Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Desiya New Testament, Acts Chapter 18 https://www.AionianBible.org/Bibles/Desiya---Desiya-Bible/Acts/18 1 ୧) ତାର୍ପଚେ ପାଉଲ୍ ଆତେନ୍ସ୍ ଚାଡି କରନ୍ତିଅ ଗାଲା । 2 ୨) ତେଇ ପନ୍ତସ୍ତେଇ ଜନମ୍ କରିରଇବା ଆକିଲା ନାଉଁର୍ ଗଟେକ୍ ଜିଉଦିକେ ବେଟ୍ ଅଇଲା । ବଡ୍ ସାସନ୍କାରିଆ କଲଡିଅସ୍, ସବୁ ଜିଉଦିକେ ରମ୍ ଦେସ୍ ଚାଡ୍ବାକେ ଆଦେସ୍ ଦେଇରଇଲା । ସେଟାର୍ପାଇ, ସେ ଅଲପ୍ ଦିନ୍ ଆଗ୍ତୁ ତାର୍ ମାଇଜି ପିରିସ୍କିଲାର୍ ସଙ୍ଗ୍ ଇଟାଲିଅନି ଆସିରଇଲା । 3 ୩) ପାଉଲ୍ ସେମନ୍କେ ବେଟ୍ ଅଇବାକେ ଜାଇ ସେମନର୍ ସଙ୍ଗ୍ ରଇଲା । କାଇକେବଇଲେ ସେ ମିସା ସେମନର୍ ପାରା ତୁମ୍ ତିଆର୍ କରି ଜିଉନାକାଉନା କର୍ତେରଇଲା । 4 ୪) ଜିଉଦି ଆରି ଗିରିକ୍ ମନ୍ ମାପ୍ରୁକେ ଅଦିକ୍ ବିସ୍ବାସ୍ କରାଇବାକେ, ସବୁ ବିସ୍ରାମ୍ବାରେ ପାର୍ତନା ଗରେ ଆଲ୍ଚନା କର୍ତେ ରଇଲା । 5 ୫) ସିଲା ଆରି ତିମତି ମାସିଦନିଆଇଅନି ବାଉଡି ଆଇଲା ପଚେ ପାଉଲ୍ ଜିଉଦିମନର୍ ଲଗେ ଜିସୁର୍ ସୁବ୍ କବର୍ ଜାନାଇବାକେ ପୁରାପୁରି ବେଲା ଦେଲା ଆରି ଜିସୁକେ ମସିଅ ବଲି ସାକି ଦେଲା । 6 ୬) ମାତର୍ ସେମନ୍ ତାକେ ବିରଦ୍ କରି ତାର୍ କୁଟ୍ ପାଁଚ୍ବାର୍ ଦାର୍ଲାଇ, ସେଟା ବିରଦ୍ କର୍ବା ଇସାବେ, ତାର୍ ବସ୍ତରର୍ ଦୁଲି ପାପ୍ଡିଦେଇ ସେ ସେମନ୍କେ କଇଲା, “ଜଦି ତମେ କୁରୁପ୍ନାସ୍ ଅଇସା, ତେବେ ସେଟାର୍ପାଇ ତମେ ନିଜେ ଦାଇ ଅଇସା । ମୁଇ ଏଟାର୍ପାଇ ଦାଇ ନଇ, ଏବେ ମୁଇ ଜିଉଦି ନଇଲା ଲକ୍ମନର୍ ଲଗେ ଜିବି ।” 7 ୭) ସେଟାର୍ପାଇ ସେ ସେମନ୍କେ ଚାଡି ପର୍ମେସର୍କେ ପାର୍ତନା କର୍ବା ତିତସ୍ ଜୁସ୍ତ ନାଉଁର୍ ଗଟେକ୍ ଜିଉଦି ନଇଲା ଲକର୍ ଗରେ ରଇବାକେ ଗାଲା । ଜୁସ୍ତର୍ ଗର୍ ପାର୍ତନା ଗର୍ ଲଗେ ରଇଲା । 8 ୮) ପାର୍ତନା ଗରର୍ ମୁକିଅ କିରିସ୍ପସ୍ ଆରି ତାର୍ କୁଟୁମର୍ ସବୁ ଲକ୍ ମାପ୍ରୁର୍ତେଇ ବିସ୍ବାସ୍ କଲାଇ ଆରି କରନ୍ତିଅର୍ ଅଦିକ୍ ଅଦିକ୍ ଲକ୍ ପାଉଲର୍ ସିକିଆ ସୁନି ବିସ୍ବାସ୍ କଲାଇ ଆରି ପାନିତେଇବୁଡି ଡୁବନ୍ ନେଲାଇ । 9 ୯) ଗଟେକ୍ ରାତି, ପାଉଲ୍ ଦର୍ସନ୍ ଦେକ୍ଲା । ଦର୍ସନେ ମାପ୍ରୁ ତାକେ କଇଲା, “ଡର୍ ନାଇ, ଜାନାଇତେ ରଅ, ସେଟା ତେବାନାଇ । 10 ୧୦) କାଇକେ ବଇଲେ ମୁଇ ତର୍ ସଙ୍ଗ୍ ଆଚି । କେ ତମ୍କେ କାଇଟା କରି ନାପାରତ୍, କାଇକେବଇଲେ ଏ ନଅରେ ମର୍ ବେସି ଲକ୍ ଆଚତ୍ ।” 11 ୧୧) ସେଟାର୍ପାଇ ପାଉଲ୍ ପର୍ମେସରର୍ ବାକିଅ ସିକିଆ ଦେଇ, ତେଇ ବର୍ସେକ୍ ଚ ମାସ୍ ଜାକ ରଇଗାଲା । 12 ୧୨) ଗାଲିୟନ୍ ଆକାୟର୍ ରମିଅ ସାସନ୍କାରିଆ ରଇଲା ବେଲେ, ଜିଉଦିମନ୍ ଏକ୍ଜୁଟ୍ଅଇ ପାଉଲ୍କେ ଦାରି ବିଚାର୍ନା ଜାଗାଇ ନେଲାଇ । 13 ୧୩) ସେମନ୍ କଇଲାଇ, “ଏ ଲକ୍ ଆମର୍ ନିୟମ୍ ବିରଦେ ପରମେସର୍କେ ପାର୍ତନା କର୍ବାକେ ଲକ୍ମନ୍କେ ସୁତ୍ରାଇଲାନି ।” 14 ୧୪) ପାଉଲ୍ କାତା ଅଇବାକେ ଗାଲାବେଲେ, ଗାଲିଅ ଜିଉଦିମନ୍କେ କଇଲା, “ଜଦି ଇତି କାଇ ଦସ୍ ନଇଲେ ଅପ୍ରାଦର୍ ବିସଇ ରଇସି, ତେବେ ତମର୍ ବିସଇ ସମାଲି କରି, ତମର୍ କାତା ସୁନ୍ବାଟା, ମର୍ ଇସାବେ ଟିକ୍ ଅଇସି । 15 ୧୫) ମାତର୍ ଏ କାତା ତମର୍ ବିଦିବିଦାନ୍ ଆରି ରିତିନିତିର୍ କାତା ଅଇଲାର୍ ପାଇ, ଏଟା ତମେ ଟିକ୍କର୍ବାଟା ନିକ ଅଇସି । ମୁଇ ଏନ୍ତି ବିଚାର୍ ନ କରି ।” 16 ୧୬) ଏନ୍ତି କଇକରି ସେମନ୍କେ ବିଚାର୍ନା ଜାଗାଇଅନି କେଦିଦେଲା । 17 ୧୭) ସେମନ୍ ପାର୍ତନା ଗରର୍ ମୁକିଆ ସସ୍ତନସ୍କେ ଦାରି ବିଚାର୍ନା ଜାଗାର୍ ମୁଆଟେ ମାଡ୍ମାର୍ଲାଇ । ମାତର୍ ଗାଲିଅ ସେଟାକେ ମନ୍ଦେଏ ନାଇ । 18 ୧୮) ପାଉଲ୍ କରନ୍ତିତେଇ ବିସ୍ବାସି ବାଇମନ୍ ସଙ୍ଗ୍ ବେସି ବେଲା ଜାକ ରଇଲା । ତାର୍ପଚେ ସେମନ୍କେ ଚାଡି ପିରିସ୍କିଲା ଆରି ଆକିଲାର୍ ସଙ୍ଗ୍, ସିରିଆ ଜିବାକେ ପାନିଜାଜେ ବାଟ୍ ଦାର୍ଲାଇ । ସେକେରିଆଅନି ଜିବାଟା ଆରାମ୍ କର୍ବା ଆଗ୍ତୁ ତାକର୍ ଗଟେକ୍ ମାନତ୍ ଇସାବେ ପାଉଲ୍ ମୁଣ୍ଡ୍ କୁରାଇଅଇଲା । 19 ୧୯) ସେମନ୍ ଏପିସିସ୍ତେଇ କେଟ୍ଲା ପଚେ ପାଉଲ୍ ପିରିସ୍କିଲା ଆରି ଆକିଲାକେ ପାଟାଇଦେଲା । ତେଇ ସେ ପାର୍ତନା ଗରେ ଜାଇ ଜିଉଦିମନର୍ ସଙ୍ଗ୍ କାତାବାର୍ତା ଅଇଲା । 20 ୨୦) ଲକ୍ମନ୍ ତାକେ ଆରି ବେସି ଦିନ୍ ରଇବାକେ କଇଲାଇ, ମାତର୍ ସେ ରାଜି ନଇଲା । 21 ୨୧) ଜିବା ବେଲାଇ ସେ ସେମନ୍କେ କଇଲା, “ଜଦି ପରମେସର୍ ମନ୍ କଲେ, ତମର୍ ଲଗେ ବାଉଡି ଆଇବି ।” ତାର୍ ପଚେ ସେ ଏପିସେ ଅନି ଜାଜେ ଚଗି ଗାଲା । 22 ୨୨) ସେ ସିରିଆ କେଟିକରି ତେଇଅନି ଜିରୁସାଲାମେ ଗାଲା ଆରି ମଣ୍ଡଲିକେ ଜୁଆର୍ ଜାନାଇ ତେଇଅନି ଆନ୍ଟିକିଅ ଗାଲା । 23 ୨୩) ତେଇ କେତେ ଦିନ୍ ରଇଲା ପଚେ, ସେ ଆରି ତରେକ୍ ଜିବାଟା ଆରାମ୍ କରି ଗାଲାତିଅ ଆରି ପିରିଜିଆ ବାଟ୍ଦେଇ ଗାଲା । ବାଟେ ବିସ୍ବାସିମନ୍କେ ବିସ୍ବାସେ ଡାଟ୍ ଅଇରଇବାକେ ସାଆସ୍ ଦେଲା । 24 ୨୪) ସେ ବେଲାଇ ଆଲେକ୍ଜାଣ୍ଡ୍ରିଆଇ ଜନମ୍ ଅଇ ରଇଲା, ଆପଲ୍ ନାଉଁର୍ ଗଟେକ୍ ଜିଉଦି ଏପିସେ ଆଇଲା । ସେ ଗଟେକ୍ ନିମାନ୍ ସଙ୍ଗ୍ କାତାକଉ ଆରି ଦରମ୍ ସାସ୍ତରେ ତାର୍ ବେସି ଗିଆନ୍ ରଇଲା । 25 ୨୫) ସେ ମାପ୍ରୁ ଜିସୁର୍ ବାଟ୍ ବିସଇ ସିକିଆ ପାଇରଇଲା ଆରି ଆତ୍ମାଇ ପୁରାପୁରୁନ୍ ଅଇକରି ବେସି ସାର୍ଦା ସଙ୍ଗ୍ ସତ୍ କାତା ବାର୍କରି, ସିକିଆ ଦେଇତେ ରଇଲା । ମାତର୍ କାଲି ଜଅନ ଡୁବନ୍ ଦେବା ବିସଇ ଜାନି ରଇଲା । 26 ୨୬) ପାର୍ତନା ଗରେ ସେ ନ ଡର୍ତେ ସିକିଆ ଦେବାକେ ଲାଗ୍ଲା । ତାର୍ ସିକିଆ ସୁନି ପିରିସ୍କିଲା ଆରି ଆକିଲା ତାକର୍ ନିଜର୍ ଗରେ ଡାକିନେଲାଇ ଆରି ତେଇ ପରମେସରର୍ ବାଟ୍ ବିସଇ ଅଦିକ୍ ବୁଜାଇଦେଲାଇ । 27 ୨୭) ତାର୍ ପଚେ ଆପଲ ଆକାୟା ରାଇଜେ ଜିବାକେ ଟିକ୍ କଲାକେ, ଏପିସର୍ ବିସ୍ବାସି ବାଇମନ୍ ତାକେ ସାଇଜ୍ କଲାଇ ଆରି ତାକେ ସାର୍ଦା ସଙ୍ଗ୍ ଗତିଆ କର୍ବାକେ କଇ ଆକାୟାର୍ ବିସ୍ବାସିମନ୍କେ ଚିଟି ଲେକ୍ଲାଇ । ସେ ତେଇ କେଟିକରି ପରମେସର ଜିବନ୍ ଦୁକାଇଲାକେ ବିସ୍ବାସି ଅଇରଇବା ଲକ୍ମନ୍କେ ବେସି ସାଇଜ କଲା । 28 ୨୮) ଜିସୁ ଜେ ମସିଅ, ତାକର୍ ବେସି ଡାଟ୍ ଜୁକ୍ତି, ଦରମ୍ ସାସ୍ତରେଅନି ଜାନାଇ କରି, ଜିଉଦିମନ୍କେ ଆରାଇଲା । Additional comments?
Refresh Captcha
The world's first Holy Bible un-translation!