Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Psalms Chapter 148 https://www.AionianBible.org/Bibles/Oriya---Oriya-Bible/Psalms/148 1) ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର। 2) ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। 3) ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। 4) ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। 5) ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ। 6) ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ। 7) ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି; 8) ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ; 9) ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ; 10) ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ; 11) ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା। 12) ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ; 13) ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ। 14) ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। Additional comments?
Refresh Captcha
The world's first Holy Bible un-translation!