Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Psalms Chapter 53 https://www.AionianBible.org/Bibles/Oriya---Oriya-Bible/Psalms/53 1) ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ୱରରେ ଦାଉଦଙ୍କର ମସ୍କୀଲ୍। “ପରମେଶ୍ୱର ନାହାନ୍ତି” ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ। 2) ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ। 3) ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ। 4) ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋʼ ଲୋକମାନଙ୍କୁ ଗ୍ରାସ କରନ୍ତି, ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ। 5) ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ। 6) ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ। Additional comments?
Refresh Captcha
The world's first Holy Bible un-translation!