Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Psalms Chapter 43 https://www.AionianBible.org/Bibles/Oriya---Oriya-Bible/Psalms/43 1) ହେ ପରମେଶ୍ୱର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର। 2) କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି? 3) ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ। 4) ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣା ଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି। 5) ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ଓ ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି। Additional comments?
Refresh Captcha
The world's first Holy Bible un-translation!