Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Psalms Chapter 98 https://www.AionianBible.org/Bibles/Oriya---Oriya-Bible/Psalms/98 1) ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। 2) ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି। 3) ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି। 4) ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚଧ୍ୱନି କର, ଆନନ୍ଦଗାନ କର ଓ ପ୍ରଶଂସା ଗାନ କର। 5) ବୀଣା ଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର। 6) ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର। 7) ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ; 8) ନଦ-ନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକ ସଙ୍ଗେ ଆନନ୍ଦଗାନ କରନ୍ତୁ; 9) ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ। Additional comments?
Refresh Captcha
The world's first Holy Bible un-translation!