Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Psalms Chapter 8 https://www.AionianBible.org/Bibles/Oriya---Oriya-Bible/Psalms/8 1) ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ। 2) ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ। 3) ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ, ) 4) ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ? 5) ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ। 6) ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; 7) ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ; 8) ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ। 9) ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ। Additional comments?
Refresh Captcha
The world's first Holy Bible un-translation!