Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Psalms Chapter 61 https://www.AionianBible.org/Bibles/Oriya---Oriya-Bible/Psalms/61 1) ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; ମୋʼ ପ୍ରାର୍ଥନାରେ ମନୋଯୋଗ କର। 2) ମୋʼ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋʼ ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ। 3) କାରଣ ତୁମ୍ଭେ ମୋʼ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ। 4) ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି। 5) କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ। 6) ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ। 7) ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର। 8) ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି। Additional comments?
Refresh Captcha
The world's first Holy Bible un-translation!