Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Desiya New Testament, Romans Chapter 6 https://www.AionianBible.org/Bibles/Desiya---Desiya-Bible/Romans/6 1 ୧) ସେନ୍ତିଆଲେ କାଇଟା କଉଁ? ପରମେସରର୍ ଜିବନ୍ଦୁକାନି ଆରି ଅଦିକ୍ ମିଲ୍ସି ବଲି ଆମେ କାଇ ଆରି ସେ ପାପେ ରଇକରି ଚଲାଚଲ୍ତି କରୁ କି? 2 ୨) ନାଇ କେବେ ନାଇ । ପାପ୍ କର୍ବା ବିସଇତେଇ ଆମେ ମରିଗାଲୁଆଚୁ । ଆରି କେନ୍ତି ପାପ୍ କର୍ତେସେ ରଇବୁ? 3 ୩) ତମେ ଜାନାସ୍, ଡୁବନ୍ ନେଲାକେ ଜିସୁକିରିସ୍ଟର୍ ସଙ୍ଗ୍ ମିସିକରି ଆମେ ତାର୍ ମରନେ ମିସା ମିସିଆଚୁ । 4 ୪) ସେଟାର୍ପାଇ ଡୁବନ୍ ନେଲାପଚେ ଆମେ ତାର୍ ମରନେ ମିସି, ତାର୍ ସଙ୍ଗ୍ ତପି ଅଇଲୁଆଚୁ । ସେ ଜେନ୍ତାରି ବାବାର୍ ଡାକ୍ପୁଟା ବପୁ ସଙ୍ଗ୍ ଆରିତରେକ୍ ଉଟ୍ଲା, ଆମେ ମିସା ସେନ୍ତାରି ନୁଆ ଜିବନ୍ ପାଇକରି ଚଲାଚଲ୍ତି କର୍ବାର୍ ଆଚେ । 5 ୫) କାଇକେବଇଲେ ଆମେ ମରନେ ମିସି ତାର୍ ସଙ୍ଗ୍ ଗଟେକ୍ ଅଇଲୁ ଆଚୁ, ତାକେ ଆରିତରେକ୍ ଉଟ୍ବାତେଇ ମିସା, ତାର୍ ସଙ୍ଗ୍ ଗଟେକ୍ ଅଇକରି ରଇବୁ । 6 ୬) ଆମେ ଜାନିଆଚୁ, କିରିସ୍ଟର୍ ସଙ୍ଗ୍ କୁର୍ସେ ଆମର୍ ପୁର୍ନା ଜିବନ୍ ମରିଗାଲାଆଚେ । ତେଇଅନି ଆମର୍ ପାପର୍ ଚଲାଚଲ୍ତି କୁରୁପ୍ନାସ୍ ଅଇଲା ଆଚେ ଆରି ଆମେ ପାପର୍ ଗତିଅନି ମୁକ୍ଲିଆଚୁ । 7 ୭) କାଇକେବଇଲେ ମୁନୁସ୍ ମରିଗାଲେସେ, ପାପର୍ ବାନ୍ଦନେଅନି ରକିଆ ପାଇସି । 8 ୮) ଆମେ ଜିସୁର୍ ସଙ୍ଗ୍ ମରିରଇଲାର୍ ପାଇ, ତାର୍ ସଙ୍ଗ୍ ମିସା ଜିବନ୍ ଅଇବୁ ବଲି ବିସ୍ବାସ୍ କଲୁନି । 9 ୯) ଆମେ ଜାନୁ, କିରିସ୍ଟ ମଲାତେଇଅନି ଉଟ୍ଲାର୍ପାଇ, ସେ ଆରି କେବେ ମିସା ନ ମରେ । ତାର୍ ଉପ୍ରେ ଆରି କେବେ ମରନର୍ ସାସନ୍ ନ ଚାଲେ । 10 ୧୦) ସେ ଜନ୍ ମରନ୍ ପାଇଲା, ତାର୍ଲାଗି ପାପର୍ ବପୁତେଇଅନି ଏକାତରେକ୍ ଆମ୍କେ ମୁକ୍ଲାଇଲା । ସେ ଏବେ ଜନ୍ ଜିବନେ ଜିଇଲାନି, ସେଟା ପରମେସର୍ ସଙ୍ଗ୍ ମିସିକରି ରଇଲା ଜିବନ୍ । 11 ୧୧) ସେନ୍ତାରି ତମେ ମିସା ପାପେ ମରିଜାଇଆଚୁ ବଲି ଏତାଆ । ତମେ ଏବେ କିରିସ୍ଟ ଜିସୁର୍ ଜିବନେଅନି ପରମେସର୍ ସଙ୍ଗ୍ ମିସ୍ଲାସ୍ । 12 ୧୨) ତମର୍ ନସିଜିବା ଗାଗଡ୍ ଉପ୍ରେ ଆରି ପାପ୍ ଅଦିକାର୍ ନ କର, ସେଟାର୍ପାଇ ଆମର୍ ଏ ଗାଗଡ୍ ମନ୍କର୍ବା କାରାପ୍ ବିସଇ ମାନିକରି ରୁଆନାଇ । 13 ୧୩) କାରାପ୍ କାମର୍ ଲାଗି ଆମର୍ ଗାଗଡର୍ କଣ୍ଡେକ୍ ବାଗ୍ ମିସା ପାପ୍ କର୍ବାକେ ଦିଆସ୍ନାଇ । ମାତର୍ ଦରମ୍ କାମ୍ କର୍ବାପାଇ ତମର୍ ଗୁଲାଇ ଗାଗଡ୍ ତାକେ ସର୍ପି ଦିଆସ୍ । ପର୍ମେସର୍ ତମ୍କେ ମରନେଅନି ଜିବନ୍ କରି ଆନ୍ଲାଆଚେ । 14 ୧୪) କାଇକେ ବଇଲେ ପାପ୍ ତମର୍ ଉପ୍ରେ ସାସନ୍ ନ କର । ତମେ ଆରି ନିୟମର୍ ତଲେ ନାଇ । ମାତର୍ ପରମେସରର୍ ଜିବନ୍ଦୁକାନି ଅନି କାଇଟା ନ ଅଇତେ ଆଚାସ୍ । 15 ୧୫) ସେନ୍ତିଆଲେ ଆମେ ନିୟମର୍ ତଲେ ନ ରଇ, ପରମେସରର୍ ଜିବନ୍ଦୁକାନି ପାଇଲୁ ଆଚୁ ବଲି ପାପ୍ କର୍ତେ ରଉଁ କି? ନାଇ, କେବେ ମିସା ନଏଁ । 16 ୧୬) ଏଲେ ମିସା ତମେ ଜାନିଆଚାସ୍, ଜଦି ତମେ କାକେ ତର୍ ତଲେ ଆକା ମୁଇ ବଲି କଇକରି ତାର୍ ପୁରାପୁରୁନ୍ କାତାମାନ୍ସା ବଇଲେ, ତମେ ତାର୍ ଗେନ୍ଲା ଗତିଦାଙ୍ଗ୍ଡା । ଜଦି ପାପର୍ ଗତିଦାଙ୍ଗ୍ଡା ଅଇସା, ଏଟାର୍ ଦସା ଅଇସି ମରନ୍, ଜଦି ଦରମର୍ ବାଟେ ଇଣ୍ଡ୍ସା, ବଇଲେ ନ ସାର୍ବା ଜିବନ୍ ପାଇସା । 17 ୧୭) ମୁଇ ପରମେସର୍କେ ଦନିଅବାଦ୍ କଲିନି, ତମେ ଗଟେକ୍ ବେଲାଇ ପାପର୍ ଗତିଦାଙ୍ଗ୍ଡା ଅଇରଇଲାସ୍ ମିସା, ଏବେ ଜନ୍ ସିକିଆ ଟାନେ ପାଇରଇବା ସତ୍, ପୁରାପୁରୁନ୍ ମନ୍ଦେଇକରି ନାମ୍ଲାସ୍ନି । 18 ୧୮) ଏବେ ତମେ ପାପେଅନି ମୁକ୍ଲିକରି ଦରମର୍ ଗତିଦାଙ୍ଗ୍ଡା ଅଇଆଚାସ୍ । 19 ୧୯) ଗଟେକ୍ ବେଲାଇ ତମେ ତମର୍ ଗୁଲାଇ ଗାଗଡ୍, ମନ୍, ପରାନ୍, ଅସୁକଲ୍ ଆରି କାରାପ୍ ଚଲାଚଲ୍ତି କର୍ବାକେ ଗତିଦାଙ୍ଗ୍ଡା ଅଇ ସର୍ପି ଦେଇରଇଲାସ୍ । ସେନ୍ତାରିସେ ସୁକଲ୍ ଆରି ଦରମ୍ ଚଲାଚଲ୍ତିର୍ପାଇ ଦରମର୍ ଲଗେ ନିଜ୍କେ ପୁରାପୁରୁନ୍ ସର୍ପିଦିଆସ୍ । 20 ୨୦) ତମେ ପାପର୍ ଗତିଦାଙ୍ଗ୍ଡା ରଇଲାବେଲେ, ଦରମ୍ ଜିବନ୍ ଜିଇବାକେ ମୁର୍ମୁରା ଅଇରଇଲାସ୍ । 21 ୨୧) ଏବେ ତମ୍କେ ଜନ୍ କାମ୍ମନ୍ କର୍ବାକେ ଲାଜ୍ଲାଗ୍ଲାନି, ସେଡ୍କିବେଲେ ସେ ସବୁ କର୍ତେ ରଇଲାସ୍ । ତେଇଅନି ତମ୍କେ କାଇ ଲାବ୍ ଅଇଲା? ସେ ସବୁ କାମର୍ ଦସା ଅଇଲାନି ମରନ୍ । 22 ୨୨) ମାତର୍ ତମେ ଏବେ ପାପେଅନି ମୁକ୍ଲିକରି ପରମେସରର୍ ଗତିଦାଙ୍ଗ୍ଡା ଅଇଆଚାସ୍ । ଏଟାର୍ ଲାବ୍ ଅଇଲାନି, ପରମେସରର୍ତେଇ ପୁରାପୁରୁନ୍ ସଲଦ୍ । ଆରି ଇତିଅନି ମିଲ୍ବାଟା ଅଇଲାନି ନ ସାର୍ବା ଜିବନ୍ । (aiōnios g166) 23 ୨୩) ପାପ୍ କାମର୍ ବୁତି ଅଇଲାନି ମରନ୍, ମାତର୍ ପରମେସର୍ ଜାଚାଇକରି ଦାନ୍ ଦେଇଆଚେ । ସେଟା ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ମିଲାଇରଇବା ନ ସାର୍ବା ଜିବନ୍ । (aiōnios g166) Additional comments?
Refresh Captcha
The world's first Holy Bible un-translation!