Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Psalms Chapter 97 https://www.AionianBible.org/Bibles/Oriya---Oriya-Bible/Psalms/97 1) ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ। 2) ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ। 3) ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ। 4) ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା। 5) ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ। 6) ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି। 7) ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର। 8) ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ। 9) କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ। 10) ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି; 11) ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି। 12) ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର। Additional comments?
Refresh Captcha
The world's first Holy Bible un-translation!