Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Isaiah Chapter 4 https://www.AionianBible.org/Bibles/Oriya---Oriya-Bible/Isaiah/4 1) ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।” 2) ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ। 3) ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରିଦେବେ; 4) ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ। 5) ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ। 6) ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ। Additional comments?
Refresh Captcha
The world's first Holy Bible un-translation!