Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Psalms Chapter 4 https://www.AionianBible.org/Bibles/Oriya---Oriya-Bible/Psalms/4 1) ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ମୋହର ଧର୍ମସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ। 2) ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ? (ସେଲା) 3) ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ। 4) ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। (ସେଲା) 5) ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର। 6) ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ?” ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର। 7) ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ। 8) ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ। Additional comments?
Refresh Captcha
The world's first Holy Bible un-translation!