Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Isaiah Chapter 20 https://www.AionianBible.org/Bibles/Oriya---Oriya-Bible/Isaiah/20 1) ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତାନ ସେନାଧ୍ୟକ୍ଷ ଯେଉଁ ବର୍ଷ ଅସ୍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲା; 2) ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ୱାରା ସଦାପ୍ରଭୁ ଏହି କଥା କହିଲେ, “ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼,” ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା। 3) ତେବେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି; 4) ସେହିପରି ଅଶୂରର ରାଜା ମିସରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ। 5) ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ। 6) ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ‘ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା?’” Additional comments?
Refresh Captcha
The world's first Holy Bible un-translation!