Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Psalms Chapter 113 https://www.AionianBible.org/Bibles/Oriya---Oriya-Bible/Psalms/113 1) ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର। 2) ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ। 3) ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ। 4) ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ୱରେ, 5) ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି, 6) ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ? 7) ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ, 8) ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି। 9) ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। Additional comments?
Refresh Captcha
The world's first Holy Bible un-translation!