Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Ecclesiastes Chapter 11 https://www.AionianBible.org/Bibles/Oriya---Oriya-Bible/Ecclesiastes/11 1) ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ। 2) ସାତଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ। 3) ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ। 4) ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ। 5) ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିପରି ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ। 6) ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ। 7) ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ ଦର୍ଶନ ତୁଷ୍ଟିକର। 8) ହଁ, ଯଦି ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେହି ସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ। ଯାହା ଯାହା ଘଟେ, ସବୁ ଅସାର। 9) ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ। 10) ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଓ ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର। Additional comments?
Refresh Captcha
The world's first Holy Bible un-translation!