Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Malachi Chapter 4 https://www.AionianBible.org/Bibles/Oriya---Oriya-Bible/Malachi/4 1) କାରଣ ଦେଖ, ସେହି ଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। 2) ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ। 3) ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ, ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି। 4) ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର। 5) ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା। 6) ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।” Additional comments?
Refresh Captcha
The world's first Holy Bible un-translation!