ ସେମନ୍ ପର୍ଦେସିଅଇ ରଇତେ ରଇଲା ବେଲେ, ଗଟେକ୍ ବଡ୍ ଜାତି କଲା । ପରମେସର୍ ତାର୍ ବଡ୍ ବପୁ ସଙ୍ଗ୍ ସେମନ୍କେ ମିସରେଅନି ବାର୍କରାଇ ଆନ୍ଲା । 18 ୧୮) ଆରି ଚାଲିସ୍ ବରସ୍ ଜାକ ମରୁବାଲିବୁଏଁ ସେମନର୍ ସାଦ୍ବାନ୍ଦ୍ କଲାଟା ମୁରଚ୍ଲା । 19 ୧୯) ସେ କିଣାନେ ସାତ୍ଟା ଦଲ୍କେ ନସ୍ଟ କରି ତାର୍ ବାଚ୍ଲା ଲକ୍ମନ୍କେ ସେ ଦେସ୍ ଦେଲା । 20 ୨୦) ପାକାପାକି ଚାର୍ ସଅ ପଚାସ୍ ବରସ୍ ବିତ୍ରେ ଏ ସବୁ ଗଟ୍ନା ଗଟିଗାଲା ।” “ତାର୍ ପଚେ ସାମୁଏଲ୍ ବବିସତ୍ବକ୍ତାର୍ ବେଲା ଜାକ ପରମେସର୍ ସେମନର୍ ଉପ୍ରେ ବିଚାର୍ପତିମନ୍କେ ବାଚ୍ଲା । 21 ୨୧) ଜେଡେବେଲେ ସେମନ୍ ଗଟେକ୍ ରାଜା ଦର୍କାର୍ ବଲି କଇଲାଇ, ପରମେସର୍ ସେମନ୍କେ ଚାଲିସ୍ ବରସ୍ ଜାକ ସାସନ୍ କର୍ବାକେ ବେନ୍ଜାମିନ୍ କୁଟୁମର୍ କିସ୍ଅର୍ ପଅ ସାଉଲ୍କେ ବାଚ୍ଲା । ସାଉଲ୍ ଇସ୍ରାଏଲିୟମନ୍କେ ଚାଲିସ୍ବରସ୍ ସାସନ୍ କଲା । 22 ୨୨) ତାର୍ ପଚେ ପର୍ମେସର୍ ତାକେ ରାଜା ପଦ୍ ଚାଡାଇକରି ଦାଉଦ୍କେ ସେମନର୍ ରାଜା କଲା ।” ପରମେସର୍ ତାର୍ ବିସଇ କଇରଇଲା, “ମୁଇ ଜନ୍ ରକାମେ ଲକ୍ମନ୍କେ ଆଲାଦ୍ କର୍ବି, ଜେସିର୍ ପଅ ଦାଉଦ୍ ସେନ୍ତାରି ଗଟେକ୍ ଲକ୍ । ସେ ମୁଇ ମନ୍କଲା ଇସାବେ ସବୁଜାକ କାମ୍ କର୍ସି ।” 23 ୨୩) ଏ ଦାଉଦର୍ କୁଟୁମର୍ ଲକର୍ଟାନେଅନି ପର୍ମେସର୍ ସେ କାତା ଦେଲା ଇସାବେ ଜିସୁକେ ଇସ୍ରାଏଲ୍ ଜାତିର୍ ମୁକ୍ତିକାରିଆ କଲାଆଚେ । 24 ୨୪) ଜିସୁ ତାର୍ କାମ୍ ଆରାମ୍ କର୍ବା ଆଗ୍ତୁ, ଜଅନ୍ ଇସ୍ରାଏଲର୍ ସବୁ ଲକର୍ ଲଗେ ଜାନାଇକରି, ସେମନ୍କେ ପାପେଅନି ମନ୍ ବାଉଡାଇ ଡୁବନ୍ ନେବାକେ ଅଇସି ବଲି କଇରଇଲା । 25 ୨୫) ଆରି ଜଅନ୍ ତାର୍ ସେବା କାମ୍ ସାରାଇବା ଆଗ୍ତୁ ଲକ୍ମନ୍କେ ପାଚାର୍ଲା, “ମର୍ ବିସଇ ତମେ କାଇଟା ବାବ୍ଲାସ୍ନି? ତମେ ଜାକେ ଜାଗି ଆଚାସ୍, ମୁଇ ସେ ନଇ । ମାତର୍ ସୁନା! ସେ ଦାପ୍ରେ ଆଇଲାନି । ତାର୍ ଗତିଦାଙ୍ଗ୍ଡା ଅଇକରି ପାଣ୍ଡଇର୍ ପିତା ମିସା କୁସ୍ଲାଇବାକେ ମର୍ ଅଦିକାର୍ ନଇ ।” 26 ୨୬) ଏ ମର୍ ଇସ୍ରାଏଲର୍ ବାଇମନ୍, ଅବ୍ରାଆମର୍ ନାତିତିତିମନ୍ ଆରି ପରମେସର୍କେ ପାର୍ତନା କର୍ବାକେ ଇତି ରୁଣ୍ଡ୍ଲା ଜିଉଦି ନଇଲା ଲକ୍ମନ୍, ଆମ୍କେ ସେ ମୁକ୍ତିର୍ କବର୍ ମିଲ୍ଲା ଆଚେ । 27 ୨୭) ମାତର୍ ସେ ଆକା ଉଦାର୍କାରିଆ । ଜିରୁସାଲମର୍ ଲକ୍ ଆରି ସେମନର୍ ନେତାମନ୍ ବିସ୍ରାମ୍ବାରେ ବବିସତ୍ବକ୍ତାମନର୍ ଲେକାଇଅନି ପଡ୍ଲାଟା ଲକ୍ମନ୍ ବୁଜତ୍ନାଇ । ଏଲେମିସା ଜିସୁକେ ଦସି କରି ବବିସତ୍ବକ୍ତାମନର୍ କାତା ସିଦ୍ କଲାଇ । 28 ୨୮) ଜିସୁକେ ବେସି ଲକ୍ ଦସ୍ଦେଲାଇ । ମାତର୍ କେ ମିସା ମରନର୍ ଡଣ୍ଡ୍ ପାଇବା ଏତ୍କି ଦସ୍ କଜି ନାପାର୍ଲାଇ । ଏଲେମିସା ତାକେ ମରନର୍ ଡଣ୍ଡ୍ ଦେବାକେ ପିଲାତ୍କେ ବାଦିଅ କଲାଇ । 29 ୨୯) ସାସ୍ତରେ ଜନ୍ ସବୁ ବିସଇ ଲେକା ଆଚେ, ସେ ଇସାବେ ସବୁ କାମ୍ କଲାପଚେ ସେମନ୍ ତାକେ କୁର୍ସେଅନି ଉତ୍ରାଇ ଆନ୍ଲାଇ । ବିନ୍ଲକ୍ମନ୍ ଆସିକରି ତାର୍ ଗାଗଡ୍ ନେଇ ସମାଦିଟାନେ ସଙ୍ଗଇଲାଇ । 30 ୩୦) ମାତର୍ ପର୍ମେସର୍ ତାକେ ମଲାତେଇଅନି ଉଟାଇଲା । 31 ୩୧) ବେସି ଦିନ୍ ଜାକ, ତାର୍ ସଙ୍ଗ୍ ଗାଲିଲିଅନି ଜିରୁସାଲମ୍ ଆଇବାଜିବା ଲକ୍ମନ୍ ତାକେ ଦେକ୍ଲାଇ । ଏବେ ସେମନ୍ ଇସ୍ରାଏଲ୍ ଲକ୍ମନର୍ତେଇ ତାର୍ ସାକି ଆଚତ୍ । 32 ୩୨) ଆମର୍ ଆନିଦାଦିମନକେ ପର୍ମେସର୍ କାତା ଦେଇରଇଲା ଇସାବେ ଆମେ ତମ୍କେ ଏ ସୁବ୍ କବର୍ ଜାନାଇଲୁନି । 33 ୩୩) ପରମେସର୍ ଜିସୁକେ ମଲାତେଇଅନି ଉଟାଇକରି ସେଟା ସିଦ୍ କଲାଆଚେ । ସେମନର୍ ପିଲାମନ୍ ଆମ୍କେ, ଆମର୍ ବିତ୍ରେ ସେ କାତା ଦେଲାଟା ସିଦ୍ ଅଇଲା ଆଚେ । ଗିତ୍ ସଙ୍ଗିତାର୍ ଦୁଇ ଲମର୍ ଗିତେ ଦାଉଦ୍ ଏନ୍ତାରି ଲେକିଆଚେ, “ତମେ ମର୍ ପଅ, ଆଜି ମୁଇ ସବୁକେ ଦେକାଇ ଆଚି ଜେ ସତଇସେ ମୁଇ ତର୍ ବାବା ।” 34 ୩୪) ଆରି ପର୍ମେସର୍ ପୁର୍ବେଅନି ସପତ୍ କରି କାତାଦେଇରଇଲା । ମୁଇ ତାକେ ମଲାତେଇଅନି ଉଟାଇବି । ତାର୍ ଗାଗଡ୍ ସମାଦିତେଇ କୁଇ ଜିବାକେ ନ ଦେଇ । ଦାଉଦ୍କେ ଦେଇ ରଇବା ସପତ୍ ଇସାବେ ସତଇସେ ମୁଇ ତମ୍କେ ସୁକଲ୍ କରି ସବୁ ଆସିର୍ବାଦ୍ ଦେବି । 35 ୩୫) ଦାଉଦ୍ ଆରି ଗଟେକ୍ ଗିତସଙ୍ଗିତାଇ ଲେକ୍ଲାଆଚେ, ମୁଇ ମରିଗାଲେ ମର୍ଗାଗଡ୍ ତୁଇ ସମାଦିତେଇ କୁଇ ଜିବାକେ ଚାଡି ନ ଦେଉସ୍ । 36 ୩୬) ଦାଉଦ୍ ସାସନ୍ କଲାବେଲେ ପର୍ମେସର୍ ମନ୍ କଲା ଇସାବେ କାମ୍ କରି ସାରାସାରି ମଲା । ଆରି ଆନିଦାଦିମନର୍ ସଙ୍ଗ୍ ତପିଅଇଲା । ତାର୍ ଗାଗଡ୍ ସମାଦିତେଇ କୁଇଲା । 37 ୩୭) ମାତର୍ ପର୍ମେସର୍ ଜାକେ ମଲାଟାନେଅନି ଉଟାଇଲା, ତାର୍ ଗାଗଡ୍ କୁଏ ନାଇ । 38 ୩୮) ତେବର୍ପାଇ ମର୍ ଏ ଇସ୍ରାଏଲର୍ ବାଇମନ୍, ତମେ ଏଟା ଜାନିରୁଆ । ଜିସୁ କରିରଇବା କାମେଅନି ସେ, ତମର୍ ପାପ୍ କେମା ଅଇସି । 39 ୩୯) ମସାର୍ ନିୟମ୍ ମାନିକରି ଆଚୁ ବଇଲେ ପାପ୍ କେମା ନ ଅଇତା । ମାତର୍ ଜିସୁର୍ ଟାନେ ବିସ୍ବାସ୍ କଲାର୍ପାଇ ଆମେ ସବୁଲକ୍ ପାପେ ଅନି ମୁକ୍ଲି ଆଚୁ, ସେଟା ତମେ ଜାନ୍ବାର୍ ଆଚେ । 40 ୪୦) ଜାଗ୍ରତ୍, ବବିସତ୍ବକ୍ତାମନ୍ ଜାଇଟା କଇଲାଇ ଆଚତ୍, ସେଟା ଜେନ୍ତିକି ତମ୍କେ ନ ଗଟ । 41 ୪୧) ପର୍ମେସର୍ କଇଲା, ଏ ମକେ କିଜାଇବା ଲକ୍ମନ୍! ତମେମନ୍ କିଲ୍ବିଲ୍ ଅଇ ମରା! କାଇକେ ବଇଲେ ତମର୍ ବେଲାଇ ମୁଇ ଜନ୍ କାମ୍ କର୍ବାକେ ଗାଲିନି, ସେଟା ଜେ ମିସା ବୁଜାଇ କଇଲେ, ତମେ ବିସ୍ବାସ୍ ନ କରାସ୍ । 42 ୪୨) ପାଉଲ୍ ଆରି ବର୍ନବା ପାର୍ତନା ଗରେଅନି ବାରଇବା ବେଲେ, ଆରି ଗଟେକ୍ ବିସ୍ରାମ୍ବାରେ ବାଉଡି ଆସି ଏ ସବୁ ବିସଇ ଆରି ବୁଜାଇବାକେ, ଲକ୍ମନ୍ ବାବୁଜିଆ କଲାଇ । 43 ୪୩) ଲକ୍ମନ୍ ପାର୍ତନା ଗରେଅନି ଉଟିଗାଲା ପଚେ, ବେସି ଜିଉଦିମନ୍ ଆରି ଜିଉଦି ଦରମ୍ ନେଇରଇବା ଜିଉଦି ନ ଅଇଲା ଲକ୍ମନ୍, ସାଉଲ୍ ଆରି ବର୍ନବାର୍ ସଙ୍ଗ୍ ଜିବାର୍ଦାର୍ଲାଇ । ପେରିତ୍ ସିସ୍ମନ୍ ତାକର୍ ସଙ୍ଗ୍ କାତା ଅଇ ପରମେସରର୍ ଜିବନ୍ଦୁକାଇଲାଟାକେ ମାନିକରି ଜିଇବାକେ ସେମନ୍କେ ସାର୍ଦା କରାଇଲାଇ । 44 ୪୪) ତାର୍ ଆର୍କର୍ ବିସ୍ରାମ୍ବାରେ ଆନ୍ଟିଅକିଅ ଗଡର୍ ସବୁ ଲକ୍ ମାପ୍ରୁର୍ ବାକିଅ ସୁନ୍ବାକେ ଜିଉଦିମନର୍ ପାର୍ତନା ଗରେ ରୁଣ୍ଡ୍ଲାଇ । 45 ୪୫) ବେସି ଲକ୍ ରୁଣ୍ଡ୍ଲାଟା ଦେକି, ଜିଉଦି ନେତାମନ୍ ଇଁସା ଅଇଲାଇ । ଆରି ପାଉଲ୍ କଇବା କାତା, ବିରଦ୍ କରି ନିନ୍ଦା କଲାଇ । 46 ୪୬) ମାତର୍ ପାଉଲ୍ ଆରି ବର୍ନବା ଅଦିକ୍ ଡାଟ୍ ସଙ୍ଗ୍ କଇଲାଇ, “ପର୍ତମେ ପରମେସରର୍ ବାକିଅ ତମର୍ ଲଗେ ଜାନାଇବାର୍ ଦର୍କାର୍ ରଇଲା । ମାତର୍ ତମେ ସେଟା ନିଚ୍ଲାସ୍ନି । ଆରି ତାର୍ ସଙ୍ଗ୍ ନ ସାର୍ବା ଜିବନ୍ ପାଇବାକେ ଅଦିକାର୍ ନାଇ ବଲି ବିଚାର୍ କଲାସ୍ନି । ସେଟାର୍ପାଇ ଆମେ ତମ୍କେ ଚାଡି, ଏ କାତା ଜିଉଦି ନଇଲା ଲକ୍ମନ୍କେ କଇବାର୍ ଗାଲୁନି । (aiōnios g166) 47 ୪୭) କାଇକେ ବଇଲେ ମାପ୍ରୁ ଆମ୍କେ ଏ ଆଦେସ୍ ଦେଲା ଆଚେ ।” ଆନ୍ଦାରେ ଉଜଲ୍ ଅଇଲାପାରା ଜିଉଦି ନ ଅଇଲା ଲକ୍ମନ୍କେ ମର୍ ବିସଇ ଜାନାଇବାକେ ମୁଇ ତମ୍କେ ବାଚିଆଚି । ଜେନ୍ତାରି କି ମୁଇ ସେମନ୍କେ ରକିଆ କରି ପାର୍ବି ବଲି ଦୁନିଆର୍ ସବୁ ଲକ୍ମନ୍କେ ତମେ କଇପାରାସ୍ । 48 ୪୮) ଜିଉଦି ନଇଲା ଲକ୍ମନ୍ ଏଟା ସୁନି ବେସି ସାର୍ଦା ଅଇଗାଲାଇ ଆରି ପର୍ମେସରର୍ କବର୍ ପାଇ ଜୁଆର୍ କଲାଇ । ଜନ୍ ଲକ୍ମନ୍ ନ ସାର୍ବା ଜିବନର୍ ପାଇ ବାଚାଇ ଅଇରଇଲାଇ, ସେମନ୍ ସେ କବର୍ ସୁନି ବିସ୍ବାସ୍ କଲାଇ । (aiōnios g166) 49 ୪୯) ତେଇର୍ ବିସ୍ବାସିମନ୍ ସେ ଜାଗାଇ ବୁଲି ବୁଲି ମାପ୍ରୁର୍ ବାକିଅ ଜାନାଇଲାଇ । 50 ୫୦) ମାତର୍ ସେ ଗଡର୍ ବଡ୍ ଲକ୍ମନ୍ ଆରି ପର୍ମେସର୍କେ ଉପାସନା କର୍ବା ଉପର୍କେ ରଇବା ଜିଉଦି ନ ଅଇଲା ମାଇଜିମନ୍କେ ସୁତ୍ରାଇକରି, ତେଇର୍ ଜିଉଦିମନ୍, ପାଉଲ୍ ଆରି ବର୍ନବାକେ ବିରଦ୍ କଲାଇ । ସେମନ୍ ତାଉଁକେ ତାଡ୍ନା ଦେବାର୍ ଆରାମ୍ କଲାଇ । ଆରି ସେ ଜାଗାଇଅନି ବାର୍ କରିଦେଲାଇ । 51 ୫୧) ତେଇଅନି ଜିବାବେଲେ ପେରିତ୍ ସିସ୍ମନ୍ ସେ ଲକ୍ମନର୍ ବିରଦେ ତାକର୍ ପାଦର୍ ଦୁଲି ପାପ୍ଡିଦେଇ ଇକନିଅତେଇ ଗାଲାଇ । 52 ୫୨) ଆନ୍ଟିଅକର୍ ବିସ୍ବାସିମନ୍ ସୁକଲ୍ ଆତ୍ମାଇ ଆରି ସାର୍ଦାଇ ପୁରୁନ୍ ଅଇଲାଇ । Additional comments?
Refresh Captcha
The world's first Holy Bible un-translation!