Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, 1-Chronicles Chapter 3 https://www.AionianBible.org/Bibles/Oriya---Oriya-Bible/1-Chronicles/3 1) ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍ଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ; 2) ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; 3) ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ। 4) ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ। 5) ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍ଶୂୟାଠାରୁ ଜାତ; 6) ଆହୁରି ୟିଭର ଓ ଇଲୀଶାମା ଓ ଇଲୀଫେଲଟ୍; 7) ନୋଗହ ଓ ନେଫଗ୍ ଓ ଯାଫୀୟ; 8) ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍, ଏହି ନଅ ଜଣ। 9) ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା। 10) ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍; 11) ତାହାର ପୁତ୍ର ଯୋରାମ୍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍; 12) ତାହାର ପୁତ୍ର ଅମତ୍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍; 13) ତାହାର ପୁତ୍ର ଆହସ୍, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି; 14) ତାହାର ପୁତ୍ର ଆମୋନ୍, ତାହାର ପୁତ୍ର ଯୋଶୀୟ। 15) ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ୱିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍। 16) ପୁଣି, ଯିହୋୟାକୀମ୍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ। 17) ବନ୍ଦୀ ଯିକନୀୟର ସନ୍ତାନଗଣ; 18) ତାହାର ପୁତ୍ର ଶଲ୍ଟୀୟେଲ, ମଲ୍କୀରାମ୍, ପଦାୟ, ଶିନତ୍ସର, ଯିକମୀୟ, ହୋଶାମା ଓ ନଦବିୟ। 19) ପଦାୟର ପୁତ୍ର ଯିରୁବ୍ବାବିଲ୍ ଓ ଶିମୀୟି; ପୁଣି, ସରୁ ଯିରୁବ୍ବାବିଲ୍ର ସନ୍ତାନ ମଶୁଲ୍ଲମ୍ ଓ ହନାନୀୟ ଓ ଶଲୋମୀତ୍ ସେମାନଙ୍କର ଭଗିନୀ ଥିଲା। 20) ଆଉ ହଶୂବା, ଓହେଲ୍, ବେରିଖୀୟ, ହସଦୀୟ ଓ ଯୁଶବ-ହେଷଦ୍, ଏହି ପାଞ୍ଚ ଜଣ। 21) ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ। 22) ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ୍, ଯିଗାଲ, ବାରୀହ, ନିୟରୀୟ ଓ ଶାଫଟ୍, ଛଅ ଜଣ। 23) ନିୟରୀୟର ସନ୍ତାନ ଇଲୀୟୋଐନୟ, ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ। 24) ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍କୂବ, ଯୋହାନନ୍, ଦଲୟିୟ ଓ ଅନାନି, ଏହି ସାତ ଜଣ। Additional comments?
Refresh Captcha
The world's first Holy Bible un-translation!