Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Psalms Chapter 100 https://www.AionianBible.org/Bibles/Oriya---Oriya-Bible/Psalms/100 1) ଧନ୍ୟବାଦାର୍ଥକ ଗୀତ। ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। 2) ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ। 3) ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ। 4) ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର। 5) କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ। Additional comments?
Refresh Captcha
The world's first Holy Bible un-translation!